ଆମ ଜିଲା ଖବର

ବାହ୍ୟ ମଳମୁକ୍ତ ଗାଁ ଯୋଜନା ବାଟବଣା

ପଟ୍ଟାମୁଣ୍ଡାଇ,୬ା୯(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସ୍ବଚ୍ଛ ଭାରତ ଅଭିଯାନ ପୂରା ଫେଲ୍‌ ମାରିଛି। ଏଠାରେ ଥିବା ଅଧିକାଂଶ ଗଁାଗୁଡ଼ିକ ଅଳିଆ ଆବର୍ଜନାରେ ଭରପୂର ହୋଇ ପଡିରହିଛି। ଫଳରେ ବର୍ତ୍ତମାନ ଅନେକ ଗ୍ରାମବାସୀ ଝାଡା, ବାନ୍ତି ଓ ଡେଙ୍ଗୁ ଜ୍ୱରରେ ପଡି ଘାଣ୍ଟି ହେଉଛନ୍ତି। ଏ…

ନୂଆଁଖାଇ ସରିଲା, ଦାଦନ ଯିବାକୁ ସଜବାଜ

ସୋନପୁର, ୬।୯(ନି.ପ୍ର.): ଗଣପର୍ବ ନୂଆଁଖାଇ ଗତ ୧ତାରିଖରେ ସରିଛି। ସୁବର୍ଣ୍ଣପୁର ଜିଲାର କୃଷକ, ଗରିବ ଓ ଶ୍ରମଜୀବୀ ଖୁସି ମନାଇଛନ୍ତି। ଗଣପର୍ବ ପୂର୍ବରୁ ଦାଦନ ସର୍ଦ୍ଦାରମାନେ ଗାଁଗାଁ ବୁଲି ସେମାନଙ୍କୁ ଅଗ୍ରୀମ ଟଙ୍କା ଦେଇଥିଲେ। ନୂଆଁଖାଇ ପରେ ବାହାର ରାଜ୍ୟକୁ ଦାଦନ…

ମାଲ୍‌ ପରିବହନରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ଶୀର୍ଷରେ

ଜଟଣୀ, ୬ା୯(ଡି.ଏନ୍‌.ଏ.):ପୂର୍ବତଟ ରେଲ୍‌ଓ୍ବେର ଖୋର୍ଦ୍ଧାରୋଡ୍‌ ରେଳ ମଣ୍ଡଳ ୨୦୨୨ ଅଗଷ୍ଟରେ ଭାରତୀୟ ରେଳ ମଧ୍ୟରେ ମାଲ୍‌ ପରିବହନରେ ଶୀର୍ଷ ସ୍ଥାନ ହାସଲ କରିଛି। ଅଗଷ୍ଟ ୨୦୨୨ରେ ଏହି ମଣ୍ଡଳ ୧୩.୨୭ ମିଲିୟନ୍‌ ଟନ୍‌ ମାଲ ପରିବହନ କରିଛି, ଯାହା ଗତବର୍ଷର ଅଗଷ୍ଟ-୨୦୨୧ରେ…

ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ଏହି ଘଟଣା ପରେ ସୋମବାର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଥୁ. ରାମପୁର…

ଝାଡ଼ାବାନ୍ତିରେ ୨ମୃତ, ୨୫ ଆକ୍ରାନ୍ତ

ଖପ୍ରାଖୋଲ, ୬ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତ ଅନ୍ତର୍ଗତ ଦେଦର୍ହ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ କୁମାରୀ ମେହେର (୪୮) ଓ ତାଙ୍କ ୧୦…

ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପାଇଁ ପ୍ରୟାସ

କଟକ ଅଫିସ, ୬ା୯:ଐତିହ୍ୟ ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପ୍ରଦାନ ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଚଳିତ ବର୍ଷ ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ହେବାକୁ ଯାଉଥିବାବେଳେ ଏ ନେଇ ଏକ ପ୍ରସ୍ତୁତି ବୈଠକ…

ପରମ୍ପରାର ପ୍ରଚାର ପାଇଁ ନିଆରା ପ୍ରୟାସ

ପୁରୀ ଅଫିସ,୬।୯:କଟକ ମାଛୁଆବଜାର ଗଣେଶ ପୂଜାରେ ଯୋଗଦେଇଥିବା ମହାରାଷ୍ଟ୍ରର ପାରମ୍ପରିକ ଢୋଲ୍‌ ବାଜା ଗ୍ରୁପ୍‌ ସୋମବାର ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମଧ୍ୟାହ୍ନରେ ନାଗପୁର ଶିବସାଇ ଢୋଲ ତାସା ଅନୁଷ୍ଠାନର ୭୫ ଜଣ ସଦସ୍ୟ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ। ଏମାନଙ୍କ…

‘ପୁରସ୍କାର ଦ୍ୱାରା ସାମାଜିକ ଦାୟିତ୍ୱବୋଧ ବଢ଼େ’

ନିମାପଡ଼ା,୬ା୯(ଡି.ଏନ୍‌.ଏ.):ଚଳିତବର୍ଷ ଓଡ଼ିଶାରୁ ଏକମାତ୍ର ଶିକ୍ଷକ ଭାବେ ଈଶ୍ୱର ଚନ୍ଦ୍ର ନାୟକ ରାଷ୍ଟ୍ରପତି ପୁରସ୍କାର ପାଇଛନ୍ତି। ପୁରୀ ଜିଲା ନିମାପଡ଼ା ବ୍ଲକ ଗଡ଼ପଦନପୁର ପଞ୍ଚାୟତ ଅନ୍ତର୍ଗତ ବାଙ୍ଗୁରୁଷପାଟଣା ଗ୍ରାମରେ ଶିକ୍ଷକ ନାୟକଙ୍କ ଜନ୍ମ। ସମ୍ପ୍ରତି ସେ ନିମାପଡ଼ା ବ୍ଲକର କାନପୁର ବିଦ୍ୟାଳୟରେ ଶିକ୍ଷକତା…

ମୋହନାରେ ୧୬ ଜଣିଆ ଡାକ୍ତରୀ ଟିମ୍‌

ପାରଳାଖେମୁଣ୍ଡିି/ଆର୍‌.ଉଦୟଗିରି, ୬ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକରେ ଡେଙ୍ଗୁଜ୍ୱର ଆତଙ୍କ ଦେଖାଦେଇଛି। ମାସକ ମଧ୍ୟରେ ଡେଙ୍ଗୁ ଲକ୍ଷଣଯୁକ୍ତ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଏବେ ବ୍ରହ୍ମପୁର, ଭୁବନେଶ୍ବର, ବିଶାଖାପାଟଣା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସ୍ଥିତି ଅଣାୟତ୍ତ…

ଗୁଣି ସନ୍ଦେହରେ ପଡ଼ୋଶୀ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ରାୟଗଡ଼ା ଅଫିସ,୬ା୯: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏବେ ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଦୂର ହୋଇପାରିନାହିଁ । ଗ୍ରାମାଞ୍ଚଳ ଦୂରର କଥା ସହରୀ ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଆସିନାହିଁ। ରାୟଗଡ଼ା ସହର କୋଇଲାପଡ଼ା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ଜଣେ ମହିଳାଙ୍କୁ ଗୁଣି…

ସ୍ଥିତି ଅନୁଧ୍ୟାନ କଲେ ସ୍ବତନ୍ତ୍ର ପ୍ରତିନିଧି ଦଳ

ପିପିଲି,୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ପରେ କିଛିଦିନ ହେବ ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତ ବ୍ରାହ୍ମଣସାହିରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିଯୋଗୁ ସାଧାରଣ ଲୋକେ ଭୟଭୀତ ହେଉଥିବା ବେଳେ ଜୀବଜନ୍ତୁଙ୍କ ଉପରେ ମଧ୍ୟ ଏହାର ପ୍ରଭାବ…

ପ୍ରଦୂଷଣମୁକ୍ତ ହେବ ୨୮୧ ଜଳାଶୟ

ଯାଜପୁର ଅଫିସ,୬ା୯:ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଖରୀ ପାଣି ବ୍ୟବହାର ଅନୁପଯୋଗ ହୋଇ ପଡ଼ିଛି। ବର୍ଷ ବର୍ଷ ଧରି ପଙ୍କ ଉଦ୍ଧାର କରାଯାଉ ନାହିଁ। ଏହାସହ ପୋଖରୀରେ ନର୍ଦ୍ଦମା ପାଣି ପଶି ଜଳକୁ ପ୍ରଦୂଷିତ କରୁଛି। ଫଳରେ ସଂରକ୍ଷିତ ପାଣି ଅପରିଷ୍କାର ହୋଇଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?