ବରଗଡ଼ ଧନୁଯାତ୍ରାରେ ଏଥର ନୂଆ କଂସ: ଆଉ କିଛି ସମୟ ପରେ ନାମ ଘୋଷଣା
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ…
ମାଟିରେ ମିଶିଲା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘର
ଜଗତ୍ସିଂହପୁର,୧୮ା୧୧(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଧନିପୁର ନିକଟ ବେହେରାମପୁରସ୍ଥିତ ଏକ ନିରୋଳା ସ୍ଥାନରେ ସନ୍ଦେହଜନକ ଭାବେ ବାଂଲାଦେଶୀ ଅନୁପ୍ରବେଶକାରୀ ଥିବା ନେଇ ରବିବାର ରାତିରେ ସୂଚନା ମିଳିଥିଲା। ଏହି ଆଧାରରେ ଜଗତ୍ସିଂହପୁର ପୋଲିସ ସେଠାରେ ଚଢ଼ାଉ କରିଥିଲା। ଏହି…
ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…
ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର। ଗତ ସେପ୍ଟେମ୍ବର ୨ରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ…
ହୋମିଓପାଥି ଚିକିତ୍ସକଙ୍କ ପରଲୋକ
ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ବୟସାଧିକ କାରଣରୁ ସେ ଗତ କିଛି ଦିନ ଧରି…
ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ
ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର…
ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କଲେ ପରିବାରବର୍ଗ
ଜୁନାଗଡ଼,୧୭।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲିକପୁର ନିକଟରେ ରବିବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିଲେ। ମୃତ ଛାତ୍ରଙ୍କ ନାମ ଲୋସନ ବେମାଲ(୧୮) ହୋଇଥିବାବେଳେ ଗୁରୁତର ଥିବା ଛାତ୍ରଙ୍କ…
ଶୀତ, କାକରରେ ରାତି ସାରା ଚାଷୀଙ୍କ ଅଭିନବ ପ୍ରତିବାଦ, ଧାରଣାସ୍ଥଳରେ କୀର୍ତ୍ତନ ପରିବେଷଣ କରି…
ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡିଥିବା ଚାଷୀଙ୍କୁ ପଞ୍ଜୀକୃତ କରିବା ଦାବି ନେଇ ଗତ ୧୦ତାରିଖରୁ…
ଜିଲା ପାଇଁ ଖୁସିଖବର: ରେଳବାଇ ନେଲା ବଡ଼ ନିଷ୍ପତ୍ତି, ଏଣିକି ଏତିକି ଦିନ ଚାଲିବ ଅମୃତ ଭାରତ ଏକ୍ସପ୍ରେସ
କେସିଙ୍ଗା,୧୭।୧୧(ତୁମେଶ୍ୱର ସାହୁ):ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ରେଳବାଇ ଟ୍ରେନ ନମ୍ବର ୧୯୦୨୧-୧୯୦୨୨ ଉଧନା- ବ୍ରହ୍ମପୁର , ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଚଳାଚଳ…
ବାରହା ଶିକାର ପାଇଁ ଫାଶ ବସାଇଥିଲେ, ହେଲେ…
ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ଜଙ୍ଗଲରୁ ଗତ ମାର୍ଚ୍ଚ ୨୧ରେ ଏକ ଗୁଳିବିଦ୍ଧ ବାରହାର ମୃତଦେହ ବନବିଭାଗ କର୍ମଚାରୀ ଜବତ କରିଥିଲେ। ବାରହା ଶିକାରରେ ସମ୍ପୃକ୍ତ ଜଣେ ଶିକାରୀଙ୍କୁ…
୧୮ ଅଭିଯୋଗ ଶୁଣିଲେ…
ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କୁଶପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ବ୍ଲକ୍ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ, ଅତିରିକ୍ତ ବିଡିଓ ଉମେଶ ସେଠୀ, ସରପଞ୍ଚ ବନିତା କୁମାରୀ…
ବାଂଲାଦେଶୀଙ୍କ ଘରେ ବୁଲିଲା ବୁଲ୍ଡୋଜର: ଉଠାଇନେଲା…
ଜଗତସିଂହପୁର,୧୭।୧୧: ବେଆଇନ ଭାବେ ରହୁଥିବା ବାଂଲାଦେଶୀଙ୍କ ଘର ଭାଙ୍ଗିଲା ପ୍ରଶାସନ। ଏଭଳି ଘଟଣା ଘଟିଛି ଜଗତସିଂହପୁର ଧନିପୁର ନିକଟ ସାତପୁରା ବସ୍ତିରେ। ବସ୍ତିରେ ବୁଲ୍ଡୋଜର ବୁଲଛି। ୨୦ରୁ ଊଦ୍ଧର୍ବ ବ୍ୟକ୍ତିଙ୍କୁ ଉଠାଇ ସେଲ୍ଟର ହୋମକୁ ଜିଲା ପ୍ରଶାସନ ନେଇଛି। ବେହେରାମପୁର ବସ୍ତିରେ…
ନୂଆପଡ଼ା ଉପନିର୍ବାଚନ ରାଜନୈତିକ ବିଜୟ ନୁହେଁ ବିଶ୍ବାସ,ସେବାର
ନୂଆପଡ଼ା,୧୭।୧୧: ନୂଆପଡ଼ାରେ ବିପୁଳ ଭୋଟରେ ଭାଜପାର ବିଜୟ ପରେ ବେଶ୍ ଖୁସି ଅଛନ୍ତି ଭାଜପା କର୍ମୀ ନେତୃବୃନ୍ଦ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜୟ ଶ୍ରେୟ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଦେଇଛନ୍ତି। ଦଳୀୟ କାର୍ଯ୍ୟକର୍ତ୍ତା ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟ କରିବାରୁ ସଫଳତା…
Archives


