ଆମ ଜିଲା ଖବର

ଅସରାଏ ବର୍ଷାରେ ଶ୍ରେଣୀଗୃହରେ ପାଣି

ନାଉଗାଁ,୮ା୮(ସ୍ବ.ପ୍ର): ନାଉଗାଁ ବ୍ଲକ ଶିଖର ପଞ୍ଚାୟତରେ ରହିଛି ନଳାଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୫ଟି ଶ୍ରେଣୀ ଥିବାବେଳେ ପିଲା ସଂଖ୍ୟା ୫୨। ମାତ୍ର ପିଲା ପଢ଼ିବା ପାଇଁ କେବଳ ୨ଟି ଶ୍ରେଣୀଗୃହ ରହିଛି। ବିଦ୍ୟାଳୟରେ ଶ୍ରେଣୀ ଗୃହର ଅଭାବ…

ଖଡ଼ଇଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର ପାଲଟିଛି ଭୂତକୋଠି

ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି। ଏପରି ଏକ ଜ୍ୱଳନ୍ତ ଉଦାହରଣ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ…

ଲୋକାର୍ପଣ ପରେ କେନାଲ ଶୁଖିଲା

କେନ୍ଦ୍ରାପଡ଼ା ଅଫିସ,୮ା୮: ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଗତ ମେ ୧୮ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ରାଜ୍ୟ ଜଳସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି କେନାଲରେ ଖରିଫ ଚାଷ ପାଇଁ ପାଣି ଯୋଗାଇ…

ଆଶା ଆଶଙ୍କାରେ ୧୫୦୦ ବୁଣାକାର

ରସୁଲପୁର,୮ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗାଁ ବୁଣାକାରବହୁଳ ଗାଁ ଅଟେ। ଏଠାରେ ୧୫୦୦ରୁ ଊର୍ଦ୍ଧ୍ୱ ବୁଣାକାର ବସବାସ କରୁଛନ୍ତି। ବିଭିନ୍ନ ସମସ୍ୟା ଭିତରେ ଗତି କରୁଥିବା ଉକ୍ତ ବୁଣାକାର ସମ୍ପ୍ରଦାୟ ରବିବାର ୮ମ ଜାତୀୟ…

୯୩ ବର୍ଷ ପରେ ହେବ ନୂତନ ବନ୍ଦୋବସ୍ତ

ଚଣ୍ଡିଖୋଲ, ୮ା୮ (ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲର ୯ଟି ରାଜସ୍ବ ମୌଜା ୧୯୨୯ ପରେ ବନ୍ଦୋବସ୍ତ କିମ୍ବା ଚକବନ୍ଦୀ ହୋଇପାରି ନ ଥିଲା। ଯେଉଁଥିପାଇଁ ଉକ୍ତ ମୌଜାର ୧୫ ହଜାର ଅଧିବାସୀ ନାହିଁ ନ ଥିବା ଦୁଃଖ ଭୋଗ କରୁଥିଲେ।…

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ, ୮ା୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାହାଙ୍କ ସୁରକ୍ଷାରେ କଟକରେ ୩୦ ଓ ଭୁବନେଶ୍ୱରରେ ୨୨…

ପୋଷ୍ଟରରେ ଶକ୍ତି ପ୍ରଦର୍ଶନ

କଟକ ଅଫିସ,୮ା୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସୋମବାର କଟକ ଗସ୍ତକୁ ନେଇ ଭାଜପା କର୍ମୀମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଦେବା ପାଇଁ ଦଳୀୟ ନେତୃବୃନ୍ଦ ଓ କର୍ମୀମାନେ ପ୍ରାଣପଣେ ଲାଗିପଡ଼ିଛନ୍ତି। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ…

ଭାସିଗଲା କାଠପୋଲ, ଯୋଗାଯୋଗ ବିଚ୍ଛିନ୍ନ

କୋଟଗଡ଼/କ.ନୂଆଗାଁ/ବାଲିଗୁଡ଼ା, ୮ା୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଭାସିଯାଇଛି କାଠପୋଲ। ଲହଡ଼ି ମାରୁଛି ଉଛୁଳା ଜଳ। ନାଳର ଏପାଖ ଲୋକ ସେପାଖକୁ ଯାଇପାରୁଛନ୍ତି ନା ସେପାଖ ଲୋକ ଏପାଖକୁ। ଏବେ ସେମାନଙ୍କ ପାଇଁ ଦୁଃଖ ଆଣିଦେଇଛି ଚିରସ୍ରୋତା କାଲିପେନୁ ନାଳ। ବହୁ ଶ୍ରମ ଦେଇ…

ହୀରାକୁଦ ଡ୍ୟାମ୍‌ରେ ବୁଡିଯାଇ ୨ ଅଧିକାରୀ ନିଖୋଜ, ଜଣେ ଉଦ୍ଧାର

ସମ୍ବଲପୁର,୭ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଛି। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ କର୍ମଚାରୀ ନିଖୋଜ ଅଛନ୍ତି। ସେମାନେ ହେଲେ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର(…

ଗାଁକୁ ମାଡ଼ି ଆସିଲା କେନାଲ ପାଣି

ଭବାନୀପାଟଣା,୭।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି । ଏନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନ୍ୟପକ୍ଷେ ଇନ୍ଦ୍ରାବତୀ ସବ୍‌ ମାଇନର କେନାଲରୁ ଜୟପାଟଣା ବ୍ଲକ ଜୋରଖଣ୍ଡି ପଡାକୁ ପାଣି ମାଡ଼ି ଆସି ରବିବାର ଲୋକଙ୍କ ଘରେ ପଶିଛି।…

ଦୁର୍ବୃତ୍ତଙ୍କ କେମିକାଲ ମାଡ଼ରେ ମହିଳା ଗୁରୁତର

ଭବାନୀପାଟଣା,୭।୮(ସ୍ବ.ପ୍ର.): କେତେକ ଦୁର୍ବୃତ୍ତଙ୍କ କେମିକାଲ ମାଡ଼ରେ ଜଣେ ମହିଳା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଧୀନ ପଣ୍ଡିଗାଁରେ। ଆହତ ମହିଳା ହେଉଛନ୍ତି ଯଶୋବନ୍ତି ନିଆଲ। ଜିଲାରେ ଦିନକୁ…

ଭଡ଼ାଟିଆ ମହିଳାଙ୍କୁ ମାଡ଼ମାରି ଗିରଫ ହେଲେ ଘର ମାଲିକ

ଗୋପାଳପୁର,୭ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ମଦନମୋହନପୁର ଗ୍ରାମରେ ଘର ଭଡ଼ା ନେଇ ରହୁଥିବା ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ରବିବାର ଘର ମାଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?