ଡ୍ରିଲ୍ ସମୟରେ ହଠାତ୍ ଅଚେତ ହୋଇପଡ଼ିଲେ ୩ଛାତ୍ରୀ
ସଜନାଗଡ,୨୩।୪(ଡି.ଏନ୍.ଏ.): ବାଲେଶର ଜିଲା ନୀଳଗିରି ବ୍ଲକ ଅଧିନ ଜାମୁଢିଆ ଆଦର୍ଶ ବିଦ୍ୟାଳୟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ଡ୍ରିଲ୍ ସମୟରେ ୨୦୦ ପିଲା ଭାଗ ନେଇଥିବା ବେଳେ ୧୫ଜଣ ଛାତ୍ରୀହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ଅସୁସ୍ଥଙ୍କ ମଧ୍ୟରୁ ୩ଜଣ ଛାତ୍ରୀ…
ନାବାଳିକାଙ୍କୁ ବଳାତ୍କାର କରି ପୂର୍ବତନ ସରପଞ୍ଚ ଗିରଫ
ନାକଟିଦେଉଳ,୨୩ା୪(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ନାକଟିଦେଉଳ ପୋଲିସ ଏହି ବ୍ଲକ ଅନ୍ତର୍ଗତ ସାହେବୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିରଞ୍ଚି ବେହେରା(୫୪)ଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ଗତବର୍ଷ ବିରଞ୍ଚିଙ୍କ ସ୍ତ୍ରୀ ପୁରୀରୁ ଫେରୁଥିବା ବେଳେ ଦୁର୍ଘଟଣାରେ ଆହତ ହୋଇଥିଲେ।…
ବ୍ୟବସାୟୀଙ୍କୁ ପିଟି ପିଟି ମାରିଦେଲେ
ଛତ୍ରପୁର,୨୩।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ଶୁକ୍ରବାର ରାତିରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ସେ ହେଲେ ହଂସପୁର ଗ୍ରାମର ଯୁବ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ା। ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୧୧ଟାରେ କୃଷ୍ଣଚନ୍ଦ୍ର ସବୁଦିନ…
ରାଧାମାଧବଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସମାଗମ
ଝାରସୁଗୁଡ଼ା ଅଫିସ୍,୨୩।୪: ଝାରସୁଗୁଡ଼ା ସହର ବେହେରାମାଲସ୍ଥିତ ରାଧାମାଧବଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ସ୍ଥାପନ ମହୋତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରାଧାମାଧବ ସଂଘ ତରଫରୁ ଆୟୋଜିତ ହୋଇଥିଲା। ପ୍ରଥମ ଦିନ ସ୍ଥାନୀୟ ପୋଖରୀରୁ ମହିଳାମାନେ ୧୦୮ କଳସରେ ଜଳ ଆଣି…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ
ବଡବିଲ,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କେନ୍ଦୁଝର ପଠାଯାଇଛି। ଏନେଇ ଥାନାରେ କୌଣସି…
୬ ସ୍କୁଲ ବସକୁ ଜରିମାନା
ପାଟଣା,୨୩।୪(ସ୍ବ.ପ୍ର.): ପରିବହନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍କୁଲ ବସ୍ଗୁଡ଼ିକର ଯାଞ୍ଚ କରାଯାଉଛି। କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ପାଟଣାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଓ ଜାଭିୟର ପବ୍ଲିକ ସ୍କୁଲର ୬ଟି ବସ୍ରୁ ୭୬ ହଜାର ୫୬୩ ଟଙ୍କାର ଚାଲାଣ…
ବାହାଘର ପ୍ରୋସେସନ ବେଳେ ଟେଣ୍ଟ ମାଲିକଙ୍କୁ ହତ୍ୟା
ଗୋପ,୨୩।୪(ଡି.ଏନ୍.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଦପୁର ବାଲିକନ୍ଦଳ ଗାଁରେ ଶୁକ୍ରବାର ରାତିରେ ବାହାଘର ପ୍ରୋସେସନ ବେଳେ ଏକ ହିଂସାକାଣ୍ଡ ଘଟିଛି। କପଡ଼ା ଚିରିଯିବା ଘଟଣାକୁ ନେଇ ଟେଣ୍ଟ ମାଲିକ ଏବଂ ଡିଜେ ମାଲିକ ମୁହାଁମୁହିଁ ହୋଇଥିଲେ। ପରବର୍ତ୍ତି ସମୟରେ…
‘୨୦୨୩ ଡିସେମ୍ବରରେ ସରିବ କାନପୁର ଡ୍ୟାମ୍ କାମ’
ଯୋଡ଼ା/କେନ୍ଦୁଝର,୨୩।୪ (ଡି.ଏନ.ଏ./ସ୍ବ.ପ୍ର.) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲାର କାନ୍ପୁର ଜଳସେଚନ ଡ୍ୟାମ୍ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ୨୦୨୩ ଡିସେମ୍ବର ସୁଦ୍ଧା ଡ୍ୟାମ୍ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରାଯିବା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପ୍ରକଳ୍ପ ଦ୍ୱାରା କେନାଲ ମାଧ୍ୟମରେ…
ମୁହଁ ଖୋଲିଲା ଆଞ୍ଚଳିକ ବିକାଶ ସମିତି
ଢେଙ୍କାନାଳ ଅଫିସ, ୨୩।୪ ଢେଙ୍କାନାଳ ପୌରାଞ୍ଚଳ ୧ନଂ. ଓ୍ବାର୍ଡ ଅନ୍ତର୍ଗତ ଶ୍ୟାମାଚରଣପୁର ଅଞ୍ଚଳରେ ନିର୍ମିତ ଶ୍ମଶାନ, ପୋଖରୀ ଖନନ ଏବଂ ଜାଗା ମିଶନକୁ ନେଇ ଶୁକ୍ରବାର ସ୍ଥାନୀୟ ଆଞ୍ଚଳିକ ବିକାଶ ସମିତି କର୍ମକର୍ତ୍ତାମାନେ ମୁହଁ ଖୋଲିଛନ୍ତି। ସେମାନେ ଜାଗା ମିଶନ ପ୍ରକଳ୍ପ…
୧୫ ନୂତନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗୃହୀତ
ପାରାଦୀପ,୨୩ା୪(ସ୍ବ.ପ୍ର.): ପାରାଦୀପ ପୌର ପରିଷଦ ପକ୍ଷରୁ ଶୁକ୍ରବାର କାଉନ୍ସିଲର ବୈଠକ ବସିଥିଲା। ଚଳିତବର୍ଷ ପୌର ନିର୍ବାଚନ ପରେ ଏହା ପ୍ରଥମ ବୈଠକ ଥିଲା। ଏଥିରେ ନବନିର୍ବାଚିତ ଅଧ୍ୟକ୍ଷ ବସନ୍ତ ବିଶ୍ୱାଳ, ଉପାଧ୍ୟକ୍ଷା ଛବିଲତା ରାଉତ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ପୌର…
ଜମି ଅଧିଗ୍ରହଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ
ମାଲକାନଗିରି/କୋରାପୁଟ/ଜୟପୁର,୨୩ା୪(ଡି.ଏନ୍.ଏ./ସ୍ବ.ପ୍ର./ନି.ପ୍ର.): ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ କୋରାପୁଟ-ମାଲକାନଗିରି ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଶାଖାପାଟଣାରୁ ଏକ ସ୍ବତନ୍ତ୍ର ଟ୍ରେନ୍ ଯୋଗେ କୋରାପୁଟ ଷ୍ଟେଶନରେ ପହଞ୍ଚତ୍ବା ପରେ ତାଙ୍କୁ…
ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ: ର଼୍ୟାଗିଂ ସନ୍ଦେହ
ବଲାଙ୍ଗୀର ଅଫିସ, ୨୩ା୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସି ପଡି ଶୁକ୍ରବାର ଜଣେ ପ୍ରଥମ ବର୍ଷ ଡାକ୍ତରୀ (ଏମବିବିଏସ୍) ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହରିୟାଣା ରାଜ୍ୟ କରନାଲ…
Archives


