ଶ୍ରୀମନ୍ଦିର ପାଇଁ ୨୪୮ କୋଟି ଟଙ୍କାର ବଜେଟ ଅନୁମୋଦନ
ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷିତ ଅଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ମିଳିତ ଭାବରେ ଆଗେଇ ନେବା ଉଚିତ୍।…
ମେଡ଼ିକାଲ ଛାତ୍ର ମୃତ୍ୟର ତଦନ୍ତ ନେଇ ଡିନ୍ଙ୍କୁ ଭେଟିଲେ ବୁଦ୍ଧିଜୀବୀ
ବଲାଙ୍ଗୀର ଅଫିସ,୨୫।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରଥମ ବର୍ଷ ଛାତ୍ର ନିଶାନ୍ତ କୁମାରଙ୍କ ମୃତ୍ୟୁ ର଼୍ୟାଗିଂଜନିତ ବୋଲି ଅଭିଯୋଗ ହେବା ପରେ ବଲାଙ୍ଗୀର ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ସୋମବାର ଏକ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ବୀଣାପାଣିଙ୍କ ଶେଷକୃତ୍ୟ ସମ୍ପନ୍ନ
କଟକ ଅଫିସ,୨୫।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ସୋମବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ,…
ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୨୫।୪: ପୁରୀରେ ପଞ୍ଚମ ପର୍ଯ୍ୟାୟ ରଥକାଠ ସୋମବାର ପହଞ୍ଚିଛି। ଦୁଇଟି ଟ୍ରକରେ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୨୮ ଖଣ୍ଡ ରଥକାଠ ପୁରୀରେ ପହଞ୍ଚିଥିବା ବେଳେ ପର୍ଯ୍ୟାୟ କ୍ରମେ ରଥକାଠ…
ସରକାରୀ ଡାକ୍ତରଖାନାରେ ମିଳୁନି ବୁଷ୍ଟର ଡୋଜ
ଜି.ଉଦୟଗିରି,୨୫ା୪(ଡି.ଏନ୍.ଏ.): ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ କନ୍ଧମାଳ ଜିଲାରେ ୬୦ ବର୍ଷରୁ କମ୍ ଲୋକଙ୍କୁ ବୁଷ୍ଟର ଡୋଜ ଦିଆ ଯାଉନାହିଁ। ଫଳରେ ଶହ ଶହ ଲୋକ ପ୍ରତ୍ୟେକ ଦିନ ହସ୍ପିଟାଲ ଯାଇ ନିରାଶ ହୋଇ ଫେରୁଛନ୍ତି। ୬୦ ବର୍ଷରୁ କମ୍…
‘ରୋଷେୟା ମୃତ୍ୟୁର ତଦନ୍ତକୁ ଡରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ’
ଝାରସୁଗୁଡ଼ା ଅଫିସ୍,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ପର୍ଦ୍ଦାଫାଶ କରିବା ପାଇଁ ଜିଲା ଭାଜପା ପ୍ରଥମରୁ ଦାବି କରିଆସୁଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସହଯୋଗ ନ କରି ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନକୁ ଧରି…
ଖରା ସାଙ୍ଗକୁ ବଢୁଛି ଅଘୋଷିତ ବିଦ୍ୟୁତ୍କାଟ, ଲୋକେ ଅତିଷ୍ଠ
ଉମରକୋଟ, ୨୫।୪(ସ୍ବ.ପ୍ର.): ବଢ଼ିଲାଣି ତାତି। ନବରଙ୍ଗପୁର ଜିଲା ଉମରକୋଟରେ ଏବେ ତାପମାତ୍ରା ୩୫ରୁ ୪୨ ଡିଗ୍ରୀ ରହୁଛି। ଏହା ମଧ୍ୟରେ ବୋଝ ଉପରେ ନଳିତା ବିଡା ଭଳି କାର୍ଯ୍ୟ କରୁଛି ବିଦ୍ୟୁତ୍ ବିଭାଗ। ଅଘୋଷିତ ବିଦ୍ୟୁତ୍ କାଟ ଯୋଗୁ ଲୋକେ ଅତିଷ୍ଠ ହୋଇଗଲେଣି।…
ଭାବି ସ୍ବାମୀଙ୍କ ମୃତ୍ୟୁ ସହି ନ ପାରି ଆତ୍ମହତ୍ୟା କଲେ ଯୁବତୀ
ଛତ୍ରପୁର,୨୫ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି ମାମଲା ସୋମବାର ଭିନ୍ନମୋଡ଼ ନେଇଛି। ଉକ୍ତ ବ୍ୟବସାୟୀଙ୍କ ସହ ବିବାହ କରିବାକୁ ଥିବା ଯୁବତୀ…
ପ୍ରଧାନ ଶିକ୍ଷକଙ୍କ ଭରସାରେ ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟ
ଚନ୍ଦ୍ରପୁର,୨୫।୪(ଡି.ଏନ୍.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ମଙ୍ଗଳ ବିଭାଗ ସେବାଶ୍ରମ ବିଦ୍ୟାଳୟ ପରିସରରେ ନବ ନିର୍ମିତ ବହୁଭାଷୀ ଶିକ୍ଷଣ ପ୍ରକୋଷ୍ଠ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଜିଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ।…
ଚାବି ପଏଣ୍ଟ ଉପରେ ପ୍ଲେଟ ଦେବାକୁ ଦାବି
ରାଇଘର,୨୫।୪(ଡି.ଏନ୍.ଏ.)-ନବରଙ୍ଗପୁର ଜିଲା ରାଇଘର ବ୍ଲକ ସଦର ମହକୁମାରେ ପାନୀୟ ଜଳ ଯୋଗାଣ ତରଫରୁ ସପ୍ଲାଇ କରାଯାଉଥିବା ପାଣି ଚାବି ପଏଣ୍ଟ ଉପରେ ପ୍ଲେଟ ଦେବାକୁ ଦାବି ହୋଇଛି। ପାଇପ୍ ଲାଇନ କନେକ୍ସନ କରାଯାଇ ପାଣି ଦିଆଯାଉଛି। କୋଦଭାଟା ରାସ୍ତା ପାର୍ଶ୍ୱରେ ଗୋଟାଏ…
ଆଦିବାସୀଙ୍କୁ ତାଳସଜ ଦେଉଛି ରୋଜଗାର
ମାଲକାନଗିରି,୨୫।୪ (ଡି.ଏନ.ଏ.): ଖରାଦିନେ ଥଣ୍ଡା ପାନୀୟର ରହିଛି ଅନେକ ଚାହିଦା। ପ୍ରଚଣ୍ଡ ଗ୍ରୀଷ୍ମତାପରୁ ଟିକେ ଆଶ୍ୱସ୍ଥ ପାଇବା ଲାଗି ଲୋକେ ପଇଡ, ବିଭିନ୍ନ କମ୍ପାନୀର ଥଣ୍ଡା ପାନୀୟକୁ ଆଦରି ନେଇଥାନ୍ତି। ମାତ୍ର ଖରାଦିନେ ମିଳୁଥିବା ତାଳସଜ ଗ୍ରୀଷ୍ମତାପରୁ ଶରୀରକୁ ଆଶ୍ୱସ୍ଥି ଦେଇ କିଛି…
୨୧ ଗିରଫ, ୭ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର
ଦାମନଯୋଡି,୨୫।୪(ଡିଏନ ଏ): ନାଲକୋ ବିସ୍ଥାପିତ କଲୋନୀ ଝଡିଗୁଡ଼ା ସାହିରେ ଗୁରୁବାର ଘଟିଥିବା ଡବଲ ମର୍ଡର ଘଟଣାରେ ୨ଦିନ ଧରି ଅଟକ ଥିବା ୨୮ ଜଣଙ୍କ ମଧ୍ୟରୁ ରବିବାର ପୋଲିସ ୨୧ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ ୭…
Archives


