ଆମ ଜିଲା ଖବର

ବିଡିଓଙ୍କୁ ଘେରିଲେ ମହିଳା

ଲୋଇସିଂହା,୪ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ସହରକୁ ଗତ ୩ଦିନ ହେଲା ପାନୀୟ ଜଳଯୋଗାଣ ବନ୍ଦ ରହିଛି। ଲକ୍ଷାଧିକ ବିଦ୍ୟୁତ୍‌ ବିଲ୍‌ ବକେୟା ଥିବାରୁ ଏହା ପୂର୍ବରୁ ଗୋଟାଏ ମାସ ଧରି ମଧ୍ୟ ବନ୍ଦ ରହିଥିଲା। ଏହାର ପ୍ରତିବାଦରେ ବିଡିଓ ବିଜୟ କୁମାର…

ପାଇଖାନା ନିର୍ମାଣ ନାମରେ ହରିଲୁଟ୍‌

ଭାପୁର,୪ା ୮(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକରେ ଫେଲ ମାରିଛି କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା। ପାଇଖାନା ନିର୍ମାଣ ନାମରେ ହୋଇଛି ଲକ୍ଷାଧିକ ଟଙ୍କା ହରିଲୁଟ । ପାଇଖାନା ନ ଥାଇ ବାହ୍ୟ ମଳମୁକ୍ତ ଅଞ୍ଚଳ ବୋଲି ଘୋଷଣା କରାଯାଇ…

ଶିଶୁଙ୍କୁ ବଣ୍ଟନ ହେଉଥିବା ଛତୁଆରେ ବାଲି, ଗୁଣବତ୍ତାକୁ ନେଇ ଉଠିଲା ପ୍ରଶ୍ନ

ନୟାଗଡ଼ ଅଫିସ,୪।୮: ନୟାଗଡ଼ ଜିଲାର ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଣ ହେଉଥିବା ଛତୁଆର ଗୁଣବତ୍ତା ଉପରେ ପ୍ରଶ୍ନ ଉଠିଛି। ଏହାର ମାନ ଭଲ ନ ଥିଲେ ମଧ୍ୟ ଏହାକୁ ଛୋଟ ଛୋଟ ଶିଶୁ ଓ ଗର୍ଭବତୀଙ୍କୁ ଦିଆଯାଉଛି। ମାଙ୍କପଲ୍ଲୀ ଅଙ୍ଗନୱାଡି କେନ୍ଦ୍ର…

ସହଜପୁର ଉ.ପ୍ରା. ବିଦ୍ୟାଳୟରେ ୧୫ ମାସ ହେଲା ଶିକ୍ଷକ ନାହାନ୍ତି

ପିପିଲି, ୪ା୮(ସ୍ବ.ପ୍ର/ଡି.ଏନ୍‌.ଏ): ପିପିଲି ବ୍ଲକ ଅନ୍ତର୍ଗତ ସହଜପୁର ଗ୍ରାମସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ପଢାଇବା ପାଇଁ କୌଣସି ଶିକ୍ଷକ ନାହାନ୍ତି। ଫଳରେ ଗତ ୧୫ ମାସ ହେଲା ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି। ଶିକ୍ଷକ…

ସାର ଦରବୃଦ୍ଧି ପ୍ରତିବାଦରେ ଧାରଣା

ପାଟଣା,୪ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସମ୍ମୁଖରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସାରର ଦର ବୃଦ୍ଧି ପ୍ରତିବାଦରେ ଧାରଣା ଦିଆଯାଇଛି। ସାରର ଅହେତୁକ ଦର ବୃଦ୍ଧି ସହ ପାଟଣା ବ୍ଲକ ଅଞ୍ଚଳରେ ସାରର ଅଭାବୀ ବିକ୍ରିକୁ ପ୍ରତିବାଦ କରି…

ଅନ୍‌ଲାଇନରେ ମଗାଇଲେ ରେନିକୋଟ୍‌, ଆସିଲା ପଲିଥିନ

ନରସିଂହପୁର, ୪ା୮(ସ୍ବ.ପ୍ର.): ଅନ୍‌ଲାଇନରେ ବିଭିନ୍ନ ଘରକରଣାଠାରୁ ଆରମ୍ଭ କରି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଲୋକମାନେ ଘରେ ବସି ମଗାଉଛନ୍ତି। ହେଲେ କିଛି ଲୋକ ଠକାମିର ଶିକାର ହେଉଥିବା ଦେଖିବାକୁ ମିଳୁଛି। ଜଣେ ବ୍ୟକ୍ତି ଅନ୍‌ଲାଇନରେ ରେନିକୋଟ୍‌ ମଗାଇଥିବା ବେଳେ ପାର୍ସଲରୁ କିଛି…

୮୦ ପଇସାରେ ମିଳୁଛି ତ୍ରିରଙ୍ଗା

କଟକ ଅଫିସ, ୪।୮: ସ୍ବାଧୀନତା ଦିବସ ପାଳନ ପାଇଁ ସହରରେ ବିଭିନ୍ନ ଦୋକାନରେ ବିକ୍ରି ହେଉଛି ନାନାରକମର ସାମଗ୍ରୀ। ମୁଣ୍ଡରେ ମାରିବା ବ୍ୟାଣ୍ଡ ଠାରୁ ଆରମ୍ଭ କରି ତ୍ରିରଙ୍ଗା ଟି-ଶାର୍ଟ, ବ୍ୟାଜ୍‌, ଘର ସଜା ସାମଗ୍ରୀ, ତ୍ରିରଙ୍ଗା ମାଳ, ତ୍ରିରଙ୍ଗା ପଗଡି,…

ବନ୍ଧୁକ, ଭୁଜାଲି ଦେଖାଇ ବ୍ୟାଙ୍କ ମାଲିକଙ୍କଠାରୁ ଲୁଟିନେଲେ ୯ ଲକ୍ଷ ଟଙ୍କା

ଖଇରା,୪ା୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରା ବଜାରରେ ଥିବା ଏକ କିଓସ୍କୋ ବ୍ୟାଙ୍କ ମାଲିକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ୭ଜଣ ଯୁବକ ୯ଲକ୍ଷ ଟଙ୍କା ଲୁଟି ନେଇଥିବାର ଅଭିଯୋଗ ପାଇଛି ା ସିସି ଟିଭି ଫୁଟେଜରୁ ଜଣେ…

ଆଳିରେ ଖୁଲମ୍‌ଖୁଲା ଚାଲିଛି ଚୋରାମଦ କାରବାର

ଆଳି,୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ଖୁଲମ୍‌ଖୁଲା ଭାବେ ବଢ଼ିଚାଲିଛି। ଚୋରାମଦ ବେପାରୀମାନେ ଦିନରାତି ଏହି କାରବାରରେ ଲିପ୍ତ ରହୁଥିବା ବେଳେ ଅବକାରୀ ବିଭାଗ ନିଦାବିଷ୍ଣୁ ସାଜିଛି। ଗାଁ ଗହଳିରେ ଥିବା ପାନ ଦୋକାନଠାରୁ ଆରମ୍ଭ…

ପାରାଦୀପରେ ହ୍ରାସ ପାଉଛି ଭୂତଳ ଜଳ

ପାରାଦୀପ,୪ା୮ (ସ୍ବ.ପ୍ର.): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ଅନେକ ସ୍ଥାନରେ ପରିବେଶ ବିଗିଡିବାରେ ଲାଗିଛି। କେଉଁଠି ଅତିବୃଷ୍ଟି ତ କେଉଁଠି ଶୁଖିଲା ପଡିଛି। ଏମିତି ଅବସ୍ଥା ଏବେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖିବାକୁ ମିଳିଲାଣି। ସମୁଦ୍ର ସଂଲଗ୍ନ ଅଞ୍ଚଳରେ ଭୂତଳ…

ଭୁବନେଶ୍ୱରରେ ବାଇକ୍‌, ଏରସମାରୁ ଗଲା ଚାଲାଣ

ଜଗତ୍‌ସିଂହପୁର ଅଫିସ, ୪ା୮: ମୋଟର ଯାନ ଆଇନ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଉଛି। ଯେଉଁମାନେ ହେଲମେଟ୍‌ ପିନ୍ଧି ନ ଥିବେ, ଡ୍ରାଇଭିଂ ଲାଇସେନ୍ସ ନ ଥିବ, ଗାଡ଼ିର କାଗଜପତ୍ର ପାଖରେ ନ ଥିବ, ନାବାଳକ, ଆବଶ୍ୟକଠାରୁ ଅଧିକ ଯାତ୍ରା କରୁଥିବେ…

ବର୍ଷାକୁ ନାହିଁ ଭରସା, ହୋଇପାରୁନି ଚାଷକାର୍ଯ୍ୟ

ପଟ୍ଟାମୁଣ୍ଡାଇ,୪ା୮(ସ୍ବ.ପ୍ର.): କଥାରେ ଅଛି, ଆଷାଢ଼-ଶ୍ରାବଣ ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ। ହେଲେ ଆଷାଢ଼ ଯାଇ ଶ୍ରାବଣ ଶେଷ ହେବାକୁ ଯାଉଥିଲେ ମଧ୍ୟ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?