ଆମ ଜିଲା ଖବର

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଡାକ୍ତର,ଆଜି ହେଲେ ଗିରଫ

ଢେଙ୍କାନାଳ ଅଫିସ,୨୦।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ବୁଧବାର ଗିରଫ ହୋଇଛନ୍ତି। ମଙ୍ଗଳବାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସୂଚନାନୁସାରେ, ଜୀବନବୀମା କାଗଜପତ୍ରରେ ଦସ୍ତଗତ କରିବା ଲାଗି ଜଣେ ବୀମା ଏଜେଣ୍ଟଙ୍କଠାରୁ ୧୧ହଜାର…

ମନମୁଣ୍ଡାରେ ପୁଣି ମାଓବାଦୀ ପୋଷ୍ଟର

ବୌଦ୍ଧ,୨୦।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ପାଣ୍ଡିରିପଡ଼ା ଛକ ନିକଟରେ ଥିବା ଚପଲ ଦୋକାନ କାନ୍ଥରେ ପୁଣି ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ଡିଭିଜନାଲ କମିଟି ଭାରତୀୟ କମ୍ୟୁନିଷ୍ଟ ପାର୍ଟି ମାଓବାଦୀ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି। ନିଜ ଜାଗାରେ…

ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପକରି ପ୍ରଧାନ ଶିକ୍ଷକ ନିଲମ୍ବିତ

ଦଶରଥପୁର,୨୦।୭(ଡି.ଏନ୍‌.ଏ.): ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ କରି ପ୍ରଧାନ ଶିକ୍ଷକ ନିଲମ୍ବିତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା ଦଶରଥପୁର ବ୍ଲକରେ। କୁଅଁରପୁର ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଦଶରଥପୁର ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀ…

ପକ୍କା କରୁନି ପ୍ରଶାସନ

ପରିକ୍ଷିତ ସାହୁ ବଇଣ୍ଡା,୨୦।୭ – ନିର୍ବାଚନ ଆସିଲେ ଆସୁଛନ୍ତି ନେତା। ଦେଉଛନ୍ତି ଭଳିକି ଭଳି ପ୍ରତିଶ୍ରୁତି। ଅଭିଯୋଗ ନେଇ ପ୍ରଶାସନ ନିକଟକୁ ଗଲେ କୁହାଯାଉଛି ନିଆଯିବ ପଦକ୍ଷେପ। କେଇବର୍ଷ ହେଲା କେବଳ ଏଭଳି ପ୍ରତିଶ୍ରୁତି ବ୍ୟତୀତ କିଛି ବି ହେଉନି କାର୍ଯ୍ୟ।…

ସ୍ଥାୟୀ ବନ୍ଦୋବସ୍ତ ଲାଗି ଦାବିକଲେ ଲୋକେ

ବାଲେଶ୍ୱର ଅଫିସ,୨୦।୭ – ବାଲେଶ୍ୱର ସହରସ୍ଥିତ ଶୋଭାରାମପୁର ଅଞ୍ଚଳରେ ଥିବା ରେଲଓ୍ବେ ଜମି ଉପରେ ୩ଦଶନ୍ଧି ଧରି ବସବାସ କରୁଥିବା ଲୋକଙ୍କୁ ରାଜ୍ୟ ସରକାର ଭୂମିହୀନ ଭାବେ ଚିହ୍ନଟ କରି ଉକ୍ତ ସ୍ଥାନର ପଟ୍ଟା ପ୍ରଦାନ କରିଛନ୍ତି। କିଛି ଲୋକଙ୍କୁ ଉକ୍ତ…

୩ ସାଇବର ଠକ ଗିରଫ

ବାରିପଦା ଅଫିସ,୨୦।୭ – ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଞ୍ଚଳରେ ବିଭିନ୍ନ ସାଇବର ଠକେଇରେ ଜଡ଼ିତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନଙ୍କଠାରୁ ୧ଲକ୍ଷ ୩୫ହଜାର ଟଙ୍କା, ୭ଟି ମୋବାଇଲ, ୧୧ଟି ସିମ କାର୍ଡ, ଗୋଟିଏ…

ଭେଲୋରା-ସିଂଲା ରାସ୍ତା ମରଣଯନ୍ତା

ରୂପସା, ୨୦।୭(ଡି.ଏନ.ଏ.) – ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା-ପାଉଁଶକୁଲି-ସିଂଲା ରାସ୍ତା ମରଣଯନ୍ତା ପାଲଟିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ଉକ୍ତ ରାସ୍ତାଟି ୬୦ ନମ୍ବର ଜାତୀୟ ରାଜପଥର ଭେଲୋରାଠାରୁ ସିଂଲା ଛକକୁ ସଂଯୋଗ କରିଛି। ତେବେ ପାଉଁଶକୁଲି ପଞ୍ଚାୟତ ଅଫିସଠାରୁ…

ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟିଲା ଟ୍ରକ୍‌

ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବଡ଼ଗାଁ ଅଞ୍ଚଳରେ ବୁଧବାର ଏକ ପିଆଜ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟି ପଡ଼ିଛି। ଫଳରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବୋଲେରୋରେ ଥିବା ୨ ଜଣ ଗୁରୁତର…

ତାଳିପକାରେ ଚାଲିଛି ୩ କୋଟିର ପ୍ରକଳ୍ପ

ବାରିପଦା ଅଫିସ,୨୦।୭ – ମୟୂରଭଞ୍ଜ ଜିଲା ବେତନଟୀ-ବଡ଼ସାହି ପୂର୍ତ୍ତ ବିଭାଗ ରାସ୍ତାର ମହିୁଲିଆ ନାଳରେ ନିର୍ମିତ ଶଗଡ଼ଭଙ୍ଗା ପୋଲର ଉଭୟ ପାର୍ଶ୍ୱ ରାସ୍ତା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହୋଇଥିବାରୁ ବାରମ୍ବାର ଦବିବାରେ ଲାଗିଛି। ନିର୍ମାଣର ୨ମାସ ମଧ୍ୟରେ ଏହି ରାସ୍ତା ଦବି…

ଦଶମନ୍ତପୁରରେ କାଶୀପୁର ଚିତ୍ର: ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ମୃତ

କୋରାପୁଟ,୨୦।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁରରେ ହଇଜାରେ ୭ ଜଣ ଆଖି ବୁଜିଥିବା ବେଳେ ବକୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ମଧ୍ୟ ସମାନ ଚିତ୍ରଦେଖିବାକୁ ମିଳିଛି । ବିଶେଷ କରି ତୁମ୍ବାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଜଣଙ୍କର…

ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସହ ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ…

ରାସ୍ତା ନାହିଁ: ଖଟିଆରେ ଚାଲିଗଲା ଜୀବନ

ସମ୍ବଲପୁର/ନାକଟିଦେଉଳ,୨୦ା୭(ବ୍ୟୁରୋ/ଡ଼ି.ଏନ.ଏ.): ଗଁ।ର ବିକାଶରେ ପ୍ରତିବନ୍ଧକ ସାଜିଛି ନାଳ। ନାଳ ଉପରେ ପୋଲ ନ ଥିବାରୁ ଗଁ।କୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଗଁ। ଲୋକେ ରୋଗୀକୁ ଖଟିଆରେ ବୋହି ୫ କି.ମି. ରାସ୍ତାରେ ପଡୁଥିବା ଛୋଟ ବଡ ୫ଟି ନାଳ ବହୁ କଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?