ଆମ ଜିଲା ଖବର

ହିଞ୍ଜିଳିକାଟୁରେ ଖୋଲିବ ସିନିୟର ଡିଭିଜନ ସିଭିଲ କୋର୍ଟ

ହିଞ୍ଜିଳିକାଟୁ,୩ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ସିନିୟର ଡିଭିଜନ ସିଭିଲ କୋର୍ଟ ଖୋଲିବା ପାଇଁ ରାଜ୍ୟ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ନଂ – ୯୬୫୭ ପ୍ରକାଶ ପାଇଛି । ଏହି କୋର୍ଟଟି ବର୍ତ୍ତମାନ ରହିଥିବା ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଖୋଲାଯିବ।…

ଜିଲାପରିଷଦ-ବିଧାୟକ ମୁହାଁମୁହିଁ ଘଟଣା: ମହିଳା କମିଶନ ଓ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲେ ଜିଲାପରିଷଦ ସଭ୍ୟ

ଆନନ୍ଦପୁର,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ପରିସରରେ ଗତ ଅଗଷ୍ଟ ୩୦ରେ ହୋଇଥିବା ଚତୁର୍ଥ ପଞ୍ଚାୟତ ସମିତି ବୈଠକରେ ୩ ନଂ ଜୋନ୍‌ ଜିଲାପରିଷଦ ସଭ୍ୟା ଅସୀମା ମିଶ୍ର ଓ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦୀୟ…

ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର, ଅଳ୍ପକେ ବର୍ତ୍ତିଗଲେ…

ଆନନ୍ଦପୁର,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ ମାତୃ ସ୍ବାସ୍ଥ୍ୟକେନ୍ଦ୍ରର ଶନିବାର ମଧ୍ୟାହ୍ନରେ ୩ ମହଲା ଛାତରୁ ପ୍ଲାଷ୍ଟର ଖସିିଛି। ଏହି ବିଲ୍ଡିଂର ୩ ମହଲାରେ ପ୍ରସୂତି ବିଭାଗର ବାରଣ୍ଡାରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟାହ୍ନରେ ଖାଇବା ସମୟରେ…

ବିଚାରପତିଙ୍କ ମୃତ୍ୟୁର ଭିନ୍ନ ମୋଡ଼

କଟକ ଅଫିସ, ୩।୯: କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କ ଆତ୍ମହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସୁବାସଙ୍କ ପରିବାର ମା’ ଓ ଭାଇ ତାଙ୍କ ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଏହା ଆତ୍ମହତ୍ୟା ନୁହେଁ,…

କମୁଛି ହାତୀ ସଂଖ୍ୟା: ଆଜି ଆଉ ଗୋଟିଏ ଆଖି ବୁଜିଲା, ୩ ମାସରେ ମଲେଣି ୩ ଦନ୍ତା

ଭଞ୍ଜନଗର,୩ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ ଗୟଗଣ୍ଡା ନିକଟସ୍ଥ ରାମ୍ପ ଜଙ୍ଗଲରେ ଶନିବାର ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀଟି ବିଗତ କିଛିଦିନ ହେବ ଅସୁସ୍ଥ ହୋଇ ଜଙ୍ଗଲରେ ଏଣେତେଣେ ଘୂରି ବୁଲୁଥିଲା। ତାକୁ ବନ…

ବିଷାକ୍ତ ଖାଦ୍ୟ ଖାଇ ଦୁଇ ଜଣଙ୍କ ଜୀବନଗଲା, ୨ ଗୁରୁତର

  ବଡ଼ମ୍ବା,୩।୯(ଡି.ଏନ୍‌.ଏ.): ବିଷାକ୍ତ ଖାଦ୍ୟ ଖାଇ ଦୁଇ ଜଣଙ୍କ ଜୀବନଗଲା ଦୁଇ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲା ଆଠଗଡ଼ ବଡ଼ମ୍ବା ଥାନା ମାଣିଆବନ୍ଧ ଫାଣ୍ଡି ଅଭିମାନପୁର ପଞ୍ଚାୟତ ବୀରବରପୁର ଗାଁରେ। ଗୁରୁତରଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି…

ଝାରସୁଗୁଡ଼ା ଗସ୍ତରେ ମୁଖ୍ୟ ଶାସନ ସଚିବ

ଝାରସୁଗୁଡ଼ା ଅଫିସ,୩ା୯: ଝାରସୁଗୁଡ଼ା ଜିଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଶନିବାର ଝାରସୁଗୁଡ଼ା ସହରର ବାଲିଯୁରିସ୍ଥିତ ହାର୍ଟ ହସ୍ପିଟାଲକୁ ପରିଦର୍ଶନ କରିଥିଲେ। ପରେ ପରେ ଜିଲା ଖଣିଜପାଣ୍ଠି କକ୍ଷରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ନେଇ ଜିଲା ପ୍ରଶାସନର…

ସାଦା ପୋଷାକରେ ଯାଇ ବାନ୍ଧିଲା ବନ ବିଭାଗ

ନୟାଗଡ଼ ଅଫିସ,୩।୯: ନୟାଗଡ଼ ଜିଲା ରଣପୁର ମଣିନାଗ ସାହିରୁ ଖୋର୍ଦ୍ଧା ବନବିଭାଗ ଏକ ବାଘ ଏବଂ ବାର୍‌ହା ଦାନ୍ତ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ତାଙ୍କ ନାମ ବିନୋଦ ବିହାରୀ ପ୍ରଧାନ। ଶୁକ୍ରବାର ଅପରାହ୍ନରେ ଖୋର୍ଦ୍ଧା…

ଆଶ୍ରମ ବିଦ୍ୟାଳୟରେ ଛାତ୍ର ଅସନ୍ତୋଷ: ରାତିଅଧରେ ଡେଇଁଲେ ପାଚେରି

କୋରୁକୋଣ୍ଡା,୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ମାରିୱାଡା ଆଶ୍ରମ ବିଦ୍ୟାଳୟରେ ଦୀର୍ଘଦିନ ଧରି ଅବ୍ୟବସ୍ଥା ଲାଗି ରହିଛି। ଏ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ କିମ୍ବା ଜିଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରାଙ୍କୁ ଅନେକ ଥର ଜଣାଇଲେ ମଧ୍ୟ ସେମାନେ ଶୁଣୁ ନ…

ସ୍ବର୍ଗଦ୍ବାରରେ ବିଚାରପତିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ, ୩।୯: କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ଝିଅ ପ୍ରୀତିସ୍ନିଗ୍ଧା ମୁଖାଗ୍ନି ଦେଇଛନ୍ତି। ଶୁକ୍ରବାର ସୁବାସ ସିଡିଏ ସେକ୍ଟର ୯ ସରକାରୀ ବାସଭବନରେ ରଶି ଲଗାଇ…

ପାଳି ଅପେକ୍ଷାରେ ଓଳିଏ

କାମାକ୍ଷାନଗର, ୩ା୯(ଡି.ଏନ୍‌.ଏ.): ଡାକ୍ତରଙ୍କୁ ଜଣାଇବେ ସ୍ବାସ୍ଥ୍ୟ ସମସ୍ୟା। ଏହି ଆଶାରେ ରାତି ନ ପାହୁଣୁ ଡାକ୍ତରଖାନାକୁ ଛୁଟୁଛନ୍ତି ରୋଗୀ। ଡାକ୍ତରଙ୍କ ଚ୍ୟାମ୍ବର ପାଖରୁ ସ୍ବାସ୍ଥ୍ୟକେନ୍ଦ୍ର ବାହାର ଯାଏ ଲମ୍ବୁଛି ଲାଇନ୍‌। ଧାଡ଼ିରୁ ବାହାରିଗଲେ ସେହି ଜାଗା କାଳେ ଆଉ କିଏ ମାଡ଼ି…

ଢେଙ୍କାନାଳ ପୌରସଂସ୍ଥାରେ ଅଚଳାବସ୍ଥା

ଢେଙ୍କାନାଳ ଅଫିସ, ୩ା୯: ଢେଙ୍କାନାଳ ପୌର କାର୍ଯ୍ୟାଳୟରେ ପହଞ୍ଚତ୍ଛି ବିଜେଡି-ଭାଜପା କଳି। ସ୍ବାୟତ୍ତ ଶାସନ ଦିବସର ସାନ୍ଧ୍ୟ କାର୍ଯ୍ୟକ୍ରମ ବାତିଲ ଓ ଭାଜପା କାଉନ୍‌ସିଲର ସୂର୍ଯ୍ୟପ୍ରତାପ ରାଉତଙ୍କ ଅଯୋଗ୍ୟ ମନ୍ତବ୍ୟ ପ୍ରତିବାଦରେ ଶୁକ୍ରବାର ନିର୍ବାହୀ ଅଧିକାରୀ, ଯନ୍ତ୍ରୀ ଏବଂ କର୍ମଚାରୀ କଲମଛାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?