୭ ହଜାରରୁ ଊର୍ଦ୍ଧ୍ୱ କାରିଗରଙ୍କ ରୋଜଗାର ନାହିଁ
କେନ୍ଦ୍ରାପଡ଼ା ଅଫିସ, ୧ା୮: ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବି ଯାଇଛି। ଗତ ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ ବନ୍ଦ ହେବାକୁ ବସିଛି। ପ୍ରାୟ ୭…
କାମରେ ଆସୁନି ସୌର ପ୍ରକଳ୍ପ
ଜଗତ୍ସିଂହପୁର ଅଫିସ,୧ା୮: ବିଦ୍ୟୁତ୍ ଆବଶ୍ୟକତାକୁ ଦେଖି ଉତ୍ପାଦନ ସନ୍ତୋଷଜନକ ନୁହେଁ। ତେଣୁ ଏହାର ବିକଳ୍ପ ଭାବେ ସୌରଶକ୍ତିର ବିନିଯୋଗ ଉପରେ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଧାନ୍ୟ ଦେଉଥିବା କୁହାଯାଉଛି। ବାସ୍ତବରେ କିନ୍ତୁ ଏହା କେବଳ ଉପରଠାଉରିଆ ଭଳି ମନେହେଉଛି। ୧୯୮୪ରେ…
ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ଅପରାହ୍ନ ୪ରୁ ରାତି ୮ ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ପୁରୀ ଅଫିସ ୧ା୮: ଶ୍ରାବଣ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି…
ଉଚ୍ଚଶିକ୍ଷିତ ଯୁବକଙ୍କୁ ରାସ୍ତାରେ ବାନ୍ଧି ପିଟିଲେ
ନବରଙ୍ଗପୁର/ଚନ୍ଦାହାଣ୍ଡି,୧ା୮(ବି.ପ୍ର/ ଡି.ଏନ୍.ଏ.): ଭୁଲିଗଲେ ମାନବିକତା। ଜଣେ ଉଚ୍ଚଶିକ୍ଷିତ ଯୁବକଙ୍କୁ କଙ୍ଗାରୁ କୋର୍ଟରେ ଚୋର କରି ବାନ୍ଧି ପିଟିଲେ। ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତର ମୋତିଗାଁରେ ରବିବାର ଏଭଳି ଅମାନବୀୟ ଘଟଣା ଘଟିଛି। ଝରିଗାଁ ବ୍ଲକ ଡରକିଗୁଡ଼ା ଗ୍ରାମର ବୃନ୍ଦାବନ…
‘ମୁଖ୍ୟମନ୍ତ୍ରୀ କାଶୀପୁର ଗସ୍ତ ନ କରିବା ଦୁର୍ଭାଗ୍ୟଜନକ’
ଟିକିରି/ରାୟଗଡ଼ା ଅଫିସ,୧ା୮(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ଗ୍ରାମରେ ଝାଡ଼ାବାନ୍ତି ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚିଲାଣି। ତଥାପି ମୁଖ୍ୟମନ୍ତ୍ରୀ ଅଞ୍ଚଳକୁ ଆସି ସମସ୍ୟା ନ ବୁଝିବା ଦୁର୍ଭାଗ୍ୟଜନକ। ପରିସ୍ଥିତି ପାଇଁ ଅଞ୍ଚଳବାସୀ ନୁହଁ ସରକାରଙ୍କ…
ବାଲୁଗାଁରୁ କୃଷ୍ଣପ୍ରସାଦ ଲଞ୍ଚ ଚଳାଚଳ ବନ୍ଦ
କୃଷ୍ଣପ୍ରସାଦ,୧ା୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁରୁଠାରୁ ଚିଲିକାରେ ଲଞ୍ଚ୍ ଯୋଗେ ଦୈନିକ ଶତାଧିକ ଯାତ୍ରୀ କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳକୁ ଯାତାୟାତ କରିଥାନ୍ତି। ତେବେ ହଠାତ୍ ବିଭାଗୀୟ କର୍ତ୍ତୃପକ୍ଷ ଉକ୍ତ ଲଞ୍ଚ୍ ଚଳାଚଳ ବନ୍ଦ କରିଦେବାରୁ ଯାତ୍ରୀ ନାହିଁ ନ ଥିବା…
ନାତିଙ୍କୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ
କୋଷାଗୁମୁଡ଼ା,୩୧ା୭(ଡି.ଏନ୍.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତର କାନାଗୁଡ଼ା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବଳଦକୁ ଗାଧୋଇବା ବେଳେ ଜେଜେ ଏବଂ ନାତି ବୁଡ଼ିଯାଇଥିଲେ। ଫଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗାଁର ଲବ…
ଆକାଉଣ୍ଟରୁ ଠକି ନେଲେ ୩ ଲକ୍ଷ
ବ୍ରହ୍ମପୁର ଅଫିସ,୩୧ା୭: ବ୍ରହ୍ମପୁର ସଦର ଥାନା ଅଧୀନ ଶକ୍ତିନଗର ତୃତୀୟ ଲାଇନ୍ ବାସିନ୍ଦା ରବିନାରାୟଣ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି। ସାଇବର ଠକମାନେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩ ଲକ୍ଷ ୨୫ ହଜାର ଟଙ୍କା ଠକି ନେଇଛନ୍ତି। ଏ ନେଇ…
ଝିଅକୁ ଖୋଜି ଆଣିବାକୁ ଥାନାର ଦ୍ୱାରସ୍ଥ ହେଲେ ବାପା
କୋକସରା,୩୧ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝୀଗୁଡ଼ା ପଞ୍ଚାୟତ ମହୁଳମୁଣ୍ଡା ଗାଁର ଧବଳେଶ୍ବର ରାଉତଙ୍କ ଝିଅ ଜୟନ୍ତୀ(୧୮) ଗତ ୨୬ ତାରିଖ ରାତିରୁ ନିଖୋଜ ଅଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କର କୌଣସି ପତ୍ତା ପାଇ ନ…
ଶିକ୍ଷକଙ୍କ ମାଡ଼ରେ ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ
କବିସୂର୍ଯ୍ୟନଗର,୩୧ା୭(ଡି.ଏନ୍.ଏ.): ଜଣେ ଶିକ୍ଷକଙ୍କ ମାଡ଼ରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଅଧୀନ(ଏ) ବରିଡା ଗ୍ରାମର ଶ୍ରୀଦଧିବାମନ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ ହୋଇଛନ୍ତି। ତାଙ୍କ ନାମ ଗୋପାଳ ମହାରଣା (୫)। ଗୋପାଳଙ୍କ ବାପା ଦୁବାଇରେ କାମ…
ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ
ବ୍ରହ୍ମପୁର ଅଫିସ,୩୧।୭ା: ବିଭିନ୍ନ ଦାବି ନେଇ ଏମ୍କେସିଜି ମେଡିକାଲ କଲେଜ ହସ୍ପିଟାଲ ଆଉଟସୋର୍ସିଂ କର୍ମଚାରୀମାନେ ରବିବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମେଡିକାଲରେ କାର୍ଯ୍ୟରତ ସମସ୍ତ ସିଫ୍ଟର ଆଟେଣ୍ଡାଣ୍ଟମାନେ ସୁପରିଟେଣ୍ଡେଣ୍ଟଙ୍କ କାର୍ଯ୍ୟଳୟ ନିକଟସ୍ଥ ଷ୍ଟେୱାର୍ଡ କାର୍ଯ୍ୟାଳୟ ଆଗରେ ୧ ଘଣ୍ଟା ଧରି ବିକ୍ଷୋଭ…
ବନ୍ଦ କୋଠରିରୁ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ
ପାରଳାଖେମୁଣ୍ଡି,୩୧ା୭(ଡି.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ଯାଜପୁରଠାରେ ଏକ ବନ୍ଦ କୋଠରିରୁ ଜଣେ ନବବଧୂଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିଛି। ତେବେ ଘରେ କେହି ନ ଥିବା ବେଳେ ସେ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା…

