ଜମି ଦେବା ନାଁରେ ୭୮ ଲକ୍ଷ ଠକେଇ: ବିଲ୍ଡର ଗିରଫ
ମଙ୍ଗୁଳି,୧୫ା୭(ଡି.ଏନ୍.ଏ.): ଏକାଧିକ ସ୍ଥାନରେ ଜମି ଦେବାକୁ ପ୍ରତିଶ୍ରୁତି ଦେଇ ୭୮ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ପ୍ରଶାନ୍ତ ବେହେରା ନାମକ ଜଣେ ବିଲ୍ଡରଙ୍କୁ ଜଗତ୍ପୁର ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ତାଙ୍କ ଘର ଗଞ୍ଜାମ ଥାନା କାଇଞ୍ଚପୁର ଗ୍ରାମରେ…
ଚିତ୍ରକୋଣ୍ଡା ଏସ୍ଡିପିଓଙ୍କ ନାମରେ କୋର୍ଟରେ ମାମଲା
ମାଲକାନଗିରି,୧୫ା୭(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍ଡିପିଓ ଅଂଶୁମାନ ଦ୍ବିବେଦୀଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଆଦିବାସୀ ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ବିଧାନସଭାରେ ପ୍ରସଙ୍ଗ ଉଠି ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଗୁରୁବାର ଏସ୍ଡିପିଓ ଦ୍ୱିବେଦୀଙ୍କ…
ଦୋଷ ଛଡ଼ାଇବାକୁ ଉଦ୍ୟମ
କଟକ ଅଫିସ,୧୫ା୭: ଏସ୍ସିବିକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଜୋରସୋର ଉଦ୍ୟମ ଚଳାଇଛନ୍ତି। ଏପରି କି ଏଠାରେ ବିଭିନ୍ନ ସମୟରେ ଆଧୁନିକ ପ୍ରଣାଳୀରେ ଚିକିତ୍ସା କରାଯାଇ ବିରଳ ରେକର୍ଡ ସୃଷ୍ଟି କରାଯାଉଛି। ହେଲେ ଏମିତି କିଛି ଘଟଣା ଘଟୁଛି, ଯାହାକି…
କିସ୍ତି ଟଙ୍କା ଶୁଝି ନ ପାରି ଆତ୍ମହତ୍ୟା
ଯାଜପୁର ରୋଡ୍,୧୫ା୭(ଡି.ଏନ.ଏ.):ଯାଜପୁର ରୋଡ୍ ଥାନା ଅଧୀନ ସାପଗାଡ଼ିଆ ଗାଁରେ କିସ୍ତି ଟଙ୍କା ପରିଶୋଧ କରି ନ ପାରିବାରୁ ଦୀନବନ୍ଧୁ ମଣ୍ଡଳ ନାମକ ଜଣେ ବ୍ୟକ୍ତି ଗୁରୁବାର ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୀନବନ୍ଧୁ ତାଙ୍କ ସ୍ତ୍ରୀ ସାବିତ୍ରୀ ଏବଂ…
ଭଉଣୀଙ୍କ ମିଳୁନି ପତ୍ତା: ମାରିଦେଇଥିବା ଅଭିଯୋଗ ଆଣିଲେ ଭାଇ
ଝାରସୁଗୁଡ଼ା ଅଫିସ,୧୪।୭: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଗୌର ପ୍ରଧାନଙ୍କ ସ୍ତ୍ରୀ ଗୀତାଞ୍ଜଳି (୩୮) ଗତ ୩୦ତାରିଖରୁ ନିଖୋଜ ହୋଇଯାଇଛନ୍ତି। ଘଟଣାକୁ ୧୫ଦିନ ବିତିଯାଇଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳପାରି ନାହିଁ। ଏ ନେଇ ମହିଳାଙ୍କ ଭାଇ…
ପ୍ରଶ୍ନପତ୍ର ଲିକ୍ ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ, ଦୃଢ଼ କାର୍ଯ୍ୟାନୁଷ୍ଠାନ
ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଛି। ଗୁରୁବାର ସକାଳେ ଘଟଣା ଜଣାପଡିବା ପରେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ କଲେଜକୁ ପରୀକ୍ଷା ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ…
ସାପ କାମୁଡ଼ାରେ ଚାଲିଗଲା ସ୍ବାମୀ-ସ୍ତ୍ରୀଙ୍କ ଜୀବନ
ପାଇକମାଳ,୧୪।୭(ଡି.ଏନ୍.ଏ.): ବରଗଡ଼ ଜିଲା ପାଇକମାଲ ବ୍ଳକ ଝିଟିକି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବୁଧବାର ରାତିରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ାରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ହେଲେ ଦେଢ ବର୍ଷର ଶିଶୁ ଅଳ୍ପକେ ବର୍ତ୍ତିଯାଇଛି। ଘଟଣାରୁ ପ୍ରକାଶ…
ଗୋଟିଏ ଘଟଣାରେ ଦୁଇଟି ମାମଲା: ଭିଜିଲାନ୍ସ ତଦନ୍ତ ଆରମ୍ଭ
ହାଟଡିହୀ,୧୪ା୭(ଡି.ଏନ୍.ଏ.): ସରକାରୀ ଅର୍ଥ ଆତ୍ମସାତ ନେଇ କେନ୍ଦୁଝର ଜିଲା ହାଟଡିହୀ ତହସିଲର ଦୁଇ ଜଣ ପୂର୍ବତନ କର୍ମଚାରୀଙ୍କ ନାମରେ ତହସିଲଦାର ଦିଲ୍ଲୀପ କୁମାର ସାହୁ ପ୍ରଶାସନର ନିର୍ଦ୍ଦେଶ କ୍ରମେ ନନ୍ଦିପଦା ଥାନାରେ ଅଭିଯୋଗ କରିଥିଲେ। କେସ୍ ନଂ ୧୩୭/୨୦.୬.୨୨ ଅଟେ। ମାମଲା…
ରାହୁଲଙ୍କ କୁଶପୁତ୍ତଳିକା ଦାହ
ବୁଗୁଡ଼ା,୧୪ା୭(ଡି.ଏନ୍.ଏ.): ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସର ମୁଖପାତ୍ର ଦେଇଥିବା ଅଶାଳୀନ ଓ ଅପମାନ ସୂଚକ ମନ୍ତବ୍ୟର ଦୃଢ଼ ପ୍ରତିବାଦ କରି ଗୁରୁବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବୁଗୁଡ଼ା ମଦନମୋହନ ଛକରେ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ…
ଝରକା ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜୁନାଗଡ଼,୧୪ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଗ୍ରାମର ଫକୀର ମୋହନ ପଣ୍ଡାଙ୍କ ଘରୁ ଦୁର୍ବୃତ୍ତମାନେ ଝରକା ଗ୍ରୀଲ୍ ଭାଙ୍ଗି ସୁନା,ଟଙ୍କା,ମୋବାଇଲ ଚୋରି କରିନେଇଛନ୍ତି। ଏ ନେଇ ଫକୀର ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘରେ କେହି ନ…
ପୌରପାଳିକା ସଫେଇ କର୍ମଚାରୀଙ୍କ କାର୍ଯ୍ୟାଳୟ ଘେରାଉ
କେନ୍ଦୁଝର,୧୪ା୭(ସ୍ବ.ପ୍ର.): ବିଭିନ୍ନ ସମସ୍ୟା ନେଇ ଗୁରୁବାର କେନ୍ଦୁଝର ପୌରପାଳିକାର ସଫେଇ କର୍ମଚାରୀମାନେ କାମ ବନ୍ଦ କରି ସକାଳୁ ଅଫିସ ଘେରାଉ କରିଛନ୍ତି। ଫଳରେ ସହରରେ ସଫେଇ କାମ ବାଧାପ୍ରାପ୍ତ ହୋଇଥିବା ବେଳେ ଚାରିଆଡ଼େ ମଇଳା ଆବର୍ଜନା ଜମା ହୋଇରହିଛି। ଦୀର୍ଘ ବହୁ…
ଦ୍ରୌପଦୀ ମୁର୍ମୁଙ୍କୁ ଅପମାନିତ ମନ୍ତବ୍ୟର ପ୍ରତିବାଦ
କେନ୍ଦୁଝର,୧୪ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରୁ ଜଣେ ଆଦିବାସୀ ମହିଳାଙ୍କୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ କରିଥିବାରୁ କଂଗ୍ରେସ ପକ୍ଷରୁ ଜାତୀୟ ମୁଖପାତ୍ର ଅଜୟ କୁମାର ବିବାଦୀୟ ମନ୍ତବ୍ୟ ଦେବା ପ୍ରତିବାଦରେ ଗୁରୁବାର ଭାଜପା ପକ୍ଷରୁ ଜିଲା…

