ଆମ ଜିଲା ଖବର

ପାଣି ଉଠିବ, ନଦୀ ଶୁଖିବ

ଯାଜପୁର ଅଫିସ,୬ା୮: ରାଜ୍ୟର ସିଙ୍ଗଲ ଓ୍ବିଣ୍ଡୋ କ୍ଲିଏରାନ୍ସ ସିଷ୍ଟମ୍‌ (ଏସ୍‌ଡବ୍ଲ୍ୟୁସିଏସ୍‌) ମାଧ୍ୟମରେ ଶିଳ୍ପ ସଂସ୍ଥା ଦ୍ୱାରା ସ୍ଲରି ପାଇପ ଲାଇନ ଯୋଗେ ଖଣିଜ ପଦାର୍ଥ ପରିବହନ ପାଇଁ ୧୨ଟି ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଏହିସବୁ ପ୍ରକଳ୍ପରେ ୭,୮୮୬ ନିଯୁକ୍ତି ସୁଯୋଗ ସୃଷ୍ଟି…

ମାଟିରେ ଲୋଟିଲାଣି ସହରର ସୌନ୍ଦର୍ଯ୍ୟକରଣ

କଟକ ଅଫିସ,୬ା୮: ସିଲ୍‌ଭର ସିଟି କଟକ ସହର ରାଜ୍ୟର ପୁରୁଣା ତଥା ଐତିହାସିକ ସହର ଭାବେ ଜଣାଶୁଣା। ସହରରେ ଅନେକ ଐତିହ୍ୟ, ପୁରୁଣା ଗାଥା, ମହାନପୁରୁଷ ଜନ୍ମ ନେଇ କଟକର ନଁା ରଖିଥିବା ବେଳେ ସହରକୁ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରାଚୀନ କାଳରୁ…

ନାକେଦମ କଲେଣି ନିଶାଦିଆ ଲୁଟେରା

ଢେଙ୍କାନାଳ ଅଫିସ, ୬।୮: ପାଖକୁ ଆସି ଉପରେ ପଡ଼ି ବଢ଼ାଉଛନ୍ତି ଭାବ। ଖୁବ୍‌ କମ୍‌ ସମୟରେ ଜିତି ନେଉଛନ୍ତି ଭରସା। ସରଳତାର ସୁଯୋଗ ନେଇ କୌଶଳକ୍ରମେ ନିଶାମିଶା ଖାଦ୍ୟପଦାର୍ଥ ଦେଇଦେଉଛନ୍ତି। ଆଉ ଚେତାଶୂନ୍ୟ ହୋଇଗଲା ପରେ ଲୁଟି ନେଉଛନ୍ତି ସର୍ବସ୍ବ। ଏଭଳି…

ଏସ୍‌ସିବିରେ ପ୍ରଥମ ବ୍ଲାକ୍‌ ଫଙ୍ଗ୍ସ ପ୍ଲାଷ୍ଟିକ ସର୍ଜରି ସଫଳ

କଟକ ଅଫିସ, ୬ା୮: ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ପ୍ରଥମ ପୋଷ୍ଟ ବ୍ଲାକ ଫଙ୍ଗ୍ସ ପ୍ଲାଷ୍ଟିକ ସର୍ଜରି ସଫଳ ହୋଇଛି। ମାରାତ୍ମକ ବ୍ଲାକ୍‌ ଫଙ୍ଗ୍ସ ସଂକ୍ରମଣରେ ମାଢ଼ି ଓ ଦାନ୍ତ ହରାଇ ଏକପ୍ରକାର ଭିନ୍ନକ୍ଷମ ହୋଇପଡ଼ିଥିବା…

କ୍ରୀଡ଼ା ଶିକ୍ଷକଙ୍କ ୪. ୬୭ କୋଟି ଟଙ୍କାର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୬ା୮: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ଜୟନ୍ତୀପୁର ଦିବ୍ୟସିଂହ ବିଦ୍ୟାପୀଠର କୋଟିପତି କ୍ରୀଡା ଶିକ୍ଷକ(ପିଇଟି) ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର…

ପାରିବାରିକ କଳହରୁ ବାପାଙ୍କୁ ହତ୍ୟା: ପିତୃହନ୍ତା ପୁଅ ଗିରଫ, ଫିନାଇଲ ପିଇ ବୋହୂ ଗୁରୁତର

ଝାରସୁଗୁଡ଼ା ଅଫିସ,୫ା୮- ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ବାଞ୍ଜିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ବୃଦ୍ଧ ବାପାଙ୍କୁ ପୁଅ ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ କାର୍ତ୍ତିକ ଗିରି(୬୫)। କାର୍ତ୍ତିକଙ୍କ ସ୍ତ୍ରୀ…

ସ୍ମାର୍ଟ ସ୍କୁଲ ପରିଦର୍ଶନ କଲେ ବିଧାୟକ

କୋକସରା,୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ଜବାହର ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ସ୍କୁଲରେ ରୂପାନ୍ତରିତ ହୋଇଛି। ଶୁକ୍ରବାର ଧର୍ମଗଡ ବିଧାୟକ ମୌଷଧି ବାଗ ସ୍ମାର୍ଟ ସ୍କୁଲ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ସ୍ମାର୍ଟ ଶ୍ରେଣୀ ଗୃହରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସହ…

ସ୍କୁଲ ହଷ୍ଟେଲରୁ ୪୧ ଛାତ୍ରୀ କରୋନା ପଜିଟିଭ

ଚନ୍ଦ୍ରପୁର,୫ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ସ୍ଥିତ ସରକାରୀ ଏଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲରୁ ୪୧ ଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବୁଧବାର ୧୨ ଛାତ୍ରୀ ଏବଂ ଗୁରୁବାର ୨୯ ଛାତ୍ରୀଙ୍କ ଆଣ୍ଟିଜେନ୍‌ ରିପୋର୍ଟ ପଜିଟିଭ୍‌ ଆସିଛି।…

ନାଳରୁ ମିଳିଲା ଯୁବକଙ୍କ ମୃତଦେହ

ଆର.ଉଦୟଗିରି,୫ା୮(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ଆରସି ସାହି ନାଳରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ରାମଗିରି ଥାଟରାଜ୍‌ କଲୋନୀର ସୁଦାମ ରଇତ (୩୦)। ପ୍ରକାଶ ଯେ, ସୁଦାମ ଓ ତାଙ୍କ ସ୍ତ୍ରୀ କୌଣସି କାମରେ…

ଛାତ୍ରୀଙ୍କ ଫଟୋ ଭାଇରାଲ :ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୭: ସ୍ବତନ୍ତ୍ର ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଜଣେ ଛାତ୍ରୀଙ୍କ ଫଟୋ ଭାଇରାଲ ମାମଲାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଋଷିଆ…

ସରକାରୀ ଜମିରୁ କାଟିଥିଲେ ଗଛ, ଶୀଘ୍ର ହେବ ନିଲାମ

ଖଇରା,୫ା୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଖଇରା ରାଜସ୍ବ କ୍ଷେତ୍ର ଅଧୀନ ଆଳଦା ଗ୍ରାମର ସରକାରୀ ଜମିରେ ଥିବା ବଡ କୈମ ଓ ତାଳ ଗଛକୁ ଉକ୍ତ ଗ୍ରାମର ଲକ୍ଷ୍ମୀଧର ସାହୁ କାଟିଥିବା ନେଇ ଖଇରା ତହସିଲଦାରଙ୍କ ନକଟରେ ଅଭିଯୋଗ ହୋଇଥିଲା।…

ବର୍ଷା ଅଭାବରୁ ଉଜୁଡିବ ଧାନଚାଷ: ଚିନ୍ତାରେ ଚାଷୀ

କୁଚିଣ୍ଡା,୫ା୮(ଡି.ଏନ୍‌.ଏ.): ଆଷାଢ଼ ଯାଇ ଶ୍ରାବଣ ଶେଷ ହେବାକୁ ବସିଲାଣି। ହେଲେ ବର୍ଷାର ଦେଖା ନାହିଁ। ନିଅଣ୍ଟିଆ ବର୍ଷା ଯୋଗୁ ଚାଷକାମ ଠପ୍‌ ହୋଇଯାଇଛି। ତଳି ସବୁ ପାଚି ଲାଲ ହୋଇଯାଇଥିବା ବେଳେ ବୁଣାଧାନ ମରିବା ସ୍ଥିତିରେ ପହଞ୍ଚିଛି। ଏ ହେଉଛି ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?