ଆମ ଜିଲା ଖବର

ଥମିନି ବିବାଦ: ପୁଣି ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ

ପୁରୁଷୋତ୍ତମପୁର,୨୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧୀନ କୁମାରୀଠାରେ ଥିବା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବିବାଦ ପିଛା ଛାଡୁନାହିଁ। ଗୁରବାର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣି ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା ମୁଢି…

ଡମ୍ଫର ଧକ୍କାରେ ୨୦ ଫୁଟ୍‌ ଛିଟିକି ପଡ଼ିଲା ଅଟୋ: ୫ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୬।୮: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଫୁଲବାଣୀ ବାଲିଗଡ଼ା ମୁଖ୍ୟ ରାସ୍ତାର ବନ୍ଧଗଡ଼ ଗାଁ ନିକଟରେ ଏକ ଡମ୍ଫର ଓ ଅଟୋ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଓଟୋରେ ବସିଥିବା ୫ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଫିରିଙ୍ଗିଆ…

ମୃତଦେହ ରଖି ଜିଲାପାଳଙ୍କ କାର୍ଯାଳୟ ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୨୬।୮: କନ୍ଧମାଳ ଜିଲା ଫୁଲବାଣୀ ସହର ନିକଟ ଡାକପାଲା ଡ୍ୟାମ୍‌ରେ ଜଣେ ବାଇକ୍‌ ଆରୋହୀ ଭସିଯାଇଥିଲେ। ପରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାକୁ ନେଇ ନେଇ ଶୁକ୍ରବାର ଉତ୍ତେଜନା ଦେଖା ଦେଇଛି। ଗ୍ରାମବାସୀ ଡ୍ୟାମ ଉପରେ ଏକ…

ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ଭୟାବହ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୬।୮: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରର ପ୍ରାଣକେନ୍ଦ୍ର କୁହାଯାଉଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଧ୍ୟାହ୍ନରେ ହଠାତ୍‌ ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ନିଆଁ ଲାଗିଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ ପରିସରରେ…

ହୋଟେଲ ଛାତରୁ ଖସି ପଡି ଚାଲିଗଲା ଜୀବନ

ପୁରୀ ଅଫିସ,୨୬।୮: ପୁରୀ ବଳିଆପଣ୍ଡାସ୍ଥିତ କ୍ରିଷ୍ଣା ସି ସାଇଟ ହୋଟେଲରେ ଅଘଟଣ ଘଟିଛି। ଗୁରୁବାର ରାତିରେ ହୋଟେଲର ଝରକା ଖୋଲିବାକୁ ଚେଷ୍ଟା କରି ଖସି ପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ଅସ୍ତରଙ୍ଗ ଥାନା ଅଧୀନ ଗଙ୍ଗପୁର ଅଞ୍ଚଳର…

‘ଧରିତ୍ରୀ’ରେ ଖବର ପ୍ରସାରିତ ପରେ ଗାଁରେ ପହଞ୍ଚିଲେ ବିଧାୟିକା

ହେମଗିରି,୨୬ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକସ୍ଥିତ ରୋହିଣୀ ଗ୍ରାମର ‘ବର୍ଷାରେ ଭାଙ୍ଗିଲା ଘର, ତିନି ଝିଅ ସହ ମା ବେସାହାରା’ ଶୀର୍ଷକ ଏକ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଏହା ପରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ରୋହିଣୀ ଗ୍ରାମ ପରିଦର୍ଶନ…

ଶିକ୍ଷା, ପରିମଳ ବ୍ୟବସ୍ଥାରେ ସୁଧାର ଆସୁନି

ସୋନପୁର, ୨୬।୮(ନି.ପ୍ର.):ରାଜ୍ୟ ସରକାର ୫-ଟି ଯୋଜନାରେ ହାଇସ୍କୁଲଗୁଡିକୁ ପର୍ଯ୍ୟାୟକ୍ରମେ ସାମିଲ କରି ଏହାର ରୂପାନ୍ତରଣ କରୁଛନ୍ତି। ଗତ ନଭେମ୍ବର ୧୪ରେ ପ୍ରଥମ ପର୍ଯ୍ୟାୟରେ ସୁବର୍ଣ୍ଣପୁର ଜିଲାର ୧୧ଟି ହାଇସ୍କୁଲ ଓ ଦ୍ୱିତୀୟ ପର୍ଯ୍ୟାୟରେ ୪୧ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ…

ଭୂତକୋଠି ପାଲଟିଛି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ

ଟେନସା,୨୬ା୮(ଡି.ଏନ.ଏ.):ଯେଉଁଠି ଶିକ୍ଷା ଅଧିକାରୀଙ୍କ ମୁଖ୍ୟ କାର୍ଯ୍ୟାଳୟ ଭୂତ କୋଠି ପରି ଦିଶୁଛି । କାନ୍ଥଗୁଡିକ ଫାଟି ଗଲାଣି, ଛାତରୁ ପାଣି ଗଳୁଛି। ବସିବା ପାଇଁ ଜାଗା ନାହିଁ ସେହି ବ୍ଲକରେ ବିଦ୍ୟାଳୟଗୁଡିକ କେମିତି ଥିବ ତାହା ନ ଦେଖିଲେ କେହି ବିଶ୍ୱାସ…

ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଯୋଡ଼ିହେଲା ବଣାଇଁ ବ୍ଲକ

ସୁନ୍ଦରଗଡ,୨୬ା୮(ଡି.ଏନ.ଏ.):ଓଡିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଚଳିତବର୍ଷ ସୁନ୍ଦରଗଡ ଜିଲାର ବଣାଇଁ ବ୍ଲକକୁ ସାମିଲ କରାଯାଇଛି। ଏଥିପାଇଁ ସୁନ୍ଦରଗଡ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ଥିବା ‘ଆତ୍ମା’, ବୈଷୟିକ ପରାମର୍ଶକାରୀ ସଂସ୍ଥା ୱାସନ ଏବଂ ସ୍ଥାନୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ ମଧ୍ୟରେ…

ନୂଆଁଖାଇରେ ସରକାରୀ ଛୁଟି ଘୋଷଣା ଦାବି: ଆରଡିସିଙ୍କୁ ଚିଠି ଲେଖିଲେ ବିଧାୟିକା

ସୁନ୍ଦରଗଡ,୨୬ା୮(ଡି.ଏନ.ଏ.): ନୂଆଁଖାଇ ପଶ୍ଚିମ ଓଡ଼ିଶାର ଏକ ଗଣପର୍ବ। ଏହି ଦିବସକୁ ପୂର୍ବରୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଉଥିବା ବେଳେ ଚଳିତବର୍ଷ ସରକାରୀ ଛୁଟି ଭାବେ ଘୋଷଣା କରାଯାଇନାହିଁ। ଏହାକୁ କେବଳ ପଶ୍ଚିମ ଓଡ଼ିଶାରେ ସ୍ଥାନୀୟ ଛୁଟି ଭାବେ ରଖାଯାଇଛି। ଫଳରେ…

କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଛତ୍ରପୁର,୨୬।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଗୋବିନ୍ଦପୁର ନିକଟ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା କେନାଲରେ ଶୁକ୍ରବାର ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବରପାଇ ଚମାଖଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି।…

ଜାତୀୟ ପତାକାକୁ ଅସମ୍ମାନ ଘଟଣା: ଶାନ୍ତି ଫେରାଇ ଆଣିବା ପାଇଁ ପ୍ରଶାସନର ପ୍ରୟାସ

ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବନ୍ଧବାହାଲ ଶିଳ୍ପାଞ୍ଚଳରେ ଗୁରୁବାର ଏକ ମାଂସ ଦୋକାନୀ କଟାଛେଳିମୁଣ୍ଡକୁ ଜାତୀୟ ପତାକାରେ ଢାଙ୍କି ରଖି ଅସମ୍ମାନ କରିଥିଲେ। ଏହାକୁ ନେଇ ବନ୍ଧବାହାଲ ଶିଳ୍ପାଞ୍ଚଳରେ ୨ଦିନ ହେଲାଣି ଉତ୍ତେଜନା ଲାଗିରହିଛି। ଏନେଇ ଉତ୍ତ୍ୟେକ୍ତ ଲୋକେ ଭଙ୍ଗାରୁଜା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?