ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ୨ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ,୮।୯: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ୨ କନିଷ୍ଠ କିରାଣି। ସେମାନେ ହେଲେ ସୁଶୀଲ ପଟ୍ଟନାୟକ ଏବଂ ପ୍ରଦୀପ ମହାନ୍ତି। ଏରିଅର ପାଇଁ ଅବସରପ୍ରାପ୍ତ ପିଅନଙ୍କଠାରୁ ସେମାନେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଗଞ୍ଜାମ ଜିଲା ଶିକ୍ଷାଧିକାରୀ(ଡ଼ିଇଓ)ଙ୍କ…

ଗ୍ୟାରେଜରୁ ନେଇଗଲେ ଟ୍ରକ୍‌

ଭଦ୍ରକ ଅଫିସ, ୮।୯: ଭଦ୍ରକ ପୌରପାଳିକା ଅଧୀନ କୁଅଁାସ ଗ୍ରାମର ଶୁଭଙ୍କର ମହାପାତ୍ରଙ୍କର ଏକ ୧୨ ଚକିଆ ଟ୍ରକ୍‌ ଗ୍ୟାରେଜରୁ ଚୋରି ହୋଇଥିବା ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ବାସୁଦେବପୁର ଥାନା ଅଧୀନ ପଦ୍ମପୁରର…

ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି

ବ୍ରହ୍ମପୁର ଅଫିସ,୮ା୯: ବ୍ରହ୍ମପୁରରେ କିଛିଦିନ ହେଲା ଲୁଟେରା ସକ୍ରିୟ ହୋଇଛନ୍ତି। ବିଶେଷ କରି ଟାଉନ ଥାନା ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଚୋରି ଘଟଣା ଘଟୁଛି। ଗୁରୁବାର ମଧ୍ୟାହ୍ନରେ ୨ ମୁଖାଧାରୀ ଦୁର୍ବୃତ୍ତ ବ୍ରହ୍ମପୁର ଏସଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରହୁଥିବା ଜୋତା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ,୨ଗୁରୁତର

ନୂଆପଡା ଅଫିସ,୮।୯: ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।…

କୁକୁଡ଼ା ଚାଷୀଙ୍କୁ ଅଣଦେଖା, ତେଜୁଛି ଅସନ୍ତୋଷ

ଭଣ୍ଡାରିପୋଖରୀ,୮।୯(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ବିଷ୍ଣୁପୁର ପଞ୍ଚାୟତ ଆଦମପୁର ଗ୍ରାମ୍ୟ ଜଙ୍ଗଲଠାରେ ବିଭିନ୍ନ ଦାବି ନେଇ ଜିଲା କୁକୁଡ଼ା ଚାଷୀ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ସଭାପତି ନୀଳମଣି ଶୁକ୍ଳାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ…

ପାର୍ବଣ ପୂର୍ବରୁ ତତ୍ପର ସିଏମ୍‌ସି: ମିଠା ଦୋକାନ ସିଲ୍‌

କଟକ ଅଫିସ,୮।୯: ଆଶ୍ୱିନରେ ମା’ଙ୍କ ଆଗମନକୁ ନେଇ ପୁଣି ଚଳଚଞ୍ଚଳ ହୋଇ ଉଠିଛି କଟକ ସହର । ତେବେ ପାର୍ବଣ ପୂର୍ବରୁ ସଜାଗ ହୋଇ ଉଠିଛି ସିଏମସି । ଗୁରୁବାର ସିଏମସି ସ୍ବାସ୍ଥ୍ୟ ବିଭାଗ ଓ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ…

ଚା’ ପିଇଲା ବେଳେ ଚାଲିଗଲା ଜୀବନ

ନିରାକାରପୁର,୮।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନୂଆଗଡ଼ ପଚାୟତ ହରିପୁର ଗ୍ରାମରେ ଗୁରୁବାର ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଉକ୍ତ ମହିଳା ଜଣଙ୍କ ହେଲେ ସରଜୁ ମାଝି(୬୫)। ଘରେ ବସି ଚା’ ପିଉଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ।…

ଏମ୍‌କେସିଜିରୁ ପୁଣି ଖସିଲା ଶିଲିଂ

ବ୍ରହ୍ମପୁର ଅଫିସ,୮ା୯: ବ୍ରହ୍ମପୁର ଏମ୍‌କେସିଜିରେ ଗୁରୁବାର ପୁଣି ଅଘଟଣ ଘଟିଛି। ସୁପର ସ୍ପେଶାଲିଷ୍ଟ ବ୍ଲକର ପଞ୍ଚମ ମହଲାର ଶିଲିଂ ଖସିପଡ଼ିଥିବା ଦେଖିବାକୁ ମିଳିଛି। ପୂର୍ବରୁ ଏହି ୟୁରୋଲୋଜି ଓ୍ବାର୍ଡରେ ନିଆଁ ଲାଗିଯାଇଥିଲା। ଏବେ ପୁଣି ଥରେ ଶିଲିଂ ଖସିବାରୁ ଲୋକେ ଭୟଭୀତ…

ଦୁରାରୋଗ୍ୟ ବ୍ୟାଧି ସନ୍ଦେହକରି ମହିଳାଙ୍କୁ ଛାଡ଼ି ସ୍ବାମୀ, ପୁଅ ଫେରାର

ଅମରପାଲି,୮ା୯(ଡି.ଏନ.ଏ.): ଦୁରାରୋଗ୍ୟ ବ୍ୟାଧି ହୋଇଥିବା ସନ୍ଦେହ କରି ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମେତ ପୁଅ ବୋହୁ ଗୁରୁତର ଅବସ୍ଥାରେ ଘରେ ଛାଡି ଫେରାର ହୋଇ ଯାଇଛନ୍ତି। ସେ ରହୁଥିବା ପଡାବାସୀ ମଧ୍ୟ ତାଙ୍କୁ ସାମାଜିକ ବାସନ୍ଦ କରିଛନ୍ତି । ଏହି…

କାଠଚୁଲି ଭରସାରେ ୮୨ ବିଦ୍ୟାଳୟ

ସୋନପୁର,୮।୯(ନି.ପ୍ର.): ଛାତ୍ରୀଛାତ୍ରଙ୍କୁ ପାଠପଢା ପ୍ରତି ଆକୃଷ୍ଟ କରିବା ସହିତ ସ୍କୁଲରେ ଉପସ୍ଥାପନ ବୃଦ୍ଧି ପାଇବା ଉଦ୍ଦେଶ୍ୟରେ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଚାଲିଥିବା ଏହି ଯୋଜନାରେ ଛାତ୍ରୀଛାତ୍ରଙ୍କୁ ଗରମ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ତେବେ…

ନାସା ଯିବେ କଳାହାଣ୍ଡି ପୁଅ ହ୍ରିଙ୍କାର ମିଶ୍ର

ଭବାନୀପାଟଣା,୮।୯(ସ୍ବ.ପ୍ର.): ଓଡ଼ିଆ ପୁଅଙ୍କ ସଫଳତା। ନାସାରେ ରକେଟ ଲଞ୍ଚ କାର୍ଯ୍ୟକ୍ରମରେ କାମ କରିବାର ସୁଯୋଗ ପାଇବେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଜଣେ ମେଧାବୀ ଛାତ୍ର ହ୍ରିଙ୍କାର ମିଶ୍ର। ତୁଳସୀ ଦୁଇପତ୍ରରୁ ବାସିବା ଭଳି ଛାତ୍ର ଜଣଙ୍କ ପ୍ରତିଭା ପିଲାଟି ବେଳୁ…

ଶ୍ରମ କାର୍ଯ୍ୟାଳୟରେ ଅଚଳାବସ୍ଥା

ନୟାଗଡ଼ ଅଫିସ,୮।୯: ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟରେ ଅଚଳାବସ୍ଥା ଲାଗି ରହିଛି। ମୃତ୍ୟୁକାଳୀନ ସହାୟତା ୫ ବର୍ଷ ହେଲା ଓ ବିବାହ ସହାୟତା ୭ ବର୍ଷ ହେଲା ମିଳୁନି। ପୁଣି ଶିକ୍ଷା ସହାୟତା ୬ ବର୍ଷ ହେଲା ବନ୍ଦ ରହଛି। ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?