ଆମ ଜିଲା ଖବର

ଅସମ୍ପୂର୍ଣ୍ଣ ନଦୀବନ୍ଧ, ବିପଦରେ ଜୀବନ

ଯାଜପୁର ଅଫିସ,୨୬ା୮: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ଶାଖା କାଣି ନଦୀର ବ୍ରହ୍ମଚାରୀପାଟଣାରେ ସୃଷ୍ଟି ହୋଇଥିବା ଘାଇ ଉପରୁ ବନ୍ୟାଜଳ ହ୍ରାସ ପାଇଛି। ଏହାପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଘାଇ ମରାମତି କାମ ଯୁଦ୍ଧକାଳୀନ ଭିତ୍ତିରେ ପୁଣି ଥରେ…

ସାଟେଲାଇଟ୍‌ ଧରିବ କଳାପଥର ଲୁଟ୍‌

ଯାଜପୁର ଅଫିସ,୨୬ା୮: ଓଡ଼ିଶା ଲଘୁ ଖଣିଜ ଦ୍ରବ୍ୟ ରିହାତି-୨୦୧୬ ଓ ରିହାତି (ସଂଶୋଧନ)-୨୦୧୭ ଓ ୨୦୧୮ ଆଇନ ଅନୁଯାୟୀ ଅନୁମୋଦନ ପରିମାଣଠାରୁ ଅଧିକ ଲୁଟ୍‌ ଉପରେ ଗତ ମାର୍ଚ୍ଚରେ ବିଧାନସଭାରେ ପ୍ରଶ୍ନ ହେବା ପରେ ଯାଜପୁର ଜିଲା ଧର୍ମଶାଳା ତହସିଲ ପକ୍ଷରୁ…

ଷ୍ଟାଡିୟମରେ ମିନାବଜାର ଅନିଶ୍ଚିତତାକୁ ନେଇ ଅସନ୍ତୋଷ

ଜଟଣୀ, ୨୬।୮(ଡି.ଏନ୍‌.ଏ):ରାଜ୍ୟରେ ଖୋର୍ଦ୍ଧା ଜିଲା ଜଟଣୀ ଗଣେଶ ପୂଜାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ପୂଜା ସମୟରେ ମନୋରଞ୍ଜନ ଏବଂ କିଣା ବିକା ପାଇଁ ବିଭିନ୍ନ ସ୍ଥାନରେ ବ୍ୟବସାୟୀ ସଂଘ ଏବଂ ସାମାଜିକ ଅନୁଷ୍ଠାନ ପକ୍ଷରୁ ମିନାବଜାର ପଡିଥାଏ। ତେବେ ମିନାବଜାରର…

ହତ୍ୟାକରି ମହାନଦୀକୁ ଫିଙ୍ଗିଦେଇଥିଲେ

ଖୋର୍ଦ୍ଧା ଅଫିସ, ୨୬ା୮:ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପୁବୁସାହିର ଯୁବକ ବାସୁଦେବ ପ୍ରଧାନଙ୍କ ନିଖୋଜ ଘଟଣା ନୂଆମୋଡ଼ ନେଇଛି। ବାସୁଦେବଙ୍କୁ ଅଭିଯୁକ୍ତ କବାଡ଼ିଆ ମାଲିକ ରବୀନ୍ଦ୍ର ମୁଦୁଲି ହତ୍ୟା କରି ବୋଲେରୋରେ ମୃତଦେହ ନେଇ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା କଣ୍ଟିଲୋ…

କୃଷ୍ଣ ବଳରାମ ବେଶରେ ଦୁଇଠାକୁର

ପୁରୀ ଅଫିସ ୨୬ା୮:ଶ୍ରୀମନ୍ଦିରରେ ଗୁରୁବାର ଭାଦ୍ରବ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ କୃଷ୍ଣ ବଳରାମ ବେଶ ସମ୍ପନ୍ନ ହୋଇଛି। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଶ୍ରୀକୃଷ୍ଣ ଏବଂ ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କୁ ବଳରାମ ବେଶରେ ସଜ୍ଜିତ କରାଯାଇଥିଲା।…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

କଟକ ଅଫିସ,୨୬ା୮:କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ଚିକିତ୍ସା ପାଇଁ ଭେଷଜ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡାଙ୍କ ନେତୃତ୍ୱରେ ୪ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇଛି।…

ରାଧେଶ୍ୟାମ, ଗୋବିନ୍ଦଙ୍କ ବିରୋଧରେ ହେଲା ଚାର୍ଜଫ୍ରେମ୍‌

ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍‌ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ ୩୪ରେ…

୧୧ ଦୋଷୀଙ୍କୁ ଛାଡ଼ିବାକୁ କହି ନ ଥିଲୁ

ନୂଆଦିଲ୍ଲୀ,୨୬ା୮:ବହୁଚର୍ଚ୍ଚିତ ବିଲ୍‌କିସ୍‌ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଜଣଙ୍କ ଦଣ୍ଡ ଛାଡ଼ କରି ଗୁଜରାଟ ସରକାର ଅଗଷ୍ଟ ୧୫ରେ ସେମାନଙ୍କୁ ଜେଲରୁ ମୁକ୍ତ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ରେମିଶନ ପଲିସି (ଉତ୍ତମ ବ୍ୟବହାର ପାଇଁ ଦଣ୍ଡ ଛାଡ଼…

ବାଇକ୍‌ ସହ ଭାସି ଯାଇଥିବା ଯୁବକଙ୍କ ମିଳିଲା ମୃତଦେହ

ଫୁଲବାଣୀ ଅଫିସ, ୨୫ା୮: ଫୁଲବାଣୀ ଡାକପାଲା ଚେକ୍‌ ଡ୍ୟାମ ଉପର ରାସ୍ତାରେ ବୁଧବାର ରାତିରେ ଯିବାବେଳେ ବାଇକ ସହ ଜଣେ ଯୁବକ ଭାସି ଯାଇଥିଲେ। ଗୁରୁବାର ତାଙ୍କର ମୃତଦେହ ମିଳିଛି । ମୃତକ ହେଲେ ଡାକପାଲା ଘୋଟାଲ ସାହିର ତାପସ ରଞ୍ଜନ…

ଡିଭାଇଡରରେ ପିଟି ହୋଇ ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଡିଭାଇଡରରେ ବାଇକ୍‌ ପିଟି ହେବାରୁ ୨ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବ୍ରହ୍ମପୁର ସହର ବ୍ରହ୍ମାନଗର ଅଞ୍ଚଳର ସୁମନ ଦାସ ଓ…

ପ୍ରଖର ସ୍ରୋତରୁ ୨ ପୁଅଙ୍କୁ ବଞ୍ଚାଇଲେ ବାପା: ସାନପୁଅ ଏବେବି ନିଖୋଜ

ରାୟଗଡ଼ା ଅଫିସ,୨୫ା୮: ରାୟଗଡ଼ା ଜିଲା ଚେକାଗୁଡ଼ାଠାରେ ରହିଥିବା ଓଡ଼ିଶାର ଦ୍ୱିତୀୟ ଝୁଲାପୋଲ ନିକଟ ନାଗାବଳୀ ନଦୀରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଏକ ପରିବାର ଝୁଲାପୋଲରେ ବୁଲିବା ସହ ନାଗାବଳୀ ନଦୀ ନିକଟକୁ ଯାଇଥିବାବେଳେ ପ୍ରଖର ସ୍ରୋତରେ…

ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ଯୁବକ

ବ୍ରହ୍ମପୁର ଅଫିସ,୨୫ା୮: ଜନୈକା ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଗାନ୍ଧୀନଗରର ସିଏଚ୍‌. ନରେଶ(୨୨)। ପୋଲିସ ଏକ ମାମଲା (ନଂ.୨୩୨/୨୨) ରୁଜୁ କରି ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?