ପୁଣି ଛିଣ୍ଡିଗଲା ଗାନ୍ଧୀଛକରେ ତ୍ରିରଙ୍ଗା, ଦେଖନ୍ତୁ ଭିଡିଓ..
ବରଗଡ,୧୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ ଦ୍ବିତୀୟଥର ପାଇଁ ପୁଣି ଛିଣ୍ଡିଯାଇଛି। ରବିବାରରୁ ତ୍ରିରଙ୍ଗା ଏଭଳି ଛିଣ୍ଡିଥିଲେ ସୁଦ୍ଧା ତାକୁ…
ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶ: ମୋନାଲିସା ଟପ୍ପର
ଖୋର୍ଦ୍ଧା,୧୩ା୫(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅଷ୍ଟାଦଶ ତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ଛାତ୍ରୀଛାତ୍ରମାନଙ୍କ ମୋଟ୍ ପାସ ହାର ଶତକଡ଼ା ୯୦.୦୬ ପ୍ରତିଶତ ରହିଛି। ଚଳିତ ବର୍ଷ…
ଉଚ୍ଛେଦ କରିବାକୁ ଆସିଥିଲେ ତହସିଲ କର୍ମଚାରୀ, ଦେହରେ ପେଟ୍ରୋଲ ଢାଳି ପ୍ରତିବାଦ କଲେ ବ୍ୟବସାୟୀ, ଆଉ ତା’ ପରେ…
ତିହିଡ଼ି,୧୩ା୫(ସଞ୍ଜିତ ବଳ): ଆମର ଯଦି ଦୋକାନ ଭାଙ୍ଗିବ ସମସ୍ତଙ୍କର ଭାଙ୍ଗ, ନ ହେଲେ ଫେରିଯାଅ। ଭଦ୍ରକ ଜିଲା ତିହିଡ଼ି ତହସିଲ ପୀରହାଟ ଥାନା ଅଧୀନ ଗଦି ବଜାରର ବ୍ୟବସାୟୀମାନେ ବୁଧବାର ପୂର୍ବାହ୍ନରେ ଉଚ୍ଛେଦ ସମୟରେ ଏହି ଦାବି କରିଛନ୍ତି। ଏପରିକି ଜଣେ…
ସ୍ବାସ୍ଥ୍ୟ ପାଇଁ ହିତକର ମାଣ୍ଡିଆ: ଲଘୁ ବନଜାତ ଦ୍ରବ୍ୟ ପ୍ରଚାରପ୍ରସାର ପାଇଁ ବଡ଼ ପଦକ୍ଷେପ ନେଲେ ବିଧାୟକ
ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହାତକୁ ନିଆଯାଇଛି। ଫଳରେ ବହୁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି। ଏଥିସହ ବନ ସୁରକ୍ଷା…
ନଳକୂପ,ସୌରଚାଳିତ ପ୍ରକଳ୍ପ ଅଚଳ: ଚୁଆପାଣି ଭରସାରେ ଗ୍ରାମବାସୀ
ନନ୍ଦପୁର/ପାଡୁଆ,୧୩ା୫(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଗ୍ରାମରେ ବସବାସ କରୁଥିବା ୪୮ ପରିବାର ପାଇଁ ଥିବା ୨ଟି ନଳକୂପ ମଧ୍ୟରୁ ଗୋଟିଏ ଅଚଳ ରହିଛି। ଅନ୍ୟଟିରୁ ଗୋଳିଆ ପାଣି ବାହାରୁଛି। ସୌରଚାଳିତ ପ୍ରକଳ୍ପ ଯାନ୍ତ୍ରିକ ତ୍ରୁଟିରେ ପଡ଼ି ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି। ଗ୍ରାମବାସୀ…
ଓଡ଼ଗାଁ ହତ୍ୟା: ସିନ୍ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…
ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର ସାହୁ(୩୮)ଙ୍କ ହତ୍ୟାର ସିନ ରିକ୍ରିଏଶନ କରୁଛି ପୋଲିସ। ହତ୍ୟାକାଣ୍ଡସ୍ଥଳ କଦଳୀବନ୍ଧ ଗାଁ ନିକଟସ୍ଥ…
ଖାଲି ବସ୍ତା ଯୋଗାଣରେ ବ୍ୟାପକ ଦୁର୍ନୀତି: ଅଭିଯୋଗ ଆଣିଲା ରାଜ୍ୟ ମିଲ ମାଲିକ ସଂଘ
କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେ ଥିବା ରାଇସ ମିଲ ଗୁଡିକୁ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ଯୋଗାଉଥିବା ନୂଆ ଖାଲି ବସ୍ତା ନିମ୍ନମାନର ବୋଲି ରାଜ୍ୟ ମିଲ ମାଲିକ ସଂଘ ଅଭିଯୋଗ କରିଥିବା ଜଣାପଡ଼ିଛି। ଖାଲିବସ୍ତା ପିଛା ଅତିରିକ୍ତ…
ଭିଣୋଇଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଗିରଫ ହେଲେ ଶଳା
ମହାକାଳପଡ଼ା, ୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରିନାସି ଗ୍ରାମର ମନୋରଞ୍ଜନ ଗିରିଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରିବା ଘଟଣାରେ ପୋଲିସ ତାଙ୍କ ଶାଳକ ନାରାୟଣ ମାନ୍ନାଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ…
ଠାକୁରାଣୀ ଯାତ୍ରାରେ ଅଘଟଣ:ବିଦ୍ୟୁତ ଆଘାତରେ ଚାଲିଗଲା ଜଣଙ୍କ ଜୀବନ
ଦିଗପହଣ୍ଡି,୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଉଦଯାପନୀ ଦିବସ ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଟାରେ ଘଟିଯାଇଛି ଅଘଟଣ। ଅସ୍ଥାୟୀ ଯାତ୍ରା ପୀଠ ନିକଟ ରାସ୍ତାକଡରେ…
ଛତିଶଗଡ଼ରୁ ଓଡିଶାକୁ ଧାନ ଚାଲାଣ: ୨ ଧାନ ବୋଝେଇ ଟ୍ରକ ଅଟକ ରଖିଲେ ଉପଜିଲାପାଳ
ପଦ୍ମପୁର,୧୩।୫(ପ୍ରଦୀପ୍ତ ଦାଶ):ବର୍ତ୍ତମାନ ପଦ୍ମପୁର ଉପଖଣ୍ଡରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେଲାଣି। ଏହାକୁ ଦୃଷ୍ଟିରେ ରଖି କିଛି ଅସାଧୁ ବ୍ୟବସାୟୀ ଛତିଶଗଡ଼ରୁ ପଦ୍ମପୁର ଅଞ୍ଚଳକୁ ଚୋର ଧାନ ଆଣୁଥିବା ଚର୍ଚ୍ଚା ଚାଲିଥିଲା। ମଙ୍ଗଳବାର ରାତିରେ ପଦ୍ମପୁର ଉପଜିଲାପାଳ ହେମସାଗର ଭୋଇ…
ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ। ନଚେତ୍ କୌଣସି ମନ୍ତ୍ରୀଙ୍କୁ ଜିଲାକୁ ପୂରାଇ ଦିଆଯିବ ନାହିଁ, ବରଂ ତାଙ୍କୁ କଂଗ୍ରେସ…
ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି
ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ ରହିଛି। ଏହାକୁ ପୁନଃ ଖୋଲିବା ଦାବିରେ ଗ୍ରାମବାସୀମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ…

