ଆମ ଜିଲା ଖବର

ନନ୍ଦନକାନନରେ ପ୍ରଥମଥର ହେବ ଇଣ୍ଟର୍ନଶିପ ପ୍ରୋଗ୍ରାମ

ବାରଙ୍ଗ,୧୬।୭(ଡି.ଏନ୍‌.ଏ): ଜୀବଜନ୍ତୁ, ବୃକ୍ଷଲତା, ଆର୍ଦ୍ରଭୂମି ଓ ପରିବେଶ ଉପରେ ଦେଶ-ବିଦେଶର ସ୍ବୀକୃତିପ୍ରାପ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଓ ପୋଷ୍ଟ ଗ୍ରାଜୁଏଟ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରମାନେ ସେମାନଙ୍କ ପୂର୍ବଜ୍ଞାନ ଆହରଣ ପାଇଁ ଓ ପ୍ରାଥମିକ ଶିକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ…

ସ୍କୁଲ ଯାଇ ଘରକୁ ଫେରିପାରିଲେନି ୧୪ ଛାତ୍ରୀଛାତ୍ର

ବୌଦ୍ଧ, ୧୬ା୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବାଣୀଭୂଷଣପୁର ଗ୍ରାମପଞ୍ଚାୟତ ଡିଗିସିରା ଗ୍ରାମର ୧୪ ଛାତ୍ରୀଛାତ୍ର ଗୁରୁବାର ସ୍କୁଲକୁ ଯାଇ ଘରକୁ ଫେରିପାରି ନ ଥିଲେ। ଅପରାହ୍ନରେ ସ୍କୁଲରୁ ଘରକୁ ଫେରୁଥିବାବେଳେ ଲକ୍ଷ୍ମୀନାଳରେ ଉଛୁଳା ପାଣି ପ୍ରବାହିତ ହେଉଥିବାରୁ ନାଳ ପାରିହୋଇ…

ଲଗାତର ପ୍ରଶ୍ନପତ୍ର ଲିକ୍‌: ପରୀକ୍ଷା ବାତିଲ, ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ

ସମ୍ବଲପୁର,୧୬।୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ଦ୍ୱାରା ପରିଚାଳିତ ଯୁକ୍ତ୩ ଶେଷବର୍ଷ ପରୀକ୍ଷାର ପ୍ରଶ୍ନପତ୍ର ଲଗାତର ଦ୍ୱିତୀୟ ଦିନ ପାଇଁ ଲିକ୍‌ ହୋଇଛି। ଗୁରୁବାର ଯୁକ୍ତ୩ ଶେଷବର୍ଷ ଏଜୁକେଶନ ଅନର୍ସ ପରେ ଶୁକ୍ରବାର ଫିଜିକ୍ସ ଅନର୍ସ (ଷ୍ଟାଟିଷ୍ଟିକାଲ ମେକାନିକ) ପ୍ରଶ୍ନପତ୍ର ସର୍ବସାଧାରଣରେ ପ୍ରଘଟ…

ବିରୁଡି ଦଂଶନରେ ମହିଳାଙ୍କ ମୃତ୍ୟୁ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ପୌର ପାଳିକାର ୧୫ନଂ. ୱାର୍ଡ ନହଞ୍ଜରା ଗାଁର ଗୌରହରି ବ୍ରହ୍ମଙ୍କ ଦ୍ୱିତୀୟ ସ୍ତ୍ରୀ ସୁମତୀ (୫୮) ସବୁଦିନ ପରି ବାଡି ଅଗଣାରେ ଫୁଲ ତୋଳୁଥିବା ବେଳେ ଏକ ବିରୁଡିପଲ ଆକ୍ରମଣ କରିଥିଲେ। ପ୍ରାୟ ୭/୮ଟି…

ହଷ୍ଟେଲରୁ ନିଖୋଜ ୫ମ ଶ୍ରେଣୀ ଛାତ୍ରଙ୍କ ମିଳୁନି ପତ୍ତା

ବଡ଼ବିଲ,୧୫ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ବଜାରସ୍ଥିତ ନୋଡାଲ ସ୍କୁଲ ପରିସରରେ ଥିବା ଅର୍ବାନ ଡେପ୍ରାଭ୍‌ଡ ହଷ୍ଟେଲରୁ ଜଣେ ପଞ୍ଚମ ଶ୍ରେଣୀଛାତ୍ର ଗତ ୯ ତାରିଖ ସକାଳୁ ନିଖୋଜ ହୋଇଯାଇଛନ୍ତି। ନୋଡାଲ ସ୍କୁଲର ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତ ୧୩ ତାରିଖ ରାତିରେ ବଡ଼ବିଲ…

ଅଧାରୁ ଅଟକିଲା ବୈଠକ, ଦରମା ବନ୍ଦ ନିର୍ଦ୍ଦେଶ

ବରଗଡ଼ ଅଫିସ୍‌,୧୫।୭: ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଶୁକ୍ରବାର ସନ୍ଧ୍ୟା ୫ଟାରେ ଖରିଫ୍‌-୨୦୨୨ ପାଇଁ ଜିଲା କୃଷି ନିର୍ଦ୍ଧାରଣ ବୈଠକରେ ଜିଲାପାଳ ମୋନିଷା ବାନାର୍ଜୀ ଉପସ୍ଥିତ ଅଧିକାରୀଙ୍କୁ ତାଗିଦ୍‌ କରିବା ଏବଂ ବୈଠକ ଅଧାରୁ ଅଟକିଯିବା ଘଟଣା ଚର୍ଚ୍ଚାର ବିଷୟ…

୨୮ ସାଗୁଆନ ଗଣ୍ଡି ଜବତ

ରାଇଘର,୧୫ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବନ ବିଭାଗ ଟିମ୍‌ ଗୁରୁବାର ରାତିରେ ପାଟ୍ରୋଲିଂବେଳେ କୁସୁମପୁର-ଜୈଲଗୁଡ଼ା ନିକଟରେ ଏକ ସାଗୁଆନ କାଠ ବୋଝେଇ ପିକ୍‌ଅପକୁ ଜବତ କରିଛି। ସେଥିରୁ ୨୮ ଖଣ୍ଡ ସାଗୁଆନ କାଠ ଗଣ୍ଡି ଜବତ କରାଯିବା ସହ ଜଣଙ୍କୁ ଗିରଫ…

ବାପାଙ୍କ ଆଖି ଆଗରେ ବୁଡ଼ିଗଲେ ଝିଅ

ଉମରକୋଟ,୧୫ା୭(ସ୍ବ.ପ୍ର.): ଶୌଚ ପାଇଁ ଯାଇ ଆଖି ଆଗରେ ପୋଖରୀରେ ବୁଡ଼ିଗଲେ ଝିଅ। ଏହା ଦେଖି ବାପା ଚିତ୍କାର କରୁଥିଲେ ମଧ୍ୟ ଝିଅକୁ ବଞ୍ଚାଇ ପାରି ନ ଥିଲେ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ପଞ୍ଚାୟତ ସଦର ଗ୍ରାମରେ ଶୁକ୍ରବାର ଏଭଳି…

ଗ୍ୟାରେଜରୁ ଚୋରି କରି ବନ୍ଧା ହେଲେ

ଝାରସୁଗୁଡ଼ା ଅଫିସ,୧୫।୭: ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଧୀନ ଯୋବ ଛକର ଏକ ଗ୍ୟାରେଜରୁ ଚୋରି ଅଭିଯୋଗରେ ଗଙ୍ଗାନଗର ଅଞ୍ଚଳର ମହମ୍ମଦ ସକିଲ (୨୨)ଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗତ ୧୨ତାରିଖ ରାତିରେ ଗ୍ୟାରେଜରେ ଥିବା…

ଦ୍ରୌପଦୀଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତାଙ୍କ କଟୁ ମନ୍ତବ୍ୟକୁ ଭାଜପାର ବିରୋଧ

ଝାରସୁଗୁଡ଼ା ଅଫିସ,୧୫।୭: ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତା ଅଜୟ କୁମାରଙ୍କ କଟୁ ମନ୍ତବ୍ୟକୁ ନେଇ ଭାଜପା ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଝାରସୁଗୁଡା ବସ୍‌ଷ୍ଟାଣ୍ଡ ନିକଟ ଗାନ୍ଧୀମୂର୍ତ୍ତି ତଳେ ଦଳୀୟ କର୍ମକର୍ତ୍ତା…

ଡେଙ୍ଗୁ ରୋଗୀ ଚିହ୍ନଟ ପରେ ଗାଁରେ ପହଞ୍ଚିଲା ବିଶେଷଜ୍ଞ ଟିମ୍‌

ବ୍ରହ୍ମପୁର ଅଫିସ,୧୫।୭: ଗଞ୍ଜାମ ଜିଲାରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ବୋଲି ଜଣାପଡିଛି। ସେ ଭୁବନେଶ୍ୱରରେ ପରିବାର ସହ ରହୁଥିବା ବେଳେ ତାଙ୍କୁ ଜ୍ୱର ହୋଇଥିଲା। ପରେ ସେ ଗଞ୍ଜାମ ଘରକୁ…

ଦିନ ଦ୍ବିପ୍ରହରରେ ଘରେ ପଶି ମହିଳାଙ୍କ ବେକ କାଟି ଦେଲେ

କଟକ ଅଫିସ, ୧୫।୭: ଦିନ ଦ୍ବିପ୍ରହରରେ ମହିଳାଙ୍କୁ ହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ କୁତାଖାଇ ଗଳିରେ। ଦୁର୍ବୃତ୍ତ ଘରେ ପଶି ମହିଳାଙ୍କୁ ହତ୍ୟା କରିଛନ୍ତି । ମୃତା ମହିଳା ହେଲ ଭି. ଗୁଣତି। ତାଙ୍କ କାଟି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?