ଭିଜିଲାନ୍ସ ଜାଲରେ ଫରେଷ୍ଟର୍
ଭବାନୀପାଟଣା,୧୩।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା କର୍ଲାପାଟ ରେଞ୍ଜ ଶଗଡା ଫରେଷ୍ଟର୍ ଯୋଗେନ୍ଦ୍ର ମାଝୀ ସୋମବାର ବିଳମ୍ବିତ ରାତିରେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଚଢ଼ାଉ ସମୟରେ ତାଙ୍କ ନିକଟରୁ ୨ ଲକ୍ଷ ତିନି ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଥିଲା। ହେଲେ ପଚାରାଉଚୁରା…
ଅସ୍ଥାୟୀ କ୍ୟାମ୍ପ୍ରେ ଚଢିଗଲା ଡମ୍ଫର: ଚାଲିଗଲା ଜଣଙ୍କ ଜୀବନ, ୫ ଆହତ
ଭଦ୍ରକ ଅଫିସ୍,୧୩।୯: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଛକ ନିକଟରେ ମଙ୍ଗଳବାର ଭୋରରୁ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ତମ୍ବୁ ଟାଣି ରହୁଥିବା ଶ୍ରମିକଙ୍କ ଉପରେ ବାଲି ବୋଝେଇ ଡମ୍ଫର ଚଢିଯାଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ରୁ…
ବର୍ଷାରେ ଭିଜୁଛନ୍ତି ଗରିବ ପରିବାର
ଯାଜପୁର ଅଫିସ,୧୩ା୯:ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଏଯାଏ ପ୍ରାୟ ୩୦ ହଜାର ଗ୍ରାମୀଣ ଆବାସ ବଣ୍ଟନ ହୋଇଛି। ତଥାପି ବ୍ଲକରେ କଚ୍ଚା ଘର କମିବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଠାରେ ୭୦ ପ୍ରତିଶତ ବାସଗୃହ ଗାଏବ ହୋଇଯାଇଥିବାବେଳେ ଜଣେ ଜଣେ ହିତାଧିକାରୀ…
ପିସି କାରବାରରେ ବନ୍ଧା ପିଏମ୍ଜିଏସ୍ୱାଇ
ଯାଜପୁର ଅଫିସ,୧୩ା୯:ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ)ରେ ବିନା ପିସି କିମ୍ବା ଫାଇନାଲ ବିଲ୍ ସମୟରେ ଯନ୍ତ୍ରୀଙ୍କୁ ମୋଟା ଅଙ୍କର ଅର୍ଥ ନ ଦେଲେ ଫାଇଲ ଘୁଞ୍ଚେ ନାହିଁ ବୋଲି କେତେଜଣ ଠିକାଦାର ଅଭିଯୋଗ କରିଛନ୍ତି। ସୁକିନ୍ଦା ବ୍ଲକ ଆରଡି ରାସ୍ତାଠାରୁ…
ଆନ୍ଧ୍ର-ମୋଟୁ ଯୋଗାଯୋଗ ବିଚ୍ଛିନ୍ନ
ମାଲକାନଗିରି, ୧୩ା୯(ଡି.ଏନ.ଏ.):୪ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ କାଙ୍ଗୁରୁକୋଣ୍ଡା ସହ ଗୋଦାବରୀ ନଦୀରେ ଜଳସ୍ତର ବିପଦ ସଙ୍କେତ ଛୁଇଁଛି। ବର୍ଷା ପ୍ରଭାବରେ ମାଲକାନଗିରି ଜିଲାର…
ନୂତନ ନିର୍ମାଣ ହେଉନି, ବିପଦସଙ୍କୁଳ ଗୃହ ମରାମତି ଚାଲିଛି
ନାଉଗଁା,୧୩ା୯(ସ୍ବ.ପ୍ର.):ସମସ୍ତଙ୍କ ପାଖରେ ଉନ୍ନତମାନର ସ୍ବାସ୍ଥ୍ୟ ସେବା ଯୋଗାଇବା ଉପରେ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଏନେଇ ୫ ହଜାର ଜନସଂଖ୍ୟା ଥିବା ସ୍ଥାନରେ ଉପସ୍ବାସ୍ଥ୍ୟ କେନ୍ଦ୍ର ଖୋଲାଯାଇଛି। ମାତ୍ର କିଛି ସ୍ଥାନରେ ଏନେଇ ଆସୁଥିବା ସରକାରୀ ଟଙ୍କାର ଦୁରୁପଯୋଗ ହେଉଥିବା ଅଭିଯୋଗ ହୋଇଛି।…
ମରଣଯନ୍ତା ପାଲଟିଛି ନଦୀବନ୍ଧ ରାସ୍ତା
ତିର୍ତ୍ତୋଲ,୧୩।୯ (ଡି.ଏନ.ଏ.):ତିର୍ତ୍ତୋଲ ବ୍ଲକ କୃଷ୍ଣାନନ୍ଦପୁର ପଞ୍ଚାୟତର ସାଇଫୋନ ସେତୁଠାରୁ ସରଳପୁରକୁ ସଂଯୋଗ କରୁଥିବା ପାଇକାନଦୀର ଡାହାଣ ପାର୍ଶ୍ୱ ବନ୍ଧ ରାସ୍ତା ଏବେ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ଏହି ରାସ୍ତା ଉପରେ ବ୍ଲକ ଅଧୀନ ୫ଟି ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ…
ବ୍ରାହ୍ମଣୀ ଜଳ ପ୍ରବାହକୁ ନେଇ ବିଶେଷଜ୍ଞ କମିଟି ଗଢ଼
କେନ୍ଦ୍ରାପଡ଼ା ଅଫିସ, ୧୩ା୯:ବ୍ରାହ୍ମଣୀ ନଦୀର ଜଳ ପ୍ରବାହ କମିବାକୁ ନେଇ ଖରସ୍ରୋତା ନଦୀ ସୁରକ୍ଷା ମହାସଭାର ସଭାପତି ଅଲେଖ ନାୟକ ହାଇକୋର୍ଟରେ ପିଆଇଏଲ୍ କରିଥିଲେ। ଗତ ଗୁରୁବାର ଏ ସମ୍ପର୍କରେ ଶୁଣାଣି ପରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ…
ପଥଚାରୀଙ୍କ ପାଇଁ ଭାଟେଣୀ ଭଗ୍ନ ସ୍ଲୁଇସ୍ କ୍ରିକ୍ ବିପଦପୂର୍ଣ୍ଣ
ମହାକାଳପଡ଼ା,୧୩ା୯(ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଚାଷଜମିରୁ ବନ୍ୟା, ଲୁଣିପାଣି, ଉଦ୍ବୃତ୍ତ ବର୍ଷାଜଳ ନିୟନ୍ତ୍ରଣ ଓ ନିଷ୍କାସନ ପାଇଁ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ୨ଟି ସ୍ଲୁଇସ୍ କ୍ରିକ୍ ଗେଟ୍ କରାଯାଇଛି। ଗୋବରୀ ନଦୀ ମାଉଥ ୧- ଭାଟେଣୀ ଓ…
ସିଙ୍ଗିରି ସରପଞ୍ଚଙ୍କ ଘରେ କେନ୍ଦ୍ରମନ୍ତ୍ରୀ
ଆଳି,୧୩ା୯(ଡି.ଏନ.ଏ.):କେନ୍ଦ୍ରମନ୍ତ୍ରୀ ନିଶିଥ ପ୍ରାମାଣିକ ରବିବାର କେନ୍ଦ୍ରାପଡ଼ା ଜିଲା ରାଜକନିକା ଗସ୍ତରେ ଆସିଥିବା ବେଳେ ଆଳି ବ୍ଲକ ସିଙ୍ଗିରି ସରପଞ୍ଚ ଅକ୍ଷୟ ଦାସଙ୍କ ବାସଭବନରେ ପହଞ୍ଚତ୍ ଥିଲେ। ସିଙ୍ଗିରିଠାରେ କେନ୍ଦ୍ରମନ୍ତ୍ରୀ ପହଞ୍ଚତ୍ବା ପରେ ପତ୍ରପୁର ମଣ୍ଡଳ ପକ୍ଷରୁ ସଭାପତି ତଥା ସରପଞ୍ଚ ଅକ୍ଷୟ…
ଜୁଆର ମାଡ଼ରେ ଭ୍ୟୁ ଟାୱାର ମୂଳଦୁଆ ଭୁଶୁଡ଼ିଲା
ଏରସମା,୧୩ା୯(ସ୍ବ.ପ୍ର.):ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବା ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ଏବେ ବିପଦସଙ୍କୁଳ ହୋଇପଡ଼ିଛି। ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ସଂଗଠିତ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ…
ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟଙ୍କ ଆତ୍ମସମର୍ପଣ
କଟକ ଅଫିସ,୧୩ା୯:କଟକରେ ନକଲି ଔଷଧ କାରବାର ମାମଲାରେ କମିଶନରେଟ ପୋଲିସର ତନାଘନା ଆରମ୍ଭ ହୋଇଛି। ଫେରାର ଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟ ସୋମବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଯାଉଁଳିଆପଟି ପୂଜା ଏଣ୍ଟରପ୍ରାଇଜ୍ର…

