ଆମ ଜିଲା ଖବର

କୃଷକଙ୍କ ବିକାଶ ପାଇଁ କାର୍ଯ୍ୟ କରିବାକୁ ଶପଥ

ଜି.ଉଦୟଗିରି,୧୫ା୭(ଡି.ଏନ୍‌.ଏ.): ଜି.ଉଦୟଗିରି ଲାମ୍ପ ସମବାୟ ସମିତିର ନବନିର୍ବାଚିତ ସଭାପତି, ଉପସଭାନେତ୍ରୀ, ସଦସ୍ୟା ସଦସ୍ୟମାନଙ୍କୁ କାର୍ଯ୍ୟାଳୟ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଲାମ୍ପ ପରିଚାଳନା ନିର୍ଦ୍ଦେଶକ ଶିଶିର କାନ୍ତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ନିମନ୍ତ୍ରିତ ଅତିଥି ଭାବେ ଡିଆରସିଏସ ପାଣୁ…

କଳାହାଣ୍ଡିରୁ ଲିକ୍‌ ହୋଇଛି ପ୍ରଶ୍ନପତ୍ର: କୁଳପତି

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କଳାହାଣ୍ଡିର ଅନୁଦାନପ୍ରାପ୍ତ କଲେଜରୁ ଏହା ଲିକ୍‌ ହୋଇଥିବା ଜଣାପଡିଛି । ସମ୍ପୃକ୍ତ କଲେଜ ପ୍ରିନ୍ସିପାଲଙ୍କୁ ଡକାଯାଇଛି । ସେହି…

ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ

କଣ୍ଟାପଡା,୧୫।୭(ଡି.ଏନ୍‌.ଏ.): ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ। କଟକ ଜିଲା କଣ୍ଟାପଡ଼ା ବ୍ଲକ ଓଲଟପୁରସ୍ଥିତ ଏସ୍‌ଭି ନିରତାର ଦିବ୍ୟାଙ୍ଗ ଚିକିତ୍ସା ଓ ଗବେଷଣା ଅନୁଷ୍ଠାନ ଛାତ୍ର ସଂସଦର ୨୪ତମ ବାର୍ଷିକୋତ୍ସବରେ ରାଜ୍ୟପାଳ ଡ. ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଏଭଳି କହିଥିଲେ।…

ବାହୁଙ୍ଗି ନେଇ ଧବଳେଶ୍ୱର ପୀଠକୁ ଯାଇପାରିବେନି କାଉଡିଆ

ଆଠଗଡ଼,୧୫।୭(ଡି.ଏନ୍‌.ଏ): ଧବଳେଶ୍ୱର ପୀଠ ଭିତରକୁ କାଉଡିଆ ବାହୁଙ୍ଗି ଆଣିବାକୁ ବାରଣ କଲେ ଆଠଗଡ଼ ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ । କାଉଡିଆମାନେ କେବଳ ମାନସିକ କଳସ ଓ ଭୋଗ ନେଇ ଭିତରକୁ ଯାଇପାରିବେ। ଏ ନେଇ ଉପଜିଲାପାଳ ଶୁକ୍ରବାର ସୂଚନା ଦେଇଛନ୍ତି।…

ଷ୍ଟାଫ୍‌ ନର୍ସଙ୍କ ଭରସାରେ ସ୍ବାସ୍ଥ୍ୟ ଉପକେନ୍ଦ୍ର

ମୋରଡ଼ା,୧୫।୭(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଉପାନ୍ତ ଅଞ୍ଚଳ ଜୁଆଳିଭଙ୍ଗା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଡାକ୍ତର ଓ ଫାର୍ମାସିଷ୍ଟ ନ ଥିବା ଯୋଗୁ ଷ୍ଟାଫନର୍ସଙ୍କ ଭରସାରେ ଚାଲିଛି ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ର। ମୁଖ୍ୟାଳୟ ଚିତ୍ରଡ଼ା…

୪ଶହ ଏକର ଜମିକୁ ମାଡ଼ିଗଲା ଜୁଆର

ରାଜନଗର,୧୪ା୭(ଡି.ଏନ.ଏ.): ପାଟ୍ଟଶାଳା ନଦୀର ଜୁଆର ଗୁରୁବାର ବନ୍ଧ ଡେଇଁ ଭେଡାକୁ ପଶିଛି। ଉଚ୍ଚ ଜୁଆର ରଙ୍ଗଣୀ ପଞ୍ଚାୟତର ପଟ୍ଟାପାରିଆ ଓ ଭେକ୍ଟାମୌଜାର ପ୍ରାୟ ୪ଶହ ଏକର ଚାଷ ଜମିରେ ମାଡି ଯାଇଛି। ଖରିଫ ଧାନ ଚାଷ ପାଇଁ ଚାଷୀମାନେ ତଳି ପକାଇଥିବା…

ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ,୧୫ା୭: ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ଅଟନ୍ତି। ସେ ଭୁବନେଶ୍ୱରରେ ରହୁଥିବା ବେଳେ ସେଠାରେ ତାଙ୍କୁ ଜ୍ୱର ହୋଇଥିଲା। ସେ ନିଜ ଘର ଗଞ୍ଜାମ ଫେରିଥିଲେ। ଗତ ୧୩ ତାରିଖରେ…

ପ୍ରଶ୍ନପତ୍ର ଲିକ୍‌: ଆସନ୍ତା ୧୯ରେ ହେବ ବାତିଲ ହୋଇଥିବା ପରୀକ୍ଷା

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ୧୯ ତାରିଖରେ ହେବାକୁ ଥିବା ପରୀକ୍ଷା…

ଆଜି ପୁଣି ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ବାତିଲ

ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ ହୋଇଥିବା…

ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର ପାଇ ଏନ୍‌ଏସି ଅଧ୍ୟକ୍ଷ ସେକ୍‌ ବାବୁ ଓ କାଉନସିଲର୍‌ ଚନ୍ଦନ ସେଠୀ ପହଞ୍ଚତ୍…

ଯାଞ୍ଚ ପ୍ରକ୍ରିୟାରେ ଅବହେଳା ସନ୍ଦେହ

ପୁରୀ ଅଫିସ,୧୫।୭: ଜାଲ୍‌ ପ୍ରମାଣପତ୍ର ଦେଇ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଆଡ୍‌ମିଶନ କରିଥିବା ୧୧ଜଣ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନକୁ ଉଚ୍ଚଶିକ୍ଷା ବିଭାଗ ଅବୈଧ ଘୋଷଣା କରିବା ପରେ କଲେଜ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ସମ୍ପୃକ୍ତ ଛାତ୍ରୀଛାତ୍ରମାନେ ଜାଲ୍‌…

ଏନ୍‌ଜିଟି ନିର୍ଦ୍ଦେଶ କାର୍ଯ୍ୟକାରିତାରେ ପଛଘୁଞ୍ଚା

ଖୋର୍ଦ୍ଧା ଅଫିସ,୧୫ା୭: ଖୋର୍ଦ୍ଧା ଜିଲା ନିଜିଗଡ଼ ତାପଙ୍ଗ ପଞ୍ଚାୟତ ଅନ୍ତର୍ଗତ ତାପଙ୍ଗ, ଅଣ୍ଡା ଓ ଝିଙ୍କିଝାରୀ ପ୍ରଭୃତି ଗ୍ରାମରେ ଶତାଧିକ ଏକର ଜଗନ୍ନାଥ ଜମି ହରିଲୁଟ ହେଉଛି। ଏହି ଅଞ୍ଚଳରୁ ଦୈନିକ ଶହ ଶହ ଟ୍ରକ୍‌ରେ ମାଙ୍କଡ଼ା ପଥର ଚାଲାଣ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?