ଅବସର ଦିବସର ୩ ଦିନ ପୂର୍ବରୁ ଲାଞ୍ଚନେଇ ଧରାପଡ଼ିଲେ ଡିଇଓ
କେନ୍ଦ୍ରାପଡା ଅଫିସ, ୨୭।୭: କେନ୍ଦ୍ରାପଡ଼ା ଜିଲା ଶିକ୍ଷାଧିକାରୀ ସଞ୍ଜୀବ କୁମାର ସିଂହଙ୍କର ଆସନ୍ତା ୩୧ ତାରିଖ ଚାକିରି କାର୍ଯ୍ୟକାଳର ଶେଷ ଦିବସ। ଏହାର ୩ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର ସକାଳେ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି।…
ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗରେ ଦୁର୍ନୀତି
ଡେରାବିଶ, ୨୭।୭ (ସ୍ବ.ପ୍ର.): କୋମଳମତି ଶିଶୁଙ୍କ ଶାରୀରିକ, ମାନସିକ ଅଭିବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହେବାରେ ଲାଗିଛି। ରାଜ୍ୟ ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନୱାଡି କର୍ମୀଙ୍କ ଜରିଆରେ ଶିଶୁମାନଙ୍କ ଯତ୍ନ ପାଇଁ…
ଭୋକରେ ଛାତ୍ରୀଛାତ୍ରଙ୍କ ଜଳୁଛି ପେଟ
ମହାକାଳପଡ଼ା,୨୭।୭(ଡି.ଏନ୍.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଶିକ୍ଷା ବିକାଶ ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ୨୦୧୫ ମସିହାଠାରୁ ପ୍ରତିଷ୍ଠା ହୋଇଛି। ଶିକ୍ଷାକ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ଶୈଖିକ ଓ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ପାଇଁ ସରକାର ଆଦର୍ଶ ବିଦ୍ୟାଳୟ ଖୋଲି…
ମହିଳା, ଶିଶୁଙ୍କଠାରେ ବଢୁଛି ରକ୍ତହୀନତା
କେନ୍ଦ୍ରାପଡ଼ା ଅଫିସ, ୨୭।୭: ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍ଏଫ୍ଏଚ୍ଏସ୍- ୫) କେନ୍ଦ୍ରାପଡ଼ା ଜିଲାର ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ଉଦ୍ବେଗଜନକ ରିପୋର୍ଟ ପ୍ରକାଶ କରିଛି। ଏନ୍ଏଚ୍ଏଫ୍ଏସ୍- ୪ ତୁଳନାରେ ଗତ ୬ ବର୍ଷ ମଧ୍ୟରେ ୧୬.୫ ପ୍ରତିଶତ ମହିଳା…
ପ୍ରଭାବଶାଳୀ ବ୍ୟକ୍ତିଙ୍କ କବ୍ଜାରେ ସରକାରୀ ଜମି
ପଟ୍ଟାମୁଣ୍ଡାଇ,୨୭।୭ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଶତାଧିକ ଏକର ମୂଲ୍ୟବାନ ସରକାରୀ ଜମି କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଚଞ୍ଚକତା କରି ହାତେଇ ନେଇଛନ୍ତି। ସରକାରୀ ଜମିକୁ ଦୀର୍ଘମିଆଦୀ ସୂତ୍ରରେ ଲିଜ୍ ନେବା ପରେ ବିକ୍ରି କରାଯାଉଛି। ଆଉ କେଉଁଠି କେତେଜଣ…
ପରଲୋକରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂ
କଟକ ଅଫିସ,୨୭।୭: ବିଶିଷ୍ଟ ଶ୍ରମିକ ନେତା ତଥା କଟକ ସଦରର ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। କଟକର ଏକ ଘରୋଇ ଚିକିତ୍ସାଳୟରେ ଦେହାନ୍ତ ହୋଇଛି। ସୂଚନାଯୋଗ୍ୟ, ରାଜେନ୍ଦ୍ର ପ୍ରସାଦ…
ଜାମିନରେ ମୁକୁଳିଲେ ଜଗଦ୍ଦେବ
ଖୋର୍ଦ୍ଧା ଅଫିସ,୨୭।୭: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନରେ ମୁକୁଳିଛନ୍ତି। ସୁପ୍ରିମକୋର୍ଟ ସୋମବାର ତାଙ୍କୁ ସର୍ତ୍ତମୂଳକ…
ଆରଆଇଙ୍କୁ ଆକ୍ରମଣ ଘଟଣା: ପଥରଖାଦାନ, ମାଫିଆଙ୍କ ଘରେ ଚଢ଼ାଉ
ନୀଳଗିରି,୨୬।୨୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଚୋରା ପଥର ମାଫିଆଙ୍କ ଦୌରାତ୍ମ୍ୟ ବୃଦ୍ଧି ହେବାରେ ଲାଗିଛି। ନୀଳଗିରି ତହସିଲ ଅଧୀନ ବାଘମରା ଅଞ୍ଚଳରେ ସୋମବାର ବ୍ଲାଷ୍ଟିଙ୍ଗ କରି ପଥର ଚୋରି ହେଉଥିବା ନେଇ ତହସିଲଦାରଙ୍କ ନିର୍ଦ୍ଦେଶରେ ସଜନାଗଡ଼ ଆରଆଇ କେଏସ୍ ସନ୍ତୋଷ…
ଟ୍ରକ୍କୁ ଓଭରଟେକ୍ କଲା ହାଇଓ୍ବା : ଧକ୍କା ଦେଇ ଷ୍ଟେରିଂ ଚାପିହେଲେ ଡ୍ରାଇଭର
ଫୁଲନଖରା,୨୬।୭:(ଡି.ଏନ୍.ଏ.): କଟକ ଭୁବନେଶ୍ବର ୧୬ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ୍ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାଅନୁଯାୟୀ, ଏକ ଟ୍ରକ୍ ନଂ(ଏଚ୍ଆର୍୪୬ଇ୪୮୯୯) କଟକରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ବମ୍ଫକୁଦ ଛକ…
ଫସଲ ବୀମା ସହାୟତା ଦାବିରେ ଚାଷୀଙ୍କ ରାଜପଥ ଅବରୋଧ
ଲୋଇସିଂହା,୨୬।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଧୀନ ଝରଣୀପାଲି, ବଡ଼ଟିକା, ନଅଗାଁ(ଖ), ବେନ୍ଦ୍ରା, ପଟୁଆପାଲି, ସାଲେଭଟା, ନୁନିଆପାଲି ଆଦି ପଞ୍ଚାୟତର ଚାଷୀ ୨୦୨୧-୨୨ ଖରିଫ ଫସଲ ବୀମା ସହାୟତାରୁ ବଞ୍ଚିତ ହୋଇଛନ୍ତି। ଏନେଇ ଚାଷୀ ସ୍ଥାନୀୟ ଜିଲା ପ୍ରଶାସନ, ବିଧାୟକ ଏବଂ…
ଶହୀଦ ସ୍ମୃତିପୀଠରେ କାରଗିଲ ବିଜୟ ଦିବସ
ବୁଗୁଡ଼ା,୨୬।୭(ଡି.ଏନ୍.ଏ.): ବୁଗୁଡା କାରଗିଲ ଶହୀଦ ସ୍ମୃତିପୀଠରେ ସେନା କର୍ମଚାରୀ ସଂଘ ପକ୍ଷରୁ ୨୩ ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ୧୯୯୯ କାରଗିଲ ଯୁଦ୍ଧରେ ଶହୀଦ ହୋଇ ଦେଶମାତୃକା ପାଇଁ ବିଜୟ ଆଣିଥିବା ବୀର ଯବାନଙ୍କ…
ରାଜପଥରେ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼: ଲୁଟି ନେଲେ ୧ ଲକ୍ଷ ୭୦ ହଜାର ଟଙ୍କା
ରୂପସା,୨୬।୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅଧୀନ ମଥାନୀ ବାଇପାସ୍ଠାରେ ମଙ୍ଗଳବାର ଜଣେ ବ୍ୟବସାୟୀଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି l ଦୁର୍ବୃତ୍ତମାନେ ତାଙ୍କଠାରୁ ୧ ଲକ୍ଷ ୭୦ ହଜାର ଟଙ୍କା…

