ଆମ ଜିଲା ଖବର

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ…

ତିନିମୁହାଣୀ ଶିଳ୍ପାଞ୍ଚଳରେ ଜବରଦଖଲକାରୀଙ୍କ ଭିଡ଼

କେନ୍ଦ୍ରାପଡ଼ା ଅଫିସ,୪ା୮: ରାଜ୍ୟ ସରକାରଙ୍କ ପକ୍ଷରୁ ୧୩ ପ୍ରକଳ୍ପରେ ୭୬୬ କୋଟି ଟଙ୍କା ପୁଞ୍ଜି ନିବେଶ କରି ୮୬୦୦ ଜଣଙ୍କୁ କର୍ମ ନିଯୁକ୍ତି ଦେବା ପାଇଁ ଜମି ଆବଣ୍ଟନ ସହ ଆନୁଷଙ୍ଗିକ କାର୍ଯ୍ୟକୁ ମଙ୍ଗଳବାର ତ୍ୱରାନ୍ବିତ କରଯାଇଛି । ସେହିପରି ଓଡ଼ିଶା…

ବିଜୁ ପକ୍କାଘର ନିର୍ମାଣ ପରେ ମିଳୁନି ଫାଇନାଲ ବିଲ୍‌

ଡେରାବିଶ, ୪ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ଅଢ଼ଙ୍ଗା ଗାଁର ଜଣେ ବ୍ୟକ୍ତି ବାସଗୃହ ଯୋଜନାରେ ମିଳିଥିବା ଗୃହଟି ୫ବର୍ଷ ତଳେ ସମ୍ପୂର୍ଣ୍ଣ କରିଥିଲେ। ହେଲେ ନିର୍ମାଣ କରିଥିବା ଗୃହର ଫାଇନାଲ ବିଲ୍‌ ପାଇବାକୁ ପଞ୍ଚାୟତ ସରପଞ୍ଚଙ୍କଠାରୁ ଆରମ୍ଭ…

ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା: ୬ ଅଟକ

ଟିକିରି,୪ା୮(ଡି.ଏନ୍‌.ଏ.): ଗୁଣିଗାରେଡ଼ି ସନ୍ଦେହରେ ଯୁବକଙ୍କୁ ହତ୍ୟା କରିଛନ୍ତି ଗ୍ରାମବାସୀ। ଏହି ଅଭିଯୋଗରେ ୬ ଜଣଙ୍କୁ ଟିକିରି ଥାନାରେ ଅଟକ ରଖାଯାଇଛି। ଏପରି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡୁଦୁକାବାହାଲ ପଞ୍ଚାୟତ ଟିଟିଗୁଡ଼ାରେ। ସୂଚନାନୁସାରେ ଦଇ ମାଝି ସ୍ତ୍ରୀ…

ଆମକୁ ଗୁଣ୍ଠେ ଜମି ମିଳୁନିି, ଶିଳ୍ପ ସଂସ୍ଥାକୁ ୮୦ ଏକର

ଚଣ୍ଡିଖୋଲ,୪ା୮(ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ କଳକଳାରାସ୍ତାର ବୈରୀଠାରେ ନିର୍ମାଣ ହେବାକୁ ଯାଉଛି ଏକ ସିମେଣ୍ଟ କାରଖାନା। ଏହି କାରଖାନା ପାଇଁ ସରକାରଙ୍କ ପକ୍ଷରୁ ୮୦ ଏକର ଜମି ଯୋଗାଇ ଦିଆଯିବ। ଏନେଇ ଆସନ୍ତା ୫ ତାରିଖରେ ଜନଶୁଣାଣି ଅନୁଷ୍ଠିତ ହେବ…

ମରାମତିକୁ ସପ୍ତାହେ ପୂରିନି, ବ୍ରାହ୍ମଣୀ ପୋଲରେ ଫାଟ

ରସୁଲପୁର,୪ା୮(ଡି.ଏନ.ଏ.): ରସୁଲପୁର ବ୍ଲକ ସୀମା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ପୁରଣା ପୋଲରେ ବଡ଼ ଫାଟ ସୃଷ୍ଟି ହୋଇଛି। ୧୬ନଂ. ଜାତୀୟ ରଜାପଥ ସମ୍ପ୍ରସାରଣ ଓ ମରାମତି ଦାୟିତ୍ୱରେ ଥିବା ଠିକା ସଂସ୍ଥା ଏହି ପୋଲକୁ ସପ୍ତାହକ ତଳେ ମରାମତି କରିଥିଲା।…

ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଭଉଣୀ-ଭାଇ

ପାରଳାଖେମୁଣ୍ଡି,୪ା୮(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଘୋରୋଣି ପଞ୍ଚାୟତ ଅନ୍ତର୍ଗତ ଏସ୍‌.ରତନସିଂ ଗାଁରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଖେଳିବାକୁ ଯାଇ ରମେଶ ଶବରଙ୍କ ୪ ବର୍ଷର ଝିଅ ଜସ୍ମିତା ଏବଂ ଭାଇ ବିଜୟ ଶବରଙ୍କ ପୁଅ ଦିବ୍ୟଜ୍ୟୋତିଙ୍କର…

କଳିଙ୍ଗନଗର ଶିଳ୍ପାଞ୍ଚଳ: ୫ଶହ ଏକର ଜମିର ଧାନ ଫସଲ ଉଜୁଡ଼ିଲା

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଦାନଗଦି ବ୍ଲକ ମାନତିରା, ରାବଣା, ଅରାସାହି, ମଙ୍ଗଳପୁର, ଦଶମାଣିଆ, କେନ୍ଦୁଢିପି ଆଦି ଗ୍ରାମର ୫୦୦ ଏକରରୁ ଊର୍ଦ୍ଧ୍ୱ ଜମିରେ ଧାନ ଗଛ ନଷ୍ଟ ହୋଇଛି। କେବଳ ଧାନ ଗଛ ନୁହେଁ ସମ୍ପୃକ୍ତ…

ବାପା କୋଳରେ ଆଖିବୁଜିଲା ପୁଅ

ଢେଙ୍କାନାଳ ଅଫିସ, ୪।୮: ଶିଶୁ ବିଶେଷଜ୍ଞ ନ ଥିବା କହି ଡାକ୍ତରଖାନାରେ ଆଡ୍‌ମିଶନ କରିବାକୁ ମନା କରିଦେଲେ ଡାକ୍ତର। କୌଣସି ଏକ ଘରୋଇ କ୍ଲିନିକ୍‌ରେ ପିଲାକୁ ଦେଖାଇ ଆଣିବା ପରେ ଚିକିତ୍ସା କରିବେ ବୋଲି ରୋକ୍‌ଠୋକ୍‌ ଶୁଣାଇଦେଲେ। ମାସକର ରୋଗଣା ପୁଅ…

ଧ୍ୟାନ ଦେଲାନି ପ୍ରଶାସନ, କେନାଲ ସଜାଡ଼ିଲେ ଚାଷୀ

ବୁଗୁଡ଼ା,୪ା୮(ଡି.ଏନ୍‌.ଏ.): ବୁଗୁଡ଼ା ବ୍ଲକ ଗୋଳାବନ୍ଧ ପଞ୍ଚାୟତ ଅନ୍ତର୍ଗତ ଚିଲିଖମା ଗ୍ରାମରେ କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଜାଉପାଣିଆ ଘାଇ ଦ୍ୱାରା ଚିଲିଖମା ଓ ଗୋଳାବନ୍ଧ ଗ୍ରାମର ଚାଷୀ ଉପକୃତ ହେଉଥିଲେ। ତେବେ ଏହି ଘାଇ ପାଣିକୁ ନେଇ ଗତବର୍ଷ ଉଭୟ…

‘ପାରଳାର ଲଲାମ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ’ ପୁସ୍ତକକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି, ୪ା୮ (ଡି.ଏନ୍‌.ଏ): ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ୧୮୫୭ର ସିପାହୀ ବିଦ୍ରୋହ ନା ୧୮୧୭ର ପାଇକ ବିଦ୍ରୋହ, ସେ ସମ୍ପର୍କରେ ଚର୍ଚ୍ଚା ଚାଲିଥିବା ବେଳେ ବିଶିଷ୍ଟ ଐତିହାସିକ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଦ୍ୱାରା ଲିଖିତ ‘ପାରଳାର ଲଲାମ ଭାରତର…

ସ୍ବାଧୀନତା ଦିବସରେ ହେବନି ପରେଡ୍‌

ଭଦ୍ରକ ଅଫିସ, ୪।୮: ସ୍ବାଧୀନତା ଦିବସ ଜିଲାସ୍ତରରେ ପାଳନ ପାଇଁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସ୍ବରାଷ୍ଟ୍ର ବିଭାଗ ଦ୍ୱାରା ଜାରି କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?