ଆମ ଜିଲା ଖବର

ସାଇ ମନ୍ଦିରରୁ ରୁପା ଅଳଙ୍କାର ଚୋରି

ପାରଳାଖେମୁଣ୍ଡି,୨।୮(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରେଖେଣ ସାହିସ୍ଥିତ ଶିରିଡ଼ି ସାଇ ମନ୍ଦିରରୁ ସୋମବାର ବିଳମ୍ବିତ ରାତିିରେ ଚୋରି ହୋଇଥିବା ଜଣାପଡିଛି। କେତେକ ଦୁର୍ବୃତ୍ତ ମନ୍ଦିର ଗ୍ରିଲ ତାଲା ଭାଙ୍ଗି ଭିତରେ ପଶି ସାଇବାବାଙ୍କ ରୁପା ମୁକୁଟ ଓ…

ରୋଗୀଙ୍କଠାରୁ ନେଉଥିଲେ ଲାଞ୍ଚ,ଧରିଲା ପୋଲିସ

କଟକ ଅଫିସ,୨।୮: ଏସ୍‌ସିବି ମେଡିକାଲରେ ରୋଗୀଙ୍କଠାରୁ ଲାଞ୍ଚ ନେଇ ୨ ଜଣ ଧରାପଡିଛନ୍ତି। ସେମାନେ ହେଲେ ଏସ୍‌ସିବିର ଜଣେ କର୍ମଚାରୀ ଓ ଅନ୍ୟ ଜଣେ ସିକ୍ୟୁରିଟି ଗାର୍ଡ। ଶୀଘ୍ର ଅଲଟ୍ରାସାଉଣ୍ଡ କରାଇଦେବାକୁ କହି ୧୪ ଶହ ଟଙ୍କା ଲାଞ୍ଚ ନେଉଥିଲେ। ସେତିକି…

ସ୍କୁଲ ପଛପଟୁ ମିଳିଲା ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ସୁନ୍ଦରଗଡ଼,୨।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅଧୀନ ଗର୍ଜନ ବାହାଲ ହାଇସ୍କୁଲ ପଛପଟୁ ମଙ୍ଗଳବାର ସକାଳେ ଜଣେ ଛାତ୍ରଙ୍କ ମୃତଦେହ ମିଳିଛି। ଖବର ପାଇ ହେମଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ…

ଏଣିକି ପ୍ରତି ମାସରେ ‘ଶ୍ରୀଜଗନ୍ନାଥାୟନ’

ପୁରୀ ଅଫିସ ୨ା୮:ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସୋମବାର ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ପ୍ରଥମଥର ପାଇଁ ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ‘ଶ୍ରୀଜଗନ୍ନାଥାୟନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଣିକି…

ଗାଁରୁ ଲିଭିଲିଭି ଯାଉଛି ଷ୍ଟ୍ରିଟ୍‌ ଲାଇଟ

ପଟ୍ଟାମୁଣ୍ଡାଇ, ୨ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳରେ ଫେଲ୍‌ ମାରିଛି ସରକାରଙ୍କ ଆଲୋକୀକରଣ ବ୍ୟବସ୍ଥା । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍‌ ଲାଇଟ୍‌ ଲଗେଇ ଠିକା ସଂସ୍ଥା ମାଲେମାଲ ହୋଇଥିଲେ। ସେମାନେ ନିମ୍ନମାନର ଏଲଇଡି ଓ ବିଦ୍ୟୁତ୍‌ ସରଞ୍ଜାମ…

ଦୃଷ୍ଟିବାଧିତଙ୍କ କାନ୍ଧରେ ବୋଲବମ୍‌ ଭାର

କେନ୍ଦ୍ରାପଡ଼ା ଅଫିସ, ୨ା୮:ଶ୍ରାବଣ ମାସରେ ଶିବଙ୍କୁ ଜଳାଭିଷେକ କରିବାକୁ ସାରା ଦେଶରେ ଶ୍ରଦ୍ଧାଳୁ କାନ୍ଧରେ ଭାର ରଖୁଛନ୍ତି। ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ୬ ଦୃଷ୍ଟିବାଧିତ ଯୁବକ ଏଥିରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଦିଲୀପ କୁମାର ବରାଳ, ନିକୁଞ୍ଜ ବିହାରୀ ଜେନା,…

ବାଟବଣା ହୋଇଛି ଜଳଶକ୍ତି ଅଭିଯାନ

କେନ୍ଦ୍ରାପଡ଼ା ଅଫିସ, ୨ା୮:କେନ୍ଦ୍ରାପଡ଼ା ଜିଲା ପାନୀୟ ଜଳ ସଙ୍କଟ ଓ ଜଳ ସଂରକ୍ଷଣ ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଜିଲାର ୯ବ୍ଲକ ମଧ୍ୟରୁ ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ମହାକାଳପଡ଼ା, ମାର୍ଶାଘାଇ ବ୍ଲକରେ ଏହା ଉତ୍କଟ ହୋଇଛି। ଗରଦପୁର ବ୍ଲକ…

‘ମିରର ମେଜ୍‌’ରେ ବାଟବଣା

କଟକ ଅଫିସ, ୨।୮:ଲୋକଙ୍କ ମନୋରଞ୍ଜନ ପାଇଁ କଟକସ୍ଥିତ ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ‘ମିରର ମେଜ୍‌’। ଏହା ଭୁଲ ଭୁଲେୟା ସଦୃଶ। ଏଥିମଧ୍ୟରେ ଲୋକେ ପାଦ ରଖିଲେ ବାଟବଣା ହେଉଛନ୍ତି। କାରଣ ‘ମିରର ମେଜ୍‌’ ମଧ୍ୟକୁ ପ୍ରବେଶ କରୁ କରୁ…

‘ଗୋପରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ ଖନନ’

ଗୋପ,୨।୮(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ୍‌ ଖନନ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। ଏଠାରେ ତୈଳ ଓ ପ୍ରାକୃତିକ ଗ୍ୟାସ ଭରପୂର ରହିଥିବାରୁ ଆଗକୁ ଓଡ଼ିଶା ନିଶ୍ଚିତ ଭାବେ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ଉନ୍ନତି କରିବ।…

ମୋବାଇଲ ଟର୍ଚ୍ଚରେ ରୋଗୀ ସେବା

ଚାନ୍ଦବାଲି, ୨ା୮(ଡି.ଏନ.ଏ.):ଦୀର୍ଘ ୭ ଘଣ୍ଟା ଧରି ଅନ୍ଧାରରେ ରହିଲା ଡାକ୍ତରଖାନା। ଅନ୍ଧାର ସାଙ୍ଗକୁ ଗରମରେ ରୋଗୀମାନେ ଛଟପଟ ହୋଇଥିଲେ। ଏଭଳି ସ୍ଥିତିରେ ଡାକ୍ତରଙ୍କୁ ମୋବାଇଲ ଟର୍ଚ୍ଚରେ ଚିକିତ୍ସା କରିବାକୁ ପଡ଼ିଥିଲା। ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ରାତିରେ ଏଭଳି…

ବୈଷୟିକ ସହାୟତା ଦେବ ଏନ୍‌ଆଇଓଟି

ଛତ୍ରପୁର/ଗଞ୍ଜାମ,୨ା୮(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ ଖାଇବାରେ ଲାଗିଛି। ସମୁଦ୍ର ଜଳପତନ ବୃଦ୍ଧି ହେଉଥିବାରୁ ଉଚ୍ଚ ଜୁଆର ମାଡି ଆସୁଛି। ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଓ ଗଞ୍ଜାମ ବ୍ଲକର ପୋଡ଼ମପେଟା ଗାଁ ସମୁଦ୍ର କୂଳରେ ଥିଲା। ସମୁଦ୍ର କୂଳ ଲଂଘିବାରୁ…

ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ସୁନ୍ଦରଗଡ଼/ସବ୍‌ଡେଗା,୨ା୮ (ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ତଳସରା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସଂପାଦକ ଡା. ପ୍ରଫୁଲ୍ଲ କୁମାର ମାଝିଙ୍କ କାର୍‌ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରୁ ଡା. ମାଝି ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?