ଅଫିସ୍ରେ ତାଲା, ଅଧିକାରୀଙ୍କ ପତ୍ତା ନାହିଁ: ଓଡ୍ରି ପଞ୍ଚାୟତରେ ପ୍ରଶାସନିକ ସ୍ଥାଣୁତା, ହନ୍ତସନ୍ତ ହିତାଧିକାରୀ
ଥୁଆମୂଳ ରାମପୁର,୧୩।୫(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଅନେକ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରୁଥିବା ବେଳେ, କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରି ଗ୍ରାମ ପଞ୍ଚାୟତରେ ଏହାର ବ୍ୟତିକ୍ରମ ଦେଖିବାକୁ…
ଦଣ୍ଡାସି କୁଳର ଆଲୋଚନା ସଭା: କର୍ମକର୍ତ୍ତା ଚୟନ, ନୂତନ ସଭାପତି ଭାବେ ନିର୍ବାଚିତ ହେଲେ…
ଦିଗପହଣ୍ଡି, ୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବଡଡୁମ୍ବୁଳା ଗ୍ରାମରେ ଦଣ୍ଡାସି କୁଳ ବଡ଼ଖେମୁଣ୍ଡି ମୁଠା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମା’ ସିଦ୍ଧ ବାଙ୍କେଶ୍ୱରୀ ମନ୍ଦିର ସଂଲଗ୍ନ କଲ୍ୟାଣ ମଣ୍ଡପରେ…
କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ
କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର ସାହା ରେଳମନ୍ତ୍ରୀ ଓ କଳାହାଣ୍ଡି ଏମ୍ ପିଙ୍କୁ ଦାବି ପତ୍ର ଜଣାଇଥିଲେ ।…
ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା
ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ. ଉତ୍ତମ କୁମାର ପାଣିଗ୍ରାହୀ ଓ ମଣ୍ଡଳ…
କ୍ଷୁଦ୍ର ପୋଲର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ
ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି । ଏହାକୁ ସ୍ଥାନୀୟ ବିଧାୟକ ରାମଚନ୍ଦ୍ର କାଡାମଙ୍କ ଦ୍ଵାରା ଉଦଘାଟନ ହୋଇଛି । କିନ୍ତୁ…
କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…
ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା (୩୪) । ବୁଧବାର ରାତିରେ କ୍ୟାମ୍ପ ଠାରୁ ୧ କିମି ଦୂରରେ ଠାବ…
ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….
ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ…
ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…
ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ ଜଙ୍ଗଲଘେରି ଗାଁରେ। ବୁଧବାର ଅପରାହ୍ନରେ ଛବି ପାତ୍ର (୫୫)…
ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର
କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ରାସ୍ତା ଜାମ୍ ଯୋଗୁ ଦମକଳ ଗାଡ଼ି…
ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ
କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅଭିଯୋଗ…
ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…
କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ କଟକ ସ୍ବତନ୍ତ୍ର ଫାଷ୍ଟଟ୍ରାକ୍-୨ ଅଦାଲତ। ଅଭିଯୁକ୍ତ ଅଶୋକ କୁମାର ବେହେରାଙ୍କୁ ୨୦ ବର୍ଷ…
ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…
ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ସରକାରୀ ଜାଗା ଉଚ୍ଛେଦ କରାଯାଇଛି l ଏହି ଜବରଦଖଲ ଯୋଗୁ…

