ଆମ ଜିଲା ଖବର

ଶେଷ ହେଉନି ଶୀତଳଯୁଦ୍ଧ

ଢେଙ୍କାନାଳ ଅଫିସ,୨।୯: ଢେଙ୍କାନାଳ ପୌରସଂସ୍ଥାରେ ଭାଜପା-ବିଜେଡି ମଧ୍ୟରେ ଆରମ୍ଭ ହୋଇଥିବା ଶୀତଳଯୁଦ୍ଧ ସମୟକ୍ରମେ ଆହୁରି ତୀବ୍ର ହେଉଛି। ଦୁଇ ଗୋଷ୍ଠୀ ଆକ୍ଷେପ-ପ୍ରତି ଆକ୍ଷେପରେ ମାତିଥିବାବେଳେ ଉନ୍ନୟନମୂଳକ କାର୍ଯ୍ୟ ଏକରକମର ଠପ୍‌ ହୋଇଯାଇଛି, ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

ବଜାର ରାସ୍ତାରେ ବଢ଼ୁଛି ଟ୍ରାଫିକ ଅବ୍ୟବସ୍ଥା

ଅନୁଗୋଳ ଅଫିସ,୨ା୯: ଅନୁଗୋଳ ବଜାର ରାସ୍ତାରେ ବଢ଼ୁଛି ଟ୍ରାଫିକ ଅବ୍ୟବସ୍ଥା। ଦୈନିକ ଘଣ୍ଟା ଘଣ୍ଟା ଧରି ରାସ୍ତା ଜାମ୍‌ ରହୁଥିବାରୁ ଯାତାୟାତକାରୀଙ୍କ ସହ ବଜାର ଆସୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ରୋଗୀ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ପୂର୍ବତନ ସରପଞ୍ଚଙ୍କ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ନିରାକାରପୁର,୨ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବଡ଼ପୋଖରିଆ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ ଥିବା କାର୍‌କୁ ଦୁର୍ବୃତ୍ତମାନେ ଜାଳିଦେଇଛନ୍ତି। ଖବରରୁ ଜଣାପଡିଛି, ଉକ୍ତ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନର ସୋସାଇଟି ସଭାପତି ସାଗର ବଳିୟାରସିଂହଙ୍କ କାର୍‌ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ବେଳେ କେହି…

ବିବାଦ ପାଇଁ ବଳିପଡ଼ିଲା

ଢେଙ୍କାନାଳ ଅଫିସ,୨।୯: ପୌର ନିର୍ବାଚନକୁ ବିତିଛି ୬ମାସ। ପୌରାଧ୍ୟକ୍ଷା-ଉପାଧ୍ୟକ୍ଷ, ବିଜେଡି-ଭାଜପା କାଉନ୍‌ସିଲରଙ୍କ କାଦୁଅ ଫିଙ୍ଗା ରାଜନୀତି ମଧ୍ୟରେ ବିତିଛି ଏହି ମୂଲ୍ୟବାନ ସମୟ। ଏହି ବିବାଦରେ ବଳିପଡ଼ିଛି କୁଞ୍ଜକାନ୍ତ ପୋଖରୀ ପାର୍ଶ୍ୱ ପାର୍କ ଏବଂ ଓପନ୍‌ ଜିମ୍‌। ସ୍ବାୟତ୍ତ ଶାସନ ଦିବସରେ…

ଜଳସେଚନ କାର୍ଯ୍ୟାଳୟରେ ନାହାନ୍ତି ଅଧିକାରୀ

ଭଦ୍ରକ ଅଫିସ,୨।୯: ଭଦ୍ରକ ଜିଲା ଅନ୍ତର୍ଗତ ଆଗରପଡ଼ା ଜଳସେଚନ କାର୍ଯ୍ୟାଳୟ ଅଧିକାଂଶ ସମୟ ବନ୍ଦ ରହୁଥିବା ଦେଖାଯାଉଛି। କାର୍ଯ୍ୟାଳୟେରେ କର୍ମଚାରୀ କିମ୍ବା ଅଧିକାରୀ ରହୁନାହାନ୍ତି। ବିଭିନ୍ନ କାମରେ ଚାଷୀ ମାନେ କାମରେ ଆସି ନିରାଶ ହୋଇ ଫେରୁଛନ୍ତି। ସର୍ବନିମ୍ନ ୧୭ ଜଣ…

ସହର ୩ ଘଣ୍ଟା ଜାମ୍‌

ବାଲେଶ୍ୱର ଅଫିସ,୨।୯: ବାଲେଶ୍ୱର ସହରରେ ଶ୍ରୀଗଣେଶଙ୍କ ପୂଜା ଅବସରରେ ପ୍ରଶାସନ ପକ୍ଷରୁ ନିଆଯାଇଥିବା ଟ୍ରାଫିକ୍‌ ନିୟନ୍ତ୍ରଣ ପଦକ୍ଷେପ ସମ୍ପୂର୍ଣ୍ଣ ଫେଲ୍‌ ମାରିଥିଲା। ସହର ପ୍ରତ୍ୟେକ ଛକରେ ଟ୍ରାଫିକ୍‌ ଜାମ୍‌ ପରିସ୍ଥିତି ଦେଖାଦେଇଥିଲା। ପ୍ରାୟ ସନ୍ଧ୍ୟା ୭ଟାରୁ ରାତି୧୦ଟା ପର୍ଯ୍ୟନ୍ତ ବାଇକ୍‌ ଓ…

ଯୁବବର୍ଗଙ୍କ ପ୍ରେରଣା ଶୁଭାଶିଷ

ମୋରଡ଼ା,୨ା୯(ଡି.ଏନ.ଏ.): ପେସାରେ ଇଞ୍ଜିିନିୟର। ତଥାପି ସଫଳ ଚାଷୀ ଭାବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଦୃଢ଼ ଇଚ୍ଛାଶକ୍ତି ବଳରେ ଓଡ଼ିଶାର ସବୁଠୁ ବଡ଼ ଡ୍ରାଗନ ଫ୍ରୁଟ ଫାର୍ମ କରିଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଜୁଆଳିଭଙ୍ଗା ପଞ୍ଚାୟତ ଅନ୍ତର୍ଗତ ମାଈଗାଁର ଶୁଭାଶିଷ…

ପାଣି ନିଷ୍କାସନ ନାଳ ଜବରଦଖଲ

ପଦ୍ମପୁର,୨।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ବଡ଼କପାଗଡ଼ିଆ ଛକଠାରୁ କଞ୍ଚୁଡ଼ି ନଦୀ ପର୍ଯ୍ୟନ୍ତ ମୁଖ୍ୟରାସ୍ତାର ଦକ୍ଷିଣ ପାର୍ଶ୍ୱରେ ଏକ ପାଣି ନିଷ୍କାସନ ନାଳକୁ ଜବରଦଖଲ କରାଯାଇଛି। କେତେଜଣ ବ୍ୟକ୍ତି ଜବରଦଖଲ କରି ନାଳ ପୋତି ନିଜର ବବ୍ୟକ୍ତିଗତ…

୪୦ ଦିନ ପରେ ବି ପୋଲିସ ବିଫଳ

ନୟାଗଡ଼ ଅଫିସ,୨।୯: ନୟାଗଡ଼ ପୋଲିସ ଜିଲାରେ ଚୋରି, ଡକାୟତି ଘଟଣା ଚିନ୍ତାର କାରଣ ହୋଇଛି। ପୋଲିସ କେତେଜଣ ଅଭିଯୁକ୍ତଙ୍କୁ ଗିରଫ କରି ବାହାବା ନେଉଛି। ହେଲେ ବହୁ ଅପରାଧୀଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ସେଥିପାଇଁ ଲୋକଙ୍କ ଧନଜୀବନ ନିରାପଦ ନୁହେଁ ବୋଲି…

ପାହାଡ଼ରୁ ହେଉଛି ଅବାଧ ମୋରମ ଚାଲାଣ

ଖଣ୍ଡପଡ଼ା,୨ା୯ (ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ଖଳିସାହି ପଞ୍ଚାୟତର ଇଚ୍ଛାପୁର ଗ୍ରାମ ନିକଟ ପାହାଡ଼ରୁ ଅବାଧରେ ମୋରମ ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଏଥିପାଇଁ ପାହାଡ଼ ଓ ତତ୍‌ସଂଲଗ୍ନ ସଂରକ୍ଷିତ ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ସ୍ଥାନୀୟ ଅଞ୍ଚଳର ପରିବେଶବିତ୍‌ମାନେ ଏନେଇ…

ଜବରଦଖଲକାରୀଙ୍କ କବ୍‌ଜାରେ ଗୋବରୀ ନଦୀ

ପଟ୍ଟାମୁଣ୍ଡାଇ,୨ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡିଛି। ଏହି ନଦୀ ୬୦ ଦଶନ୍ଧି ପୂର୍ବରୁ ଚିରସ୍ରୋତା ବ୍ରାହ୍ମଣୀ ନଦୀରୁ ବାହାରି ପ୍ରାୟ ୩୦ କିମି ଅତିକ୍ରମ କଲା ପରେ ବଙ୍ଗୋପସାଗରରେ ମିଶିଛି। ଏହି ନଦୀ…

ତଥ୍ୟ ସୂଚନା ମାଗିବାରୁ ହତ୍ୟା ଧମକ

କେନ୍ଦ୍ରାପଡ଼ା ଅଫିସ,୨ା୯: ପଞ୍ଚାୟତ ଉନ୍ନୟନ ଖର୍ଚ୍ଚର ତଥ୍ୟ ମାଗିବାରୁ ମାର୍ଶାଘାଇ ଥାନା କରଞ୍ଜ ଗାଁର ଦଳିତ ବର୍ଗର ସୂଚନା ଅଧିକାର କର୍ମୀ ଜନକର ଜେନାଙ୍କୁ ହତ୍ୟା ଧମକ ଦିଆଯିବା ସହ ମାଡ ମରାଯାଇଛି। ଏ ନେଇ ଥାନାରେ ଅଭିଯୋଗପତ୍ର ଦିଆଯାଇଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?