ନାଳରେ ଭାସି ଯାଇଥିଲେ, ଆଜି ଉଦ୍ଧାର ହେଲା ମୃତଦେହ
କୋରୁକୋଣ୍ଡା,୧୩ା୭(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ଏମ୍ଭି-୩୧ ନିକଟ ନାଳରେ ଗତକାଲି ଭାସିଯାଇଥିବା ବ୍ୟକ୍ତିଙ୍କ ମୃତଦେହ ବୁଧବାର କୋରୁକୋଣ୍ଡା ଅଗ୍ନିଶମ ବିଭାଗ ଦ୍ୱାରା ଉଦ୍ଧାର କରାଯାଇଛି। ମାଲକାନଗିରି ଜିଲାରେ କିଛିଦିନ ହେବ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ…
କାଲି ୧୨ ଘଣ୍ଟା ବନ୍ଦ ରହିବ ମା’ ତାରିଣୀଙ୍କ ଦର୍ଶନ
କେନ୍ଦୁଝର,୧୩।୭(ଡି.ଏନ୍.ଏ.): ଶ୍ରଦ୍ଧାଳୁଙ୍କ ପାଇଁ ମା’ ଗୁରୁବାର ତାରିଣୀଙ୍କ ଦର୍ଶନ ବନ୍ଦ ରହିବ । ସକାଳ ୬ଟାରୁ ସା ୬ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଆଷାଢୀ ପର୍ବ…
ବିଶ୍ରାମାଗାର ନିର୍ମାଣରେ ଦୂରଦୃଷ୍ଟି ଅଭାବ
ପରଜଙ୍ଗ, ୧୩।୭(ଡି.ଏନ.ଏ.) – ବିଶ୍ରାମାଗାର ନିର୍ମାଣରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍ଏଚ୍ଏଆଇ)ଙ୍କ ଦୂରଦୃଷ୍ଟିର ଅଭାବ ପ୍ରତିବାଦରେ ମଙ୍ଗଳବାର ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମବାସୀ। ସେମାନେ ପୂର୍ବାହ୍ନ ୯ଟାରୁ ଦୁଇଘଣ୍ଟା ଧରି ପଥରଖମ୍ବ ଛକ ନିକଟରେ…
ଧରାପଡ଼ିଲା ବାଇକ୍ ଚୋରି ର଼୍ୟାକେଟ୍
ଢେଙ୍କାନାଳ ଅଫିସ, ୧୩।୭ – ସହରରେ ଘୂରି ବୁଲୁଥିଲେ। ସାମାନ୍ୟ ସୁବିଧା ମିଳିଲେ ମାଷ୍ଟର କି’ ସହାୟତାରେ ଚୋରି କରି ନେଇଯାଉଥିଲେ ବହୁ ମୂଲ୍ୟ ଟଙ୍କାର ବାଇକ୍। ଜାଲ୍ ନମ୍ବର ପ୍ଲେଟ୍ ଲଗାଇ ଏହାକୁ ଶାଗମାଛ ଦରରେ ବିକ୍ରି କରିଦେଉଥିଲେ। ଏଭଳି…
ଜଙ୍ଗଲ ଜମିରେ ଅମୃତ ସରୋବର ପୋଖରୀ
କାମାକ୍ଷାନଗର, ୧୩।୭(ଡି.ଏନ୍.ଏ) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କଣ୍ଟାପାଳ ପଞ୍ଚାୟତ ପକ୍ଷରୁ ଅମୃତ ସରୋବର ଯୋଜନାରେ ଖୋଳାଯାଇଥିବା ପୋଖରୀକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶ୍ରମିକ ସହାୟତାରେ ଏହି ଜଳାଶୟ ଖନନ ନିୟମ ରହିଥିଲେ ମଧ୍ୟ ମେଶିନରେ କାମ କରାଯାଇଛି।…
ତହସିଲଦାରଙ୍କ ବଦଳି ଦାବିରେ ରାଜନୀତି ସରଗରମ
ଗଞ୍ଜାମ,୧୩।୭(ଡି.ଏନ୍.ଏ.): ଗଞ୍ଜାମ ତହସିଲଦାରଙ୍କ ଅଶାଳୀନ ବ୍ୟବହାର ଓ କାର୍ଯ୍ୟଶୈଳୀକୁ ନେଇ ଗଞ୍ଜାମ ସହରରେ ରାଜନୀତି ଜୋର ଧରିଛି। ତହସିଲଦାର ହଟାଓ ଏବେ ଭିନ୍ନ ମୋଡ଼ରେ ଥିବା ପରିଲିକ୍ଷିତ ହେଉଛି। ସହରର ଗୋଟିଏ ପକ୍ଷ ତହସିଲଦାରଙ୍କ କାର୍ଯ୍ୟକଳାପ ଭଲ ନୁହେଁ କହି ବଜ଼ାର…
ଯୋକଡ଼ିଆ ବ୍ରିଜ ଉପରେ ସାଇକେଲ୍ ପକାଇ ଖରସ୍ରୋତାକୁ ଡେଇଁଲେ ଯୁବତୀ
ଯାଜପୁର ଅଫିସ,୧୩।୭: ଯାଜପୁର ରୋଡ ଥାନା ଯୋକଡ଼ିଆ ପୁରୁଣା ବ୍ରିଜ ଉପରୁ ଖରସ୍ରୋତା ନଦୀକୁ ବୁଧବାର ସକାଳେ ଜଣେ ଯୁବତୀ ଡେଇଁ ଅତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ରିଜ ଉପରୁ ଯୁବତୀଙ୍କ ସାଇକେଲ ଓ ଚପଲ ଜବତ କରାଯାଇଛି। ଏହାର ପଛରେ ଥିବା…
କଠିନ ପରିଶ୍ରମ କେବେ ବୃଥା ଯାଏ ନାହିଁ
ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ଚଳିତ ମାଟ୍ରିକ୍ ପରୀକ୍ଷାରେ ଏ-୧ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇଥିବା ଅନୁଗୋଳ ଜିଲାର ୮୬ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଢେଙ୍କାନାଳ ଏମ୍ପି ମହେଶ ସାହୁ ସମ୍ବର୍ଦ୍ଧିତ କରିଛନ୍ତି।…
୫୫ ନମ୍ବର ଜାତୀୟ ରାଜପଥ ଅବରୋଧ
ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ ରାଜପଥ ମରାମତି କାର୍ଯ୍ୟ ଓ ସଂପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ରାସ୍ତା ବିପଦ ସଙ୍କୁଳ…
କଏଦୀଙ୍କ ଚିକିତ୍ସା ବ୍ୟବସ୍ଥାକୁ କୋଣଠେସା
ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲା କାରାଗାର ହେଉ କି ଉପଖଣ୍ଡରେ ଥିବା କାରାଗାର, କୌଣସି ସ୍ଥାନରେ ସ୍ଥାୟୀ ଡାକ୍ତର ନାହାନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ନିକଟକୁ ଚିଠି ଲେଖାଯାଇଥିଲେ ମଧ୍ୟ ଆବଶ୍ୟକ ପଦକ୍ଷେପ ନିଆଯାଉ ନାହିଁ। ଫଳରେ ଏଠାରେ…
ଅଭାବୀ ବର୍ଷାକୁ ନେଇ ଚିନ୍ତାରେ ଚାଷୀ
ଚମ୍ପୁଆ, ୧୩।୭(ଡି.ଏନ.ଏ.) – କେନ୍ଦୁଝର ଜିଲା ଚମ୍ପୁଆ କୃଷି ଜିଲାର ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତକୁ ନେଇ ଧାନ ଚାଷୀଙ୍କ ଚିନ୍ତା ବଢିବାରେ ଲାଗିଛି। ସ୍ବାଭାବିକ ବର୍ଷାକୁ ଅପେକ୍ଷା କରି ବୁଣା ଜମି ଗୁଡିକ ପଡ଼ିଆ ପଡ଼ିଥିବା ବେଳେ ଚାଷୀ ଚଳିତ ମାସ…
‘ଦିନଟିଏ ଉପାସ ରହିବେ ମା’ ତାରିଣୀ’
ଘଟଗାଁ,୧୩।୭(ଡି.ଏନ.ଏ.) – ଆସନ୍ତା ଗୁରୁବାର ଘଟଗାଁ ମା’ ତାରିଣୀଙ୍କ ଆଷାଢୀ ପର୍ବ ପାଳନ କରାଯିବ। ଏଥିପାଇଁ ଗତ ସୋମବାର ତାରିଣୀ ମନ୍ଦିର ପରିଚାଳନା ବୋର୍ଡ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଏନେଇ ବ୍ୟାପକ ଆଲୋଚନା କରାଯାଇ ମା’ଙ୍କ…

