ଆମ ଜିଲା ଖବର

ହାଇକୋର୍ଟରେ ଚଣ୍ଡୀ ମନ୍ଦିର ମାମଲା ଖାରଜ

କଟକ ଅଫିସ,୨୦ା୭: କଟକ ଚଣ୍ଡୀ ମନ୍ଦିର ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଥିବା ମାମଲା ମଙ୍ଗଳବାର ଖାରଜ ହୋଇଯାଇଛି। ଶୈଳବାଳା ମହାବିଦ୍ୟାଳୟର ପୁରାତନ ଛାତ୍ରୀ ସଂସଦ ପକ୍ଷରୁ ଆଗତ ଆବେଦନର ଶୁଣାଣି କରି ମୁଖ୍ୟ ବିଚାରପତି…

ତିନିରଥରୁ କଢ଼ାହେଲା କନା, କଳସ

ପୁରୀ ଅଫିସ, ୨୦ା୭: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ରହିଛି। ନୀଳାଦ୍ରି ବିଜେ ପର ଦିନ ତିନି ରଥରୁ ସାରଥି, ଠେକରା ବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ କଢ଼ାଯାଇଥିଲା। ଠେକରାବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସର…

ଟିକା ପଞ୍ଜୀକରଣ ପାଇଁ ଫେକ୍‌ ଲିଙ୍କ୍‌

ଦତ୍ତାତ୍ରେୟ ନାୟକ ପୁରୀ ଅଫିସ, ୨୦ା୭: ରାଜ୍ୟରେ ସମ୍ପ୍ରତି ବୁଷ୍ଟର ଡୋଜ୍‌ ଟିକାକରଣ ଚାଲିଛି। ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ଧୀରେ ଧୀରେ ଆଗ୍ରହ ପ୍ରକାଶ ପାଉଛି। ଏଥିଲାଗି ଜୁଲାଇ ୧୫ରୁ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନରେ ନାମ ପଞ୍ଜୀକରଣ…

କେନ୍ଦ୍ରାପଡ଼ା ପୌରପାଳିକାକୁ ମାସିକ ୧ଲକ୍ଷ ଟଙ୍କା ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୨୦ା୭: କେନ୍ଦ୍ରାପଡ଼ା ସହର ନିକଟ ଗୋବରୀ ନଦୀ ପ୍ରଦୂଷଣ ମାମଲାରେ ସ୍ଥାନୀୟ ପୌରପାଳିକାକୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ରବେୟା ତବସୁମ୍‌ଙ୍କ ଦ୍ୱାରା ଆଗତ ମାମଲା (ନଂ.୨୮/୨୨)ର ଶୁଣାଣି ଗତ ୧୩ ତାରିଖରେ ହୋଇଥିଲା।…

କେନାଲ ସଫେଇରେ ଅନିୟମିତତା: ଜମିରେ ମାଡୁନି ପାଣି

ପଟ୍ଟାମୁଣ୍ଡାଇ, ୨୦ା୭(ସ୍ବ.ପ୍ର.): ସରକାର କୃଷି ଓ କୃଷକର ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥିନିମନ୍ତେ ସରକାର ଲକ୍ଷାଧିକ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ସରକାରଙ୍କ ଯୋଜନାଗୁଡିକ ସଫଳ ରୂପାୟନ ହୋଇପାରୁ ନ ଥିବା…

ସମୁଦ୍ର ଜୁଆର ମାଡ଼ରେ ପରିବା, ଧାନ ନଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୦ା୭: ଚଳିତ ମୌସୁମୀ ବର୍ଷା କେନ୍ଦ୍ରାପଡ଼ା ଜିଲାକୁ ଆଶାନୁରୂପକ ହୋଇନାହିଁ। ସାମୁଦ୍ରିକ ଝଡ଼ ମଧ୍ୟ ଏବେ ହୋଇନାହିଁ। ଏହାସତ୍ତ୍ୱେ ଜିଲାର ୫ ହଜାର ହେକ୍ଟର ଜମିରେ ଗତ ଗୁରୁବାର ସମୁଦ୍ର ଜୁଆର ପାଣି ମାଡି ଯାଇଛି। ଏହାର ପ୍ରଭାବରେ…

ବର୍ଷାରେ ଦବିଲା ଘାଇ ମରାମତି ସ୍ଥଳ

ରସୁଲପୁର,୨୦ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତରଠାରେ ମୂଳ ଖରସ୍ରୋତା ନଦୀବନ୍ଧର ତଳମୁଣ୍ଡରେ ସ୍ଲୁଇସ୍‌ ଗେଟ୍‌ ନିକଟରେ ଏକ ବଡ ଫାଟ ସୃଷ୍ଟି ହୋଇଛି ା ଏହି ଫାଟ ଯୋଗୁ ସ୍ଲୁଇସ୍‌ ଗେଟ ପ୍ରତି ବିପଦ ସୃଷ୍ଟି କରୁଛି ା…

ଯାଜପୁରରେ ପାଦ ଥାପିଲା ମହା ସିମେଣ୍ଟ କମ୍ପାନୀ

ଯାଜପୁର ଅଫିସ,୨୦ା୭ ଯାଜପୁର ଜିଲାରେ ଅତି ପ୍ରଦୂଷିତ ସିମେଣ୍ଟ କମ୍ପାନୀର ଲମ୍ବାଧାଡି ଲାଗିଛି। ଇମାମୀ(ବର୍ତ୍ତମାନ ନୁଭିଷ୍ଟା ପ୍ରା.ଲି.), ଜେଏସ୍‌ଡବ୍ଲ୍ୟୁ, ରାମ୍‌କୋ, ଯାଜପୁର ସିମେଣ୍ଟ ପରେ ତେଲଙ୍ଗାନା ରାଜ୍ୟର ମାଇହୋମ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ବା ମହା ସିମେଣ୍ଟ କମ୍ପାନୀ ଯାଜପୁର ଜିଲାରେ…

କେନ୍ଦ୍ରାପଡ଼ାରେ ଚର୍ମରୋଗ ଭୟ

କେନ୍ଦ୍ରାପଡ଼ା ଅଫିସ, ୨୦ା୭: ଦୁଇବର୍ଷ ଧରି କରୋନା ସଂକ୍ରମଣ ଭୟରେ ଲୋକେ ବହୁ କଷ୍ଟରେ ଜୀବନ ଜୀବିକା ନିର୍ବାହ କରୁଥିବା ବେଳେ ଏବେ କେନ୍ଦ୍ରାପଡ଼ା ଜିଲାରେ ଚର୍ମରୋଗର ଭୟ ଦେଖା ଦେଇଛି। ଏହି କାରଣରୁ କେନ୍ଦ୍ରାପଡ଼ା ବ୍ଲକ ମାଗୁରଗଣ୍ଡ ପାଟଣା ମୁଣ୍ଡାସାହିରେ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର

ଢେଙ୍କାନାଳ ଅଫିସ,୧୯।୭: ଭିଜିଲାନ୍ସ ହାତରେ ଧରାପଡିଲେ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ। ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ ପାଇଁ ୧୧ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସେତିକି ବେଳେ ଭିଜିଲାନ୍ସ ହାତରେ ଧରାପଡିଯାଇଥିଲେ। ଡାକ୍ତର ଜଣଙ୍କ…

ବୋମା ପକାଇ ସୁନା ଦୋକାନରୁ ଲୁଟ୍‌

ନୟାଗଡ଼ ଅଫିସ,୧୯।୭: ନୟାଗଡ଼ ଜିଲା ଗୋଡ଼ିପଡ଼ା ବଜାରର ନୂଆ ଜଗନ୍ନାଥ ସଡ଼କର ରଣପୁର ରାସ୍ତାରେ ଥିବା ହରିହର ସାହୁଙ୍କ ସୁନା ଦୋକାନରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ ହୋଇଛି॥ଲୁଟେରା ମାନେ ବୋମା ପକାଇ ଗୁଳି ଫୁଟାଇ ଦୋକାନୀ ଓ…

ନବନିର୍ମାଣ କୃଷକ ସଙ୍ଗଠନର ରାସ୍ତାରୋକୋ: ସାମିଲ ହେଲେ ଛାତ୍ରୀଛାତ୍ର

ପାଟଣା,୧୯।୭(ସ୍ବ.ପ୍ର.): ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଓ ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ମଙ୍ଗଳବାର କେନ୍ଦୁଝରରେ ବନ୍ଦ ପାଳନ କରାଯାଇଛି। ଏହିକ୍ରମରେ ଜିଲାର ୪୯ ନମ୍ବର ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?