ଆମ ଜିଲା ଖବର

ଛାତ୍ରୀନିବାସରେ ରାତିରେ ରହୁନାହାନ୍ତି ୱାଡେନ

କେସିଙ୍ଗା,୧୦ା୮(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୨୦୦୬ରେ ସ୍ଥାପିତ ହୋଇଛି। ଛାତ୍ରୀନିବାସରେ ରାତିରେ ୱାଡେନ ରହୁ ନ ଥିବା ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ବିଦ୍ୟାଳୟରେ ୨୦୦ଜଣ ଜନଜାତି, ଅନୁସୂଚିତ ଜନଜାତି ଓ…

‘୭ଦିନ ଭିତରେ ସହଅଭିଯୁକ୍ତଙ୍କୁ ଗିରଫ କର’

ଲାଠୋର,୧୦ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ଥାନା ଖର୍ଲି ଗ୍ରାମର ଜଣେ ନାବାଳିକା(୧୫)ଙ୍କ ମୃତଦେହ ସନମୁଡ଼ା ଜଙ୍ଗଲରେ ଥିବା ବାଘବିନ୍ଧା ପୋଖରୀ ହୁଡାରେ ପୋତା ଯାଇଥିବା ଅବସ୍ଥାରେ ଗତ ୩୦ ଜୁଲାଇରେ ପୋଲିସ ଉଦ୍ଧାର କରିଥିଲା। ନାବାଳିକାଙ୍କୁ ହତ୍ୟା କରି ପୋତି ଦେଇଥିବା…

ବିନା ତ୍ୟାଗରେ ସମାଜ ନିର୍ମାଣ ସମ୍ଭବ ନୁହେଁ

ବଲାଙ୍ଗୀର ଅଫିସ,୧୦ା୮: ବିନା ତ୍ୟାଗରେ ରାଷ୍ଟ୍ର ଓ ସମାଜ ନିର୍ମାଣ ସମ୍ଭବପର ନୁହେଁ। ଏଣୁ ଆମେ ଆମର ପୂର୍ବସୂରୀଙ୍କ ବଳିଦାନ ଓ ତ୍ୟାଗକୁ ସବୁବେଳେ ମନେପକାଇ ଉଦ୍‌ବୁଦ୍ଧ ହେବାକୁ ପଡିବ। ବଲାଙ୍ଗୀରରେ କ୍ରାନ୍ତି-ଜାଗୃତି ଉଦ୍‌ଘାଟନୀ ସମାରୋହରେ ଅତିଥି ବକ୍ତାମାନେ ଏହା କହିଛନ୍ତି।…

ଦର୍ଶନ ଶାସ୍ତ୍ରରେ ନୂଆପଡ଼ାର ଗଜିନ୍ଦ୍ର ଟପ୍ପର

ନୂଆପଡ଼ା ଅଫିସ,୧୦ା୮: ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ଶେଷ ବର୍ଷ ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦର୍ଶନ ଶାସ୍ତ୍ର ବିଭାଗରେ ନୂଆପଡା ନ୍ୟାଶନାଲ ମହାବିଦ୍ୟାଳୟ ଛାତ୍ର ଗଜିନ୍ଦ୍ର ରଣା ବିଶ୍ୱ ବିଦ୍ୟାଳୟର ଟପ୍ପର ହୋଇଛନ୍ତି। ପ୍ରାପ୍ତ…

ମାସରେ ୪ ଥର ବର୍ଷାପାଣି ପ୍ରବାହିତ

ଭବାନୀପାଟଣା,୧୦ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟା ନିକଟ ହାଲେର ଜୋର ଆପ୍ରୋଚ୍‌ ପୋଲ ଉପରେ ପୁଣି ଥରେ ପାଣି ଚାଲିଥିବା ଦେଖିବାକୁ ମିଳିଛି। ଗତ ମାସକ ମଧ୍ୟରେ ଏହାକୁ ମିଶାଇ ୪ ଥର ବର୍ଷା ପାଣି ପ୍ରବାହିତ ହୋଇ ସାରିଲାଣି।…

ଧନୁଯାତ୍ରାକୁ ଜାତୀୟ ମହୋତ୍ସବ ମାନ୍ୟତା ଦିଆଯାଉ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଧନୁଯାତ୍ରାକୁ ଜାତୀୟ ମହୋତ୍ସବ ମାନ୍ୟତା ପ୍ରଦାନ ପାଇଁ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ଦାବି କରିଛି। ଏହି ଦାବି ନେଇ ମହାସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

ସେପ୍ଟେମ୍ବରରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର କଢ଼ି

ସୋନପୁର,୧୦ା୮(ନି.ପ୍ର.): ବାଲ୍ୟ ବିବାହ ସଚେତନଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର କଢିର ସୁଟିଂ ସରିଛି। କିଛି ଦିନ ଧରି ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲାର ବିଭିନ୍ନ ସ୍ଥାନରେ ଏହି ଚଳଚ୍ଚିତ୍ରର ସୁଟିଂ ଚାଲିଥିଲା। ଆସନ୍ତା ସେପ୍ଟେମ୍ବର ମାସରେ ଏହା ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା…

ଉଦ୍‌ଘାଟନର ୭ମାସରେ ଦବିଲାଣି ପୋଲ

ଝରିଗାଁ, ୧୦।୮(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଉଥିବା ବେଳେ ଉପାନ୍ତ ଯୋଜନାକୁ ନେଇ ଅଞ୍ଚଳବାସୀଙ୍କ ମୁହଁରେ ହସ ଫୁଟିଥିଲା। କାର୍ଯ୍ୟଟିକୁ ତଦାରଖ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର କିଛି ଅଧିକାରୀମାନଙ୍କ ବେପରୁଆ ମନୋଭାବ ଏବଂ ଉନ୍ନୟନ…

୧୬୫ ଗାଁକୁ ପହଞ୍ଚତ୍ପାରୁନି ଆମ୍ବୁଲାନ୍ସ

ନବରଙ୍ଗପୁର, ୧୦।୮(ବି.ପ୍ର.): ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଦୁର୍ବଳତା ଯୋଗୁ ଜିଲାରେ ଏଯାଏ ୧୬୫ ଗାଁକୁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ। ୭୭ ଗାଁକୁ ପଦାଚଲା ରାସ୍ତା ରହିଛି। ୫୭ ଗାଁରେ ଲୋକ ଚୁଆ ଓ ନଦୀ ନାଳ ପାଣି ବ୍ୟବହାର କରୁଛନ୍ତି।…

ଛତିଶଗଡ଼ରୁ ଚୋରି କେନ୍ଦୁପତ୍ର ମାଲକାନଗିରି ଜିଲାରୁ ଠାବ

ମାଲକାନଗିରି,୧୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା କୁଣ୍ଟା ଅଞ୍ଚଳରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କେନ୍ଦୁପତ୍ର ଜଣେ ବ୍ୟବସାୟୀ ଚୋରି କରି ମାଲକାନଗିରି ଜିଲାର ବିଭିନ୍ନ ବେସରକାରୀ ଗୋଦାମରେ ଗଚ୍ଛିତ ରଖିଥିଲେ। କେନ୍ଦୁପ୍ରତ୍ର ଶ୍ରମିକମାନେ ପ୍ରାପ୍ୟ ପାଇ ନ…

ଆଦିବାସୀଙ୍କ ଅଧିକାରକୁ ଉଚ୍ଛେଦ ଉଦ୍ୟମ କଲେ ପରିସ୍ଥିତି ଭୟାବହ ହେବ

ସୁନ୍ଦରଗଡ଼,୧୦ା୮(ଡି.ଏନ.ଏ.): ପ୍ରକୃତିର ପ୍ରଥମ ସନ୍ତାନ ତଥା ଦେଶର ମୂଳନିବାସୀ କୁହାଯାଉଥିବା ଆଦିବାସୀଙ୍କ ଆଦିବାସୀତ୍ୱ ଏବଂ ସାମ୍ବିଧାନିକ ଅଧିକାରକୁ ଛଡ଼ାଇନେବାକୁ ଉଦ୍ୟମ କଲେ ପରିସ୍ଥିତି ଭୟାବହ ହେବ ବୋଲି ବିଶ୍ୱ ଆଦିବାସୀ ଦିବସ ପାଳନ କାର୍ଯ୍ୟକ୍ରମରେ ମତପ୍ରକଶ ପାଇଛି। ସୁନ୍ଦରଗଡ଼ ସର୍ବ ଆଦିବାସୀ…

ଓଲଟିଲା ତିର୍ଥଯାତ୍ରୀ ବସ୍‌: ୭ଗୁରୁତର, ୩୦ରୁ ଉଦ୍ଧର୍‌ବ ଆହାତ

ବାଲେଶର ଅଫିସ,୧୦।୮: ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଯିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତିର୍ଥଯାତ୍ରୀ ବସ୍‌। ବାଲେଶର ଜିଲାର ସୋର ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଏଭଳି ଘଟଣା ଘଟିଛି। ଏଥିରେ ୩୦ରୁ ଉଦ୍ଧର୍‌ବ ଆହାତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?