ଆମ ଜିଲା ଖବର

କୋରାପୁଟରେ ୮୭୦.୮ ମିମି ବର୍ଷା

କୋରାପୁଟ,୯।୮(ସ୍ବ.ପ୍ର.):କୋରାପୁଟ ଜିଲାରେ ଗତ ସୋମବାର ୮୭୦.୮ ମିମି ବର୍ଷା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୪ ମିମି ବର୍ଷା ହୋଇଥିବାବେଳେ ଲକ୍ଷ୍ମୀପୁର ବ୍ଲକରେ ସର୍ବନିମ୍ନ ୬ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୋମବାର…

ଲଗାଣ ବର୍ଷାରେ ଫୁଲୁଛି ଇନ୍ଦ୍ରାବତୀ, ଭାସ୍କେଲ

କୋଡ଼ିଙ୍ଗା/କୋଷାଗୁମୁଡା, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରେ ୩ଦିନ ଧରି ଲଗାଣ ବର୍ଷା ଫଳରେ ଇନ୍ଦ୍ରାବତୀ, ଭାସ୍କେଲନଦୀ ଓ ଶାଖା ନଦୀ ଫୁଲି ଉଠୁଛି। ପ୍ରଭାବିତ ହେଉଛି ଲୋକଙ୍କ ଜୀବନଯାତ୍ରା। ଉଭୟ ନଦୀ ଅବବାହିକରେ ଥିବା କୋଷାଗୁମୁଡା ବ୍ଲକର ଉକିଆପାଲି, ଚିର୍ମା, ସାନଆମ୍ବଡା,…

ଆରମ୍ଭରୁ ରାସ୍ତାକାମ ବନ୍ଦ କରିଦେଲେ ଗ୍ରାମବାସୀ

କୋରୁକୋଣ୍ଡା,୯ା୮(ଡି.ଏନ୍‌.ଏ.):ରାଜ୍ୟ ଓ କେନ୍ଦ୍ର ସରକାର ଗମନାଗମନର ସୁବିଧା ପାଇଁ ପକ୍କାରାସ୍ତା ନିର୍ମାଣରେ ଅର୍ଥ ଖର୍ଚ୍ଚ କରୁଛନ୍ତି। କିନ୍ତୁ ସ୍ଥାନୀୟ ପ୍ରଶାସନ ଏବଂ ଠିକାଦରଙ୍କ ମିଳିତ ଦୁର୍ନୀତି ଯୋଗୁ ରାସ୍ତାକାମ ନିମ୍ନମାନର ହେବା ସହ କମ୍‌ ଦିନରେ ନଷ୍ଟ ହେଉଛି। ମାଲକାନଗିରି ଜିଲା…

ପୋତି ହୋଇଗଲାଣି ବାଲିବନ୍ଧ ପ୍ରକଳ୍ପ

ଛେଣ୍ଡିପଦା,୯ା୮(ସ୍ବ.ପ୍ର.):ଲକ୍ଷ୍ୟ ଥିଲା ୭୦୦ ହେକ୍ଟର ଜମି ଜଳସେଚିତ ହେବ। ସେଥିପାଇଁ ୫୦ ବର୍ଷ ତଳେ ନିର୍ମାଣ କରାଯାଇଥିଲା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଉପକୃତ ହେଉଥିଲେ ପାଖାପାଖି ଏକ ହଜାର ଚାଷୀ। ହେଲେ ଦୀର୍ଘବର୍ଷ ହେଲା ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହି…

ପ୍ରଶାସନ ସହ ବୈଠକ ବିଫଳ

ବଇଣ୍ଡା,୯।୮(ଡି.ଏନ.ଏ.)”ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଚାଲିଥିବା ଠେଲକନାଳୀ ପଞ୍ଚାୟତର ଅସ୍ଥାୟୀ କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଦେଖାଦେଇଥିବା ବିବାଦ ବଢ଼ିବାରେ ଲାଗିଛି। ଏ ନେଇ ସୋମବାର ପ୍ରଶାସନ ସହ ଠେଲକନାଳୀ ନେତୃବୃନ୍ଦଙ୍କ ବୈଠକ ବିଫଳ ହୋଇଛି।…

ହୋଇନି ଛତ୍ରପୁର, ଭଞ୍ଜନଗର, ଆସିକା ମ୍ୟୁନିସିପାଲିଟି

ଛତ୍ରପୁର,୮ା୮(ଡି.ଏନ.ଏ):ଗଞ୍ଜାମ ଜିଲାର ଛତ୍ରପୁର, ଭଞ୍ଜନଗର ଓ ଆସିକା ଏନ୍‌ଏସିକୁ ୩ ମାସ ମଧ୍ୟରେ ମ୍ୟୁନିସିପାଲିଟି ଭାବେ ଘୋଷଣା କରିବାକୁ ଉଚ୍ଚ ନ୍ୟାୟାଳୟ ୨୦୧୯ ଅଗଷ୍ଟ ୫ ତାରିଖରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ା…

ଗରଡ଼ମା ପଞ୍ଚାୟତର ବହୁ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଆର.ଉଦୟଗିରି,୮ା୮(ଡି.ଏନ.ଏ.):ମୋହନା ବ୍ଲକ ଗରଡ଼ମା ପଞ୍ଚାୟତର କିଛି ଗାଁ ରହିଛି ବର୍ଷା ଦିନ ହେଲେ ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଉଛି। ଗରଡ଼ମା ପଞ୍ଚାୟତରେ ରହିଥିବା ଲିମବାଡ, ନାକେଜୁ, ମାତାକୁପା, କାମ୍ବୁଜ ପ୍ରଭୃତି ଗାଁ। ସେହି ଅଞ୍ଚଳର ଜନସାଧାରଣ କିପରି ନିଜ ଜୀବନକୁ ପାଣି…

୩୨୦୯୩ ହେକ୍ଟରରେ ସରିଛି ଧାନରୁଆ

ବ୍ରହ୍ମପୁର ଅଫିସ,୯ା୮:ଶ୍ରାବଣରେ ଡହ ଡହ ଖରା। ବର୍ଷା ଅଭାବରୁ ଗଞ୍ଜାମ ଜିଲାରେ ଚାଷକାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ଏଥିଯୋଗୁ ଚାଷଜମି ଫାଟି ଯାଇଥିବା ବେଳେ ଆଉ କେଉଁଠି ତଳି ପୋଡ଼ିବା ଓ ଗଜାମରୁଡ଼ି ଦେଖାଦେଇଥିଲା। ଏପରି ସ୍ଥିତିରେ ଚାଷୀ ମୁଣ୍ଡରେ ହାତ…

ଗତ ୫ ବର୍ଷରେ ୯୪୬ ଡେଙ୍ଗୁ ପଜିଟିଭ୍‌

ବ୍ରହ୍ମପୁର ଅଫିସ,୯ା୮:ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ। ଜିଲାବାସୀଙ୍କୁ ଏହାକୁ ନେଇ ଘାରିଛି ଚିନ୍ତା। ବ୍ରହ୍ମପୁର ସହରର ପରିମଳ ଅବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି ବଢ଼ିଯାଇଛି। କେଉଁଠି ନାଳ ଚୋକ୍‌ ହୋଇ ରହିଛି ତ ଆଉ କେଉଁଠି ଅଳିଆ ଆବର୍ଜନା ପଡ଼ିରହି ନାନା…

ନିଷ୍କାସନ ହେଉନି, ଘରେ ପଶିଲା ବର୍ଷାପାଣି

ବାସୁଦେବପୁର,୯।୮(ଡି.ଏନ.ଏ.):ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଏହି ବର୍ଷା କେତେଜଣ ଲୋକଙ୍କୁ ଅସୁବିଧାରେ ପକାଇଛି। ଖାଲୁଆ ଅଞ୍ଚଳ ତଥା କେତେକ ସ୍ଥାନରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ନରସିଂହପୁର ବଜାର ତଥା…

ବର୍ଷାଦିନେ ପୋଖରୀ ଖୋଳା

କେନ୍ଦୁଝର,୯।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଅଞ୍ଚଳରେ ପୋଖରୀ ଖୋଳାରେ ମେଶିନ ବ୍ୟବହାର କରାଯିବା ସହ ବର୍ଷା ଦିନରେ ପୋଖରୀ ଖୋଳା ନେଇ ଅସନ୍ତୋଷ ଦେଖାଦେଇଛି। ଫଳରେ ବ୍ୟାପକ ଦୁର୍ନୀତି ଓ ଅନିୟିତତା ହୋଇଥିବା ଅଭିଯୋଗ ହେଉଛି। ଯେ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌…

ସିବିଆଇ ତଦନ୍ତ ଦାବିରେ ଧାରଣାରେ ବସିଲେ ପିହୁଙ୍କ ମା’

ଯାଜପୁର ଟାଉନ,୯ା୮(ଡି.ଏନ.ଏ.):୪ବର୍ଷର ଶିଶୁକନ୍ୟା ପିହୁ ନିଖୋଜ ହେବାର ୨ବର୍ଷ ବିତି ଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ତାଙ୍କର କୌଣସି ସନ୍ଧାନ ମିଳିପାରିନାହିଁ। ପିହୁଙ୍କ ମା’ ମୋନାଲିସା ସିବିଆଇ ତଦନ୍ତ ଦାବିରେ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ବିଂଝାରପୁର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?