ଆମ ଜିଲା ଖବର

ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି

ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ ରହିଛି। ଏହାକୁ ପୁନଃ ଖୋଲିବା ଦାବିରେ ଗ୍ରାମବାସୀମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ…

ପାଡୁଆ ରାଜୀବଗାନ୍ଧୀ ସେବାକେନ୍ଦ୍ର, ୫ ଦୋକାନ ଗୃହ ଭାଙ୍ଗିବା ଘଟଣା ପଡ଼ିରହିଛି ଲକ୍ଷାଧିକ ଟଙ୍କାର ଲୁହା ସାମଗ୍ରୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଓ ୫ ଦୋକାନ ଗୃହ ବେସରକାରୀ ଜମିରେ ସରକାରୀ ଅର୍ଥରେ ନିର୍ମାଣ ହୋଇଥିଲା। ଉକ୍ତ ୨ ପ୍ରକଳ୍ପ ଜମି ମାଲିକ ଭାଙ୍ଗି ନିଜ ଅକ୍ତିଆରକୁ…

କୋରାପୁଟ ବସ୍‌ଷ୍ଟାଣ୍ଡ ପାଲଟିଛି ଅସାମାଜିକ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

କୋରାପୁଟ,୧୩।୫(ଅମିତାଭ ବେହେରା)-କୋରାପୁଟ ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାରୁ ଯାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବସ୍‌ଷ୍ଟାଣ୍ଡରେ ଅସାମାଜିକ ତତ୍ତ୍ୱ ଓ ପକେଟ୍‌ମାରଙ୍କ ପ୍ରାର୍ଦୁଭାବ ବଢ଼ିଥିବା ଅଭିଯୋଗ ହେଉଛି। ଦୈନିକ ଜିଲା ଓ ବାହାରୁ ହଜାର ହଜାର ଯାତ୍ରୀ ଆସୁଥିବା…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ ଭାବେ ଜଣେ ପୀଡ଼ିତାଙ୍କ ବୟାନ ନିଆଯାଇଥିବାବେଳେ ଅନ୍ୟଜଣେ ପୀଡ଼ିତାଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଏପର୍ଯ୍ୟନ୍ତ…

୫ ପ୍ରକଳ୍ପ ଉଦ୍‌ଘାଟନକଲେ ବିଧାୟକ ରାମଚନ୍ଦ୍ର କାଡାମ

ନନ୍ଦପୁର,୧୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗସ୍ତରେ ଆସି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ୫ ପ୍ରକଳ୍ପର ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ୮ ଲକ୍ଷ ଟଙ୍କା ବେୟରେ ନିର୍ମିତ ବ୍ଲକ ସଦର ମହକୁମାସ୍ଥିତ ସର୍ବେଶ୍ୱର ମନ୍ଦିର ଭୋଗମଣ୍ଡପ, ଥୁବା…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ । ସେଥିମଧ୍ୟରୁ ୧୧ଟି ମୁଖ୍ୟ ବଜାର ପ୍ରାଙ୍ଗଣ ଓ ୨୫ଟି ସମବାୟ ସମିତିରେ ଧାନ…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ ଥାନା ଅନ୍ତର୍ଗତ ଲାଲାପଶି ଗ୍ରାମର ଚନ୍ଦ୍ରମଣି ନାଏକଙ୍କ ପତ୍ନୀ ଭାରତୀ ନାଏକ (୪୭)।…

ମାମୁଘରକୁ ବୁଲି ଆସିଥିଲେ,ହାତୀର ଜଳକ୍ରୀଡ଼ା ଦେଖିବା ହେଲା କାଳ; ପାଣିରେ ଖସିପଡ଼ି ୬ ବର୍ଷର ନାବାଳକଙ୍କ ମୃତ୍ୟୁ

ଦେବଗଡ଼,୧୨|୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନାଚଂଳର ଦନ୍ତାରିବାହାଳ ଗ୍ରାମର ମତୁଆଳି ନାଳ‌ରେ ପାଣିରେ ବୁଡି ମଙ୍ଗଳବାର ଜଣେ ନାବାଳାକର ମୃତ୍ୟୁ ଘଟିଛି। ମୃତକ ନାବାଳକ ହେଲେ ବେତ୍ରା ବେହେରାଙ୍କ ପୁଅ ଆଦିତ୍ୟ(୬)। ନାବାଳକର ଘର ସମ୍ବଲପୁର ଜିଲାର ରେଢାଖୋଲ ଅଂଚଳରେ ବୋଲି…

ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କୁ ଆବେଦନ କରିଥିବା ଚାଷୀଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ନ୍ୟାୟ ପାଇଁ…

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ତାଲମେଣ୍ଡା ଗ୍ରାମର ଚାଷୀ ରୋହିତ ଭୋଇ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ନ ପାରି ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଏହି ଘଟଣାର…

ଆଙ୍କୋରଡା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଉଦ୍‌ଯାପିତ; ପୂଜାର୍ଚ୍ଚନା କଲେ MP ପ୍ରଦୀପ ପାଣିଗ୍ରାହୀ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଆଙ୍କୋରଡା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ମଙ୍ଗଳବାର ବିଳମ୍ବିତ ରାତିରେ ଉଦଯାପିତ ହୋଇଯାଇଛି। ଅପରାହ୍ନରେ ବ୍ରହ୍ମପୁର ଏମ.ପି ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ, ପୂର୍ବତନ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: କ୍ରୀଡ଼ା ଶିକ୍ଷକ ନିଲମ୍ବିତ,ବିଇଓ- ଡିଇଓଙ୍କ ବିରୋଧରେ…

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରପାଲି ବ୍ଲକ ସତଲମା ହାଇସ୍କୁଲର ଶାରୀରିକ…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା ୧୯ ତାରିଖରେ ସିଂହବାହିନୀ ଯାତ୍ରା ହେବ। ତେଣୁ ଯାତ୍ରାରେ ଦିନକୁ ଦିନ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?