ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର
ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ସପ୍ତମ ଶ୍ରେଣୀ ପାଇଁ ପ୍ରକାଶିତ ‘ସାହିତ୍ୟ ସୁମନ’ ପାଠ୍ୟପୁସ୍ତକରେ ବିପ୍ଳବୀ ତଥା…
ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ
ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ ସ୍ଥାପନ କରିଥିଲେ। ରାଜ୍ୟରେ ଘଞ୍ଚ ଜଙ୍ଗଲ ପାଇଁ ଏହି ବନଖଣ୍ଡ ପରିଚିତ। ଲୋକଙ୍କ…
ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ ବଲ ସାମନ୍ତ ମଙ୍ଗଳବାର ଘଟଣାର ତଦନ୍ତ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ…
ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ
ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନିଜଣ ଗୁରୁତର ହୋଇଥିବା ଜଣାପଡିଛି । ମୃତକ…
କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି । ଗନ୍ଧର୍ବ ଛତରଙ୍କ ପୁଅ ସାମନ୍ତ ଛତର (୪୧)ଙ୍କ ଶରୀରର ବିଭିନ୍ନ…
ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ
ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ ଘଟଣା ଘଟାଇ ଦୁର୍ବୁତ୍ତମାନେ ଚମ୍ପଟ ମାରିଥିବା ଜଣାପଡିଛି । ତେବେ ଏହି ଘଟଣାର…
ପାନୀୟଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ଲୋକେ ହଟହଟା
ଭେଡେନ,୧୨।୫(ହୃଷିକେଶ ଖମାରୀ):ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ରାଜକୋଷରୁ କୋଟି କୋଟି ଟଙ୍କା ମଞ୍ଜୁର କରି ଖର୍ଚ୍ଚ କରୁଛନ୍ତି । ମାତ୍ର ବିଭାଗୀୟ ସ୍ତରରେ ଅବହେଳା ଯୋଗୁ ବିଭିନ୍ନ ସମୟରେ…
ସମସ୍ୟା ଘେରରେ କେସିଙ୍ଗା-କାଣ୍ଡେଲ ରୋଡ଼ ରେଳ ଷ୍ଟେଶନ: ୯ ଦଫା ଦାବି ସମାଧାନ କରିବାକୁ ଆହ୍ବାନ
କେସିଙ୍ଗା,୧୧।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ କେସିଙ୍ଗା ପକ୍ଷରୁ କେସିଙ୍ଗା ଓ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନର ୯ ଦଫା ସମସ୍ୟାକୁ ନେଇ ରେଳ ଯାତ୍ରୀ ସଂଘର ସଭାପତି ସୁବାଷ ଜୈନଙ୍କ ସଭାପତିତ୍ୱରେ ଏକ ବୈଠକ ସ୍ଥାନୀୟ ୟଙ୍ଗ…
୩୩ ପ୍ରତିଶତ ମହିଳା ସଂରକ୍ଷଣ ଦାବି: ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
ପାଟଣା, ୧୨।୫ (ବୀର କିଶୋର ଦାଶ) : ପାଟଣା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜୁ ମହିଳା ଜନତା ଦଳ ପକ୍ଷରୁ “ନାରୀ ଅଧିକାର ଅଭିଯାନ” ଅବସରରେ ମଙ୍ଗଳବାର ଏକ ବିରାଟ ଶୋଭାଯାତ୍ରା, ବିକ୍ଷୋଭ ସମାବେଶ ଓ କୁଶପୁତ୍ତଳିକା ଦାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…
ଟ୍ୟୁସନ ଯାଇ ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ, ସାଙ୍ଗ ସହ…
ପାଟକୁରା,୧୨।୫(ରବୀନ୍ଦ୍ର ନାଥ ବାରିକ ): ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ । କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ତଥା କୁଦାନଗରୀ ଥାନା ଅଂଚଳର ଗୋଟିଏ ହାଇସ୍କୁଲରେ ଦଶମ ଶ୍ରେଣୀରେ ପଢ଼ୁଥିବା ୧୬ବର୍ଷୀୟା ନାବାଳିକା ସୋମବାର ଠାରୁ ନିଖୋଜ ହୋଇଥିବାର ଆଭିଯୋଗ…
ଗୋପାଳପୁର–ରାୟଗଡ଼ା ରେଳ ଲାଇନ: ସର୍ଭେ ରିପୋର୍ଟକୁ ପରିବର୍ତ୍ତନ କରି ଚାଲିଛି ଯୋଜନାବଦ୍ଧ …
ଦିଗପହଣ୍ଡି, ୧୨।୫ (ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଭୀଷ୍ମଗିରି ଗ୍ରାମର ଗୋପାଳ ସମାଜ କୋଠଘର ପରିସରରେ ଦକ୍ଷିଣ ଓଡ଼ିଶା ବିକାଶ ସମିତିର ଆନୁକୂଳ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…
ନାହିଁ ବିଶ୍ରାମାଗାର, ଖରାରେ ଛଟପଟ ହେଉଛନ୍ତି ଯାତ୍ରୀ
କଲ୍ୟାଣସିଂହପୁର, ୧୨।୫ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁର ସହରରୁ ପ୍ରତ୍ୟେକ ଦିନ ବହୁ ସଂଖ୍ୟାରେ ଯାତ୍ରୀ ବସ୍, ଅଟୋ ରିକ୍ସାଠାରୁ ଆରମ୍ଭ କରି ବିଭିନ୍ନ ଭଡା ଗାଡିରେ ବିଭିନ୍ନ ସ୍ଥାନକୁ ଯିବା ପାଇଁ ରାସ୍ତା କଡରେ ଅପେକ୍ଷା କରୁଛନ୍ତି।…

