ଆମ ଜିଲା ଖବର

ବିଜେଡିରେ ମିଶିଲେ ଭାଜପା ସଂଖ୍ୟାଲଘୁ ନେତା

ଢେଙ୍କାନାଳ ଅଫିସ, ୨୮।୮: ଢେଙ୍କାନାଳ ଜିଲା ଭାଜପାର ସଂଖ୍ୟାଲଘୁ ନେତା ତଥା ପୂର୍ବତନ ସଂଖ୍ୟାଲଘୁ ମଣ୍ଡଳ ସଭାପତି ଶେଖ୍‌ ଅବଦୁଲ ଅଖମଲ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଶାସନ ଏବଂ ବିଧାୟକ ସୁଧୀର…

ଅମାବାସ୍ୟା ନାରାୟଣଙ୍କ ସାଗରବିଜେ ନୀତି

ପୁରୀ ଅଫିସ,୨୮।୮: ଭାଦ୍ରବ ଅମାବାସ୍ୟା ବା ସପ୍ତପୁରୀ ଅମାବାସ୍ୟା ତିଥି ଅବସରରେ ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ ରୀତିନୀତି ଅନୁସାରେ ଅମାବାସ୍ୟା ନାରାୟଣଙ୍କ ସାଗର ବିଜେ ନୀତି ସମ୍ପନ୍ନ ହୋଇଛି। ଶନିବାର ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ହୋଇ ପାଣିପଡ଼ିବା ପରେ ଅମାବାସ୍ୟା ନାରାୟଣଙ୍କ…

ସ୍ବାମୀଙ୍କ ମୃତଦେହକୁ ୧୬ ଘଣ୍ଟା ଜଗିରହିଲେ ସ୍ତ୍ରୀ

ପଟ୍ଟାମୁଣ୍ଡାଇ ୨୮।୮(ସ୍ବ.ପ୍ର.): ଜଣେ ବୃଦ୍ଧଙ୍କ ମୃତଦେହକୁ ଡାକ୍ତରଖାନାରୁ ନେବାକୁ ଆସିଲେନି ଝିଅ, ପୁଅ। ଫଳରେ ମୃତଦେହକୁ ତାଙ୍କ ସ୍ତ୍ରୀ ୧୬ ଘଣ୍ଟା ଧରି ଜଗି ରହିବା ପରେ ସାମାଜିକ କର୍ମୀମାନେ ଶନିବାର ସଂସ୍କାର କରିଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା…

ବିଦ୍ୟୁତ୍‌ ଫାଶରେ ପଡ଼ି ଦନ୍ତାହାତୀ ମୃତ

ଅନୁଗୋଳ ଅଫିସ,୨୮।୮: ଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା ସାତକୋଶିଆ ବନଖଣ୍ଡର ପମ୍ପାସର ରେଞ୍ଜ ଜଗନ୍ନାଥପୁର ନିକଟରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି। ମୃତ ହାତୀର…

ଚାପରେ ମହିଳା ଏସ୍‌ଆଇଙ୍କ ଆତ୍ମହତ୍ୟା

ଜି.ଉଦୟଗିରି,୨୮।୮(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ଏସ୍‌ଆଇ ସ୍ବାଗତିକା ବେହେରା ଶନିବାର ସକାଳେ ଆତ୍ମହତ୍ୟା କରିଛନ୍ତି। ଥାନା ପରିସରରେ ଥିବା କ୍ୱାର୍ଟର୍ସରେ ଫ୍ୟାନରେ ଲୁଗା ବାନ୍ଧି ସେ ଝୁଲି ପଡ଼ିଥିଲେ। ଥାନା ଆଇଆଇସି ରେବତୀ ଶବର ମାନସିକ ନିର୍ଯାତନା ଦେଉଥିବାରୁ…

ମହାପ୍ରଭୁଙ୍କୁ ଲାଗି ହେଲା ସପ୍ତପୁରୀ ଭୋଗ

ପୁରୀ ଅଫିସ,୨୭।୮- ଭାଦ୍ରବ ମାସର ସପ୍ତପୁରୀ ଅମାବାସ୍ୟା ଅବସରରେ ଶନିବାର ଶ୍ରୀମନ୍ଦିର ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସପ୍ତପୁରୀ (ସାତପୁରୀ) ବିଶିଷ୍ଟ ପିଠା ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କଠାରେ ଭୋଗଲାଗି କରାଯାଇଛି। ଏଥିସହ ଶ୍ରୀମନ୍ଦିରରେ ଚାଲିଥିବା ଶ୍ରୀକୃଷ୍ଣଙ୍କ ଲୀଳାରେ ବସ୍ତ୍ରହରଣ ନୀତି…

ମହୁଲ ବୋଝେଇ ଭ୍ୟାନ୍‌ ଜବତ

କେନ୍ଦୁଝର,୨୭ା୮(ସ୍ବ.ପ୍ର.): କେନ୍ଦୁଝର ସହର ଆଟୋପୁର ନିକଟରୁ ଟାଉନ ଥାନା ପୋଲିସ ଶନିବାର ରାତିରେ ଏକ ମହୁଲ ବୋଝେଇ ଭ୍ୟାନ ଜବତ କରିଛି। ଏହି ଘଟଣାରେ ଗାଡ଼ି ଚାଳକକୁ ଅଟକ ରଖି ପଚରାଉଚରା କରୁଛି। ମହୁଲ ଢେଙ୍କିକୋଟରୁ ବିନା ଲାଇସେନ୍ସରେ ଆସୁଥିଲା ବୋଲି…

ଶାଶୁଘର ଆଗରେ ବୋହୂଙ୍କ ଧାରଣା

ଗଞ୍ଜାମ,୨୭।୮(ଡି.ଏନ୍‌.ଏ.): ଶାଶୁଘର ଆଗରେ ଧାରଣା ଦେଲେ ବୋହୂ। ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ନାରାୟଣ ପଣ୍ଡା ଓ ତାଙ୍କ ପରିବାରଲୋକେ ବୋହୂଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗରେ…

ବୃହତ୍ତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ଚାଷୀ

କର୍ଲାମୁଣ୍ଡା,୨୭ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା, ଗଜବାହଲ, ରିଷିଡ଼ା ପଞ୍ଚାୟତର ସରପଞ୍ଚ ଓ ଚାଷୀ ପ୍ରତିନିଧି ଶନିବାର ବଲାଙ୍ଗୀର ଜିଲା ତୁଷରା ଏନ୍‌ଏସି ବଙ୍ଗୋମୁଣ୍ଡା ଉଚ୍ଚ ବିଦ୍ୟାପୀଠଠାରେ ଜଳସମ୍ପଦ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କୁ ସାକ୍ଷାତ…

ସମାଧାନର ବାଟ ଫିଟିଲା: ସୋମବାରଠାରୁ ସ୍କୁଲ ଯିବେ ପିଲା

କର୍ଲାମୁଣ୍ଡା,୨୭ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଦାଣ୍ଡିଭଜା ପ୍ରାଥମିକ ବିଦ୍ୟାଳୟକୁ ଅଭିଭାବକମାନେ ପିଲା ନ ଛାଡ଼ିବା ଘଟଣାର ୨୭ ଦିନ ପରେ ଶନିବାର ବ୍ଲକ ପ୍ରଶାସନ ଓ ଜନପ୍ରତିନିଧିଙ୍କ ହସ୍ତକ୍ଷେପ ପରେ ସୋମବାରଠାରୁ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅଭିଭାବକମାନେ…

ଟ୍ରକ୍‌ ଧକ୍କାରେ ପୂର୍ବତନ ବିଧାୟକ ଗୁରୁତର

କୋରାପୁଟ,୨୭ା୮(ସ୍ବ.ପ୍ର.): ମାଲକାନଗିରିର ପୂର୍ବତନ ବିଧାୟକ ନିମାଇଁ ସରକାର ଶନିବାର କୋରାପୁଟ ସହରରେ ଏକ ଟ୍ରକ୍‌ ଧକ୍କାରେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଜି ପୂର୍ବତନ ବିଧାୟକ ଓ ତାଙ୍କ ସାଙ୍ଗ ହେମା ରାଓ ମୋଟରସାଇକେଲ ଯୋଗେ ଓଏମ୍‌ପି ଯାଉଥିବାବେଳେ କୋରାପୁଟ ମ୍ୟୁନିସିପାଲିଟି କାର୍ଯ୍ୟାଳୟ…

କନିଷ୍ଠ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷୟିତ୍ରୀଙ୍କ ଆକ୍ରମଣ ଅଭିଯୋଗ: ଉଭୟପକ୍ଷରୁ ମାମଲା

ଆନନ୍ଦପୁର,୨୭ା୮(ସ୍ବ.ପ୍ର.): ବିଦ୍ୟାଳୟ ଭଳି ଏକ ପବିତ୍ର ସ୍ଥାନରେ ରଣକ୍ଷେତ୍ର ଭଳି ପରିସ୍ଥିତି ସୃଷ୍ଟି ହେବା ଚର୍ଚ୍ଚାର ପରିସରକୁ ଆସିଛି। କନିଷ୍ଠ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷୟିତ୍ରୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କନିଷ୍ଠ ଶିକ୍ଷୟିତ୍ରୀ ଆହତ ହୋଇଥିବା ଘଟଣା ଏବେ ଘସିପୁରା ଥାନାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?