ଆମ ଜିଲା ଖବର

ହାତୀଙ୍କ ସୂଚନା ଦେଉଥିବା ସାଇରନ୍‌ ଅଚଳ

ଢେଙ୍କାନାଳ ଅଫିସ, ୩୦।୭ ଢେଙ୍କାନାଳ ଜିଲା ଦେଇ ଯାଇଥିବା ୫୫ନଂ. ଏନ୍‌ଏଚ୍‌ରେ ଯାତ୍ରୀଙ୍କୁ ହାତୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଦେବା ନିମନ୍ତେ ପରୀକ୍ଷାମୂଳକ ଭାବେ ଲାଗିଥିବା ସାଇରନ୍‌ ଓ ଆଲର୍ଟ ଲାଇଟ୍‌ ଅଚଳ ହୋଇପଡ଼ିଛି। ପଥଚାରୀମାନେ ହାତୀଙ୍କ ଚଳପ୍ରଚଳ ସମ୍ପର୍କରେ ସୂଚନା…

କଷ୍ଟ ଦେଉଛି କ୍ରଶର ଗୁଣ୍ଡ

କାମାକ୍ଷାନଗର, ୩୦।୭ (ଡି.ଏନ୍‌.ଏ.) ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) କର୍ତ୍ତୃପକ୍ଷଙ୍କ ପରିଚାଳନାରେ ଥିବାବେଳେ ରାସ୍ତାର ଉନ୍ନତୀକରଣ ହୋଇପାରୁ ନ ଥିଲା। ଖାଲଖମାରେ ଭର୍ତ୍ତି ହୋଇଥିବା ସଡ଼କ ପାଲଟିଥିଲା ମରଣଯନ୍ତା। ସହରବାସୀଙ୍କ ଜୀବନରେଖା ପାଲଟିଥିବା ଏହି ସଡ଼କକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିଦେଲେ…

ଝାରସୁଗୁଡାରେ ଝାଡାବାନ୍ତି: ପୁଅଙ୍କ ପରେ ଚାଲିଗଲା ବାପାଙ୍କ ଜୀବନ

ଝାରସୁଗୁଡା ଅଫିସ,୩୦।୫: ଝାରସୁଗୁଡା ପୌରାଞ୍ଚଳ ୧୩ନଂ ଓ୍ବାର୍ଡ ଦେବାଡିହି ଗ୍ରାମରେ ଝାଡାବାନ୍ତିରେ ୧୫ରୁ ୨୦ ଗ୍ରାମବାସୀ ଆକ୍ରାନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ଆଦି ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ଚିକିତ୍ସାଧିନ ଅବସ୍ଥାରେ ଗ୍ରାମର ଲିଟିପଡାର ବାପା ଓ…

ଗାନ୍ଧୀ ଗାଥାର ହେବ ଗନ୍ତାଘର

ଅନୁଗୋଳ ଅଫିସ, ୩୦।୭ ‘ବ୍ଲାକ ଡାଇମଣ୍ଡ’ରେ ଗୁଞ୍ଜରିତ ହେବ ବାପୁଙ୍କ ବାର୍ତ୍ତା। ଜାତିର ପିତାଙ୍କ ଜୀବନୀ, ନୀତି, ଆଦର୍ଶ ସମ୍ପର୍କରେ ଏଠାରୁ ଅଧିକ ଜାଣିବେ ଜଗତବାସୀ। ସ୍ବାଧୀନତା ସଂଗ୍ରାମରେ ଏହି ମହାପୁରୁଷଙ୍କ ଅବିସ୍ମରଣୀୟ ଅବଦାନର ତଥ୍ୟ ରହିବ ଅନୁଗୋଳର ଗାନ୍ଧୀ ପ୍ରକୋଷ୍ଠରେ।…

କଟକଣାରେ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ୍‌, ୩୦।୭ ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ସଦ୍‌ଭାବନା ଗୃହରେ ୭୬ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ ଅଧ୍ୟକ୍ଷତା କରି କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ ପୂର୍ବକ ସ୍ବାଧୀନତା…

ବିକାଶକୁ ଚାହିଁ ରହିଛନ୍ତି ପାହାଡ଼ତଳିବାସୀ

ନୀଳଗିରି, ୩୦।୭ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଅଭୟାରଣ୍ୟ ପାଦଦେଶ ତଥା ସିଆଡ଼ିମାଳ ପଞ୍ଚାୟତ ନିକଟ ବାବନ୍ଧ ଗ୍ରାମ ସଂଲଗ୍ନ ଘଞ୍ଚ ଜଙ୍ଗଲ ମଧ୍ୟରେ ଚିରସ୍ରୋତା ଝରଣା ନିକଟରେ ରହିଛି ମା’ ବ୍ରାହ୍ମଣୀ ଦେବୀପୀଠ। ସେଠାରୁ ମାତ୍ର କିଛି ହାତ…

ଛାତ୍ରମୃତ୍ୟୁ ଘଟଣା, ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦ: ବରଗଡ଼ ବନ୍ଦକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ

ବରଗଡ଼ ଅଫିସ,୩୦।୭: ବରଗଡ ଛାତ୍ରମୃତ୍ୟୁ ଘଟଣା ଏବଂ ନ୍ୟାୟ ଦାବି କରୁଥିବା ଲୋକଙ୍କ ଉପରେ ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନକୁ ନେଇ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ଦିଆଯାଇଥିବା ୧୨ଘଣ୍ଟିଆ ବରଗଡ଼ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ…

ଧାନ ଉତ୍ପାଦନରେ କେନ୍ଦ୍ରାପଡ଼ା ପଛୁଆ

କେନ୍ଦ୍ରାପଡ଼ା ଅଫିସ, ୩୦ା୭: କେନ୍ଦ୍ରାପଡ଼ା ଜିଲା କୃଷି ଅର୍ଥନୀତିରେ ପରିଚାଳିତ। ଧାନ ହେଉଛି ମୁଖ୍ୟ ଫସଲ। ତେବେ ୨୦୨୧ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଜିଲାର ଦୁର୍ବଳ କୃଷିନୀତିକୁ ପଦାରେ ପକାଇଛି। ମୁଖ୍ୟ ଫସଲ ଧାନ ଏଠାରେ ହେକ୍ଟର ପିଛା ମାତ୍ର ୨୭.୩୪…

ଆଲୋଚନା ହେଉ ନଥିବାରୁ ବଢ଼ୁଛି ଅସନ୍ତୋଷ

ପାରାଦୀପ, ୩୦ା୭ (ସ୍ବ.ପ୍ର.): ୧୨ ଦଫା ଦାବି ନେଇ ଏକାଧିକ ସଂଗଠନ ପକ୍ଷରୁ ପିପିଏଲ୍‌ କମ୍ପାନୀ ଫାଟକ ଆଗରେ ଚାଲିଥିବା ଧାରଣା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। କିନ୍ତୁ ଧାରଣାକାରୀ, କମ୍ପାନୀ ଓ ପ୍ରଶାସନିକସ୍ତରରେ ଏପର୍ଯ୍ୟନ୍ତ କୌଣସି ଆଲୋଚନା ହୋଇ ନାହିଁ। ସନ୍ଧ୍ୟାରେ…

କ୍ଷତିପୂରଣ ଦାବିରେ ଗାଁ ଲୋକଙ୍କ ଧାରଣା

ପାରାଦୀପ, ୩୦ା ୭ (ସ୍ବ.ପ୍ର.): ପାରାଦୀପ ରିଫାଇନେରି ନିଷିଦ୍ଧାଞ୍ଚଳରେ ଶୁକ୍ରବାର ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସାରେ ମୃତକଙ୍କ ଗାଁ ଲୋକେ କ୍ଷତିପୂରଣ ଦାବିରେ ରିଫାଇନେରି ମୁଖ୍ୟ ଫାଟକ ପାଖରେ…

ସୁରକ୍ଷା ପାଇଁ ସରକାରୀ ଜମିରେ ଗଛ ଲଗାଇବାକୁ ଦାବି

ରଘୁନାଥପୁର,୩୦ା୭ (ଡି.ଏନ୍‌.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ ତାରପୁର ବେଲବଣଠାରୁ ଜଇପୁର ଦସୁଆଦଣ୍ଡା ପର୍ଯ୍ୟନ୍ତ ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ୱରେ ଥିବା ସରକାରୀ ଜମି ରହିଛି। ଏହି ସରକାରୀ ଜମି ସହ ମହାନଦୀ ଦକ୍ଷିଣ ପାର୍ଶ୍ୱ ନଦୀ ବନ୍ଧ ପଠାରେ ଗଛ ଲଗାଇବା…

ମୁକ୍ତା ଯୋଜନାରେ ଦୁର୍ନୀତି ଅଭିଯୋଗ

ଜଗତସିଂହପୁର ଅଫିସ, ୩୦।୭: କୋଭିଡ୍‌-୧୯ ଯୋଗୁ ରାଜ୍ୟର ବହୁ ଲୋକ ଜୀବିକା ହରାଇଥିଲେ । ବିଶେଷକରି ଗରିବ ଓ ପ୍ରବାସୀମାନେ କ୍ଷତିଗ୍ରସ୍ତ ହୋଇଥିଲେ। ଏନେଇ ସହରାଞ୍ଚଳ ଗରିବ ଓ ପ୍ରବାସୀଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ କର୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?