ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…
ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା ଗଜପତି ଜିଲା ରା ଉଦୟଗିରି ବ୍ଲକର ଛେଳିଗଡ ଜଳପ୍ରକଳ୍ପ କାର୍ଯ୍ୟ ବନ୍ଦ କରିଛନ୍ତି…
ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…
ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପରିସରରେ ନିର୍ମାଣାଧୀନ ନୂତନ ସଭାଗୃହ ଓ ପ୍ରଶିକ୍ଷଣ…
ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…
ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା ’ ରତନେଇ ମନ୍ଦିର ପାଖରେ ବାଘ ବୁଲୁଥିବା ଘଟଣା ନେଇ ସାଧାରଣରେ ଭୟର…
ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା
ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଜେସିର ରାଜ୍ୟ ସଭାପତି ମହମ୍ମଦ ମୋକିମ ଓ ସଂସ୍ଥାପକ ସଭ୍ୟ ମଧୁ ମହାନ୍ତି…
ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି: ବିଭିନ୍ନ ସମସ୍ୟା ସମାଧାନ ଦାବି
ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଶାସନ ପକ୍ଷରୁ ସୋମବାର ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକେ ପାନୀୟ ଜଳ ଯୋଗାଣ,ବିଦ୍ୟୁତ ରାସ୍ତାଘାଟ…
ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ
ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଶାଶୁ ଘର ଲୋକେ ବୋହୂ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା…
ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ
ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ କାମ କରୁଥିବାବେଳେ ପରିବାରର ଜଣଙ୍କ ଦେହ ସାମାନ୍ୟ ଅସୁସ୍ଥ ହେବା ପରେ ସେଠାରେ…
ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ
ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ସଂଘର କର୍ମକର୍ତ୍ତାଙ୍କୁ ମିଳିଛି ପ୍ରଂଶସା। ପ୍ରକାଶ ଯେ, ଚଳିତମାସ ପ୍ରଥମ…
ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ
କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I ଟାଟା ପାୱାର କେନ୍ଦୁଝର ଅଧୀନରେ କାର୍ଯ୍ୟରତ ୫୦୦ରୁ ଅଧିକ ଏବଂ ଟାଟା ପାୱାର…
ଭ୍ୟାନ୍-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣେ ଗୁରତର
କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍ ଭ୍ୟାନ ଏବଂ ବାଇକ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଗୋଟିଏ…
ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ
ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର। ଏହି ପବିତ୍ର ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟିଆଗଡ଼ ସ୍ଥିତ ପ୍ରସିଦ୍ଧ ବଟେଶ୍ୱର…
କାର୍ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ
ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ ବେଲପାହାଡ଼ ଜୁନାଡିହି କଲେଜ ପଡାର ବୋଲି ଜଣାପଡ଼ିଛି । ମୃତକ ଜଣକ ରାହୁଲ…

