ଆମ ଜିଲା ଖବର

ଶୁଖୁଆ ହାଟ ହେବ ହୋଲ୍‌ସେଲ ମାର୍କେଟ

ଗଞ୍ଜାମ,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ନିକଟସ୍ଥ ଶୁଖୁଆ ହାଟ ପଡ଼ିଆରେ ନିର୍ମାଣ ହେବ ଆଧୁନିକ ହୋଲ୍‌ସେଲ୍‌ ମାର୍କେଟ। ଯାହାକୁ ନେଇ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ହୁମ୍ମା ହାଟ ପରିଦର୍ଶନ କରିବା ସହ ଓଡ଼ିଶା ଷ୍ଟେଟ୍‌ କନ୍‌ଷ୍ଟ୍ରକ୍ସନ ନିର୍ବାହୀଯନ୍ତ୍ରୀ…

ଦନ୍ତା ଆକ୍ରମଣରେ ବୃଦ୍ଧଙ୍କ ଜୀବନ ଗଲା

ଘସିପୁରା/ଆନନ୍ଦପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଘସିପୁରା ବ୍ଲକ ଦେଓଗାଁ ରେଞ୍ଜ ଅଧୀନ ନୂଆବରିପାଳ ଜଙ୍ଗଲରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ନାରଙ୍ଗପୁର ଗ୍ରାମର ଦୁଃଶାସନ ଜେନା(୬୮)। ଦୁଃଶାସନ ଶନିବାର ସକାଳ ସମୟରେ ନୂଆବରିପାଳ ଜଙ୍ଗଲକୁ…

ମଇଁଷିପଲକୁ ଚାପିଦେଲା ଟ୍ରେନ, ୨୭ ମୃତ

ରାୟଗଡ଼ା ଅଫିସ,୨୩ା୪: ରାୟଗଡ଼ାରେ ଆଜି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ରାୟଗଡ଼ା ଜିଲା ପିତାମହଲ ନିକଟରେ ଏକ ଟ୍ରେନ୍‌ ଦୁର୍ଘଟଣାରେ ୨୭ଟି ମଇଁଷିଙ୍କର ମୃତ୍ୟୁ ଘଟିଛି। ଟ୍ରେନ୍‌ ଲାଇନ୍‌ ପାର ହେବା ସମୟରେ ଏହି ମଇଁଷିପଲକୁ ଆଲଫୁଜା-ଧାନବାଦ ଏକ୍ସପ୍ରେସ…

ଭୁଲ ଇଞ୍ଜେକ୍ସନ ଦେବାରୁ ଗାଈର ଜୀବନ ଗଲା: ନକଲି ଡାକ୍ତରଙ୍କୁ ପୋଲିସର ପଚରାଉଚରା

ଆନନ୍ଦପୁର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ କଲୋନୀ ସାହିର ବାଇନ ନାହାକଙ୍କ ଗର୍ଭଣୀ ଗାଈକୁ ୪ଟି ଇଞ୍ଜେକସନ୍‌ ଓ ଦୁଇଟି ପାଣି ଔଷଧ ଦିଆଯିବା ପରେ ଗାଈର ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗାଈକୁ ଇଞ୍ଜେକସନ୍‌ ଦେଇଥିବା ବ୍ୟକ୍ତି…

ରାଜସ୍ବ କର୍ମଚାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ୨ ଭାଇ ଗିରଫ

ପୁରୁଷୋତ୍ତମପୁର,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାଲି ମାଫିଆମାନେ ଦିନକୁ ଦିନ ସେମାନଙ୍କ ପତିଆରା ବିସ୍ତାର କରି ଋଷିକୂଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚୋରି କରି ମୋଟା ଅଙ୍କର ଅର୍ଥ ରୋଜଗାର କରୁଛନ୍ତି। ଏହାକୁ ରାଜସ୍ବ ବିଭାଗୀୟ ଅଧିକାରୀମାନେ ଧରପଗଡ଼…

ନାବାଳିକାଙ୍କୁ ଅସଦାଚରଣ କରି ବୃଦ୍ଧ ଗିରଫ

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂ ହାଟିଂରେ ଶୁକ୍ରବାର ଅପରାହ୍ନରେ ଜଣେ ୧୦ ବର୍ଷର ନାବାଳିକାକୁ ଉକ୍ତ ଅଞ୍ଚଳର ୬୭ ବର୍ଷୀୟ ବୃଦ୍ଧ କ୍ରୀଷ୍ଣା ପ୍ରସାଦ କେଶରୀ ଉଲଗ୍ନ କରି ଅସଦାଚରଣ କରିବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ଗତକାଲି…

ପୂର୍ବତନ ବିଧାୟକଙ୍କ ପରଲୋକ

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ଶିକ୍ଷକରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡ଼ା ବିଧାୟକ…

ଘର ସାମ୍ନାରୁ ଯୁବକ ଚୋରି କରିଥିଲେ ବାଇକ୍‌, ଆଜି ପଡ଼ିଲେ ଧରା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ପୋଲିସ ମୋଟର ସାଇକେଲ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। କେନ୍ଦୁଝର ସହର ଗାୟତ୍ରୀ ମନ୍ଦିର ଲେନ୍‌ରେ ରହୁଥିବା ସନ୍ତୋଷ ବେହେରାଙ୍କ ଏକ ମୋଟରସାଇକେଲ ଓଡି-୦୯ ଏଫ୍‌ ୧୩୯୯ ତାଙ୍କ…

ଅପ୍ରମୟୀଙ୍କ ଗୋଟିଏ ଫୋନ୍‌ କଲ୍‌ ଧରାଇଲା ବଡ଼ ଡକାୟତ ଗ୍ୟାଙ୍ଗ

କେନ୍ଦ୍ରାପଡା ଅଫିସ,୨୩ା୪: କେନ୍ଦ୍ରାପଡ଼ା ଜିଲା ତନ୍ତିଆପାଳ ଥାନା କାକଟପୁର ଗ୍ରାମର ଅପ୍ରମୟୀ ସ୍ବାଇଁଙ୍କ ଗୋଟିଏ ଫୋନ୍‌ କଲ୍‌ ଏକ ଆନ୍ତଃରାଜ୍ୟ ଡକାୟତ ଦଳର ପର୍ଦ୍ଦାଫାଶ କରିଛି। ଏହି ଡକାୟତ ଦଳର ୧୮ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ଜିଲା ପୋଲିସ ଗିରଫ କରିଛି। ନିକିରାଇ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ରଙ୍ଗୀନ ଅଣ୍ଡା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସ୍‌ଲିମ ବସ୍ତିର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ରଙ୍ଗୀନ ଅଣ୍ଡାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ରଙ୍ଗୀନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପିଲାମାନଙ୍କୁ ଦିଆଯାଇଥିବା ଅଣ୍ଡା ମଧ୍ୟରୁ ଜଣେ…

ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ, ୨୩।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସିପଡ଼ି ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଶାନ୍ତ କୁମାରଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ନିଶାନ୍ତଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିଲେ…

ପତ୍ନୀହନ୍ତା ସ୍ବାମୀ ଗିରଫ

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣିଘାଟି ପଞ୍ଚାୟତ ଜାମୁଳେଇ ବେଡା ଗ୍ରାମର ପତ୍ନୀହନ୍ତା ସ୍ବାମୀଙ୍କୁ ଘଟଗାଁ ପୋଲିସ ଗିରଫ କରିଛି। ଏହାପରେ ଉକ୍ତ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ, ଜାମୁଳେଇ ବେଡା ଗ୍ରାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri