ଆମ ଜିଲା ଖବର

ବିପର୍ଯ୍ୟସ୍ତ ରାସ୍ତାକୁ ନେଇ ବଢୁଛି ଅସନ୍ତୋଷ

କେନ୍ଦୁଝର,୭ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଛେଳିଆନାଳ ଗ୍ରାମରୁ ସିରିକୁଆଁ ଗ୍ରାମ ପର୍ଯ୍ୟନ୍ତ ଦୀର୍ଘ ୩ କିଲୋମିଟର ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ…

କୋରାପୁଟରେ ରେକର୍ଡ ବର୍ଷା: କୋଲାବରେ ବଢୁଛି ଜଳସ୍ତର

କୋରାପୁଟ,୭।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କୋରାପୁଟ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାରେ ୪୮୬.୩ ମି.ମି. ବର୍ଷା ରେକର୍ଡ କରାଯାଇଛି। ହେଲେ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୭୬ ମି.ମି. ବର୍ଷା ହୋଇଥିବା ବେଳେ…

ରେଳଧାରଣାରୁ ମୃତଦେହ ଜବତ: ଟ୍ରେନରୁ ଖସି ପଡ଼ିଥିବା ସନ୍ଦେହ

ବ୍ରହ୍ମପୁର ଅଫିସ,୭।୮: ବ୍ରହ୍ମପୁର ରେଳବାଇ ପୋଲିସ ହଳଦିଆପଦର ଓଭରବ୍ରିଜ ଦେଇ ଯାଇଥିବା ରେଳଧାରଣାରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ହେଲେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଯୁବକଙ୍କ ବୟସ ୩୫ ମଧ୍ୟରେ ହେବ ବୋଲି ପୋଲିସ ଅନୁମାନ କରୁଛି।…

ପରୀକ୍ଷାମୂଳକ ଭାବେ ବାଇପାସ ରାସ୍ତାରେ ଗଡ଼ିଲା ଗାଡ଼ି

ଜମନକିରା,୭ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବାଇପାସ ରାସ୍ତାରେ ଗାଡ଼ି ଚଳାଚଳ ପାଇଁ ପରୀକ୍ଷାମୂଳକ ଭାବେ ଭାରିଯାନ ଛଡ଼ା ଯାଇଛି। ତେବେ ଆନୁଷ୍ଠାନିକ ଭାବେ ଆଗାମୀ ୭ ଦିନ ମଧ୍ୟରେ ଏହି ରାସ୍ତାରେ ସମସ୍ତ ଭାରିଯାନ ଛଡ଼ାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।…

ଆଲୋକରେ ଝଲସିବ କପିଳାସ ପାଦଦେଶ

ଢେଙ୍କାନାଳ ଅଫିସ,୭ା୮: ରାଜ୍ୟ ତଥା ତେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସ ବାରବାଙ୍କ ରାସ୍ତାରେ ରବିବାର ସ୍ଥାୟୀ ଆଲୋକୀକରଣ ବ୍ୟବସ୍ଥା ଉଦଘାଟିତ ହୋଇଛି । ମନ୍ଦିର ପଟରୁ କପିଳାସ ପାଦ ଦେଶ ପର୍ଯ୍ୟନ୍ତ ୫ କିଲୋମିଟର ବାରବାଙ୍କ ରାସ୍ତାର ୨…

କାମରେ ଲାଗୁନି ଶୌଚାଳୟ

ଲାଠୋର, ୭ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଳ ଷ୍ଟେଶନରେ ଥିବା ଶୌଚାଳୟ(ଟଏଲେଟ) ବ୍ୟବହାର ଉପଯୋଗୀ ହୋଇ ରହିନାହିଁ। ଏଥିଯୋଗୁଁ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଷ୍ଟେଶନ ପରିସରରେ ସର୍ବସାଧାରଣଙ୍କ ବ୍ୟବହାର ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ଼(ଏମସିଏଲ) ପ୍ରଦତ୍ତ ଗୋଟିଏ…

ବର୍ଷା ଅଭାବରୁ ଉଜୁଡ଼ିବ ଧାନଚାଷ

କୁଚିଣ୍ଡା,୭ା୮(ଡି.ଏନ.ଏ.): ଆଷାଢ଼ ଯାଇ ଶ୍ରାବଣ ମାସ ସରିବାକୁ ବସିଲାଣି। ହେଲେ ବର୍ଷାର ଦେଖା ନାହିଁ। ନିଅଣ୍ଟିଆ ବର୍ଷା ଯୋଗୁ ଚାଷକାମ ଠପ ହୋଇଯାଇଛି। ତଳି ସବୁ ପାଚି ଲାଲ ହୋଇଯାଇଥିବା ବେଳେ ବୁଣାଧାନ ମରିବା ସ୍ଥିତିରେ ପହଞ୍ଚିଛି। ଏ ହେଉଛି ସମ୍ବଲପୁର…

ମ୍ୟୁଜିକ୍‌ ଆରେଞ୍ଜର ଶୁଭାଶିଷ

କାମାକ୍ଷାନଗର, ୬।୮(ଡି.ଏନ୍‌.ଏ.): ‘ତୋର କୃଷ୍ଣଚୂଡ଼ା ରଙ୍ଗର ନାଲି ଓଢ଼ଣି’। ଓଲିଉଡ୍‌ର ଚିରସବୁଜ ଏହି ଗୀତ ଆଜି ବି ଯୁବପିଢ଼ିଙ୍କୁ ମତୁଆଲା କରେ। ଭର୍ସାଟାଇଲ ମ୍ୟୁଜିକ୍‌ କମ୍ପୋଜର ତଥା କଣ୍ଠଶିଳ୍ପୀ ଅଭିଜିତ୍‌ ମଜୁମଦାରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଏହି ଗୀତକୁ ସ୍ବରରେ ସଜାଇଥିଲେ ମେଲୋଡି…

ମରାମତି ପାଇଁ ୨ ସପ୍ତାହ

ଢେଙ୍କାନାଳ ଅଫିସ, ୭।୮: ମରଣଯନ୍ତା ପାଲଟିଥିବା ୫୫ନଂ. ଜାତୀୟ ରାଜପଥ କାମ ସରିବ କେବେ। କଟକ-ଢେଙ୍କାନାଳ-ଅନୁଗୋଳ-ସମ୍ବଲପୁର ଜିଲାବାସୀଙ୍କ ଜୀବନରେଖା ସାଜିଥିବା ଏହି ବ୍ୟସ୍ତବହୁଳ ସଡ଼କରେ କେବେ ହେବ ଯାତାୟାତ ସୁଗମ। ଜନ ଅସନ୍ତୋଷ ତୀବ୍ର ହେବା ପରେ ଜାତୀୟ ରାଜପଥ ପ୍ରାଧିକରଣ…

ଲବାରସିଂ ବିଦ୍ୟାଳୟ: ୧୦୦ ପିଲାଙ୍କୁ ୨ ଶିକ୍ଷକ

ଆର୍‌.ଉଦୟଗିରି,୭।୮(ଡି.ଏନ୍‌.ଏ.): ଗଜପତି ଜିଲାରେ ଶିକ୍ଷା ବିଭାଗ ଏକପ୍ରକାର ପଙ୍ଗୁ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ ୧୯୫୩ ମସିହାରେ ମୋହନା ବ୍ଲକ ଅନ୍ତର୍ଗତ ଲବାରସିଂ ଗ୍ରାମରେ ଏକ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା। ଏହାପରେ ୨୦୦୮ରେ ଏହି ବିଦ୍ୟାଳୟକୁ…

ବ୍ରହ୍ମପୁର ସହରରେ ରହିଛି ୭ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୬ା୮: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ-୧୬ ଏବେ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ ସହରରେ ଥିବା ୭ଟି ବ୍ଲାକ୍‌ସ୍ପଟରେ ପ୍ରତିଦିନ ଛୋଟବଡ ଦୁର୍ଘଟଣା ଦେଖିବାକୁ ମିଳୁଛି।…

ଫୁଟ୍‌ପାଥ୍‌ରେ ଶୈଶବ

ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର, ୬ା୮ ଖଣିଜସମ୍ପଦ ଭରା କେନ୍ଦୁଝର ଜିଲା ମୁଖ୍ୟାଳୟରେ ଦେଶର ଭବିଷ୍ୟତ କୁହାଯାଉଥିବା ଶିଶୁ ବଞ୍ଚିବା ପାଇଁ ସଂଘର୍ଷ କରୁଛନ୍ତି। ଦୁଇ ମୁଠା ଖାଇବା ପାଇଁ ମଇଳା ଆବର୍ଜନା, ଭଙ୍ଗା ଲୁହା, ଟିଣ, ଜରି ଆଦି ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?