ଆମ ଜିଲା ଖବର

ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ସମେତ ୫ ଗିରଫ

ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର (ଡି.ଏନ.ଏ.),୨୪।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷ ଜେଲ୍‌ରୁ ମୁକୁଳିବା ପରେ ସହଯୋଗୀଙ୍କ ସହିତ ମିଶି ସୋମବାର ସନ୍ଧ୍ୟାରେ ଡକାୟତି ଯୋଜନା କରୁଥିବାବେଳେ ପୋଲିସ ଏହାକୁ ପଣ୍ଡ କରିଛି। ବ୍ରଜରାଜନଗର ପୋଲିସ ସୋନୁଙ୍କ ସମେତ ୫…

ଜାତୀୟ ରାଜପଥ ଉପରେ ସହରର ନର୍ଦ୍ଦମାଜଳ

କୋରାପୁଟ,୨୪।୮(ସ୍ବ.ପ୍ର.): କୋରାପୁଟ ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ସହରର ନଦ୍ଦର୍ର୍ମା ଜଳ ମାସ ମାସ ଧରି ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ଯାତାୟାତ ବେଳେ ଲୋକେ ହଇରାଣ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ରେଲୱେ…

ଗାଡ଼ି ଚୋରି ବେଳେ ମାଡ଼ିବସିଲେ

ଢେଙ୍କାନାଳ ଅଫିସ, ୨୪।୮: ଢେଙ୍କାନାଳ ସହର ୫ନଂ. ୱାର୍ଡ ବସ୍‌ଷ୍ଟାଣ୍ଡ ଅମଲାପଡ଼ା ଅଞ୍ଚଳରୁ ମଙ୍ଗଳବାର ରାତି ପ୍ରାୟ ୮ଟାରେ ବୋଲେରୋ ଚୋରି ଉଦ୍ୟମ କରୁଥିବା ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅନ୍ୟ ୨ଜଣ ଫେରାର…

ପ୍ରଥମ ପର୍ଯ୍ୟାୟରେ ୬୪ ଜଣଙ୍କୁ ନିଯୁକ୍ତି

ଢେଙ୍କାନାଳ ଅଫିସ, ୨୪।୮: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟିସ୍ଥିତ ରିମ୍‌ଝିମ୍‌ ଇସ୍ପାତ କମ୍ପାନୀରେ ଜମିହରା ପ୍ରଜାଙ୍କ ନିଯୁକ୍ତି ପ୍ରକ୍ରିୟା ନେଇ ଏକ ବୈଠକ ମଙ୍ଗଳବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

ଫାଷ୍ଟ ଫୁଡ୍‌ ଖାଦ୍ୟରେ ରାସାୟନିକ ଦ୍ରବ୍ୟ

ବ୍ରହ୍ମପୁର ଅଫିସ,୨୪।୮:ବ୍ରହ୍ମପୁର ସହରବାସୀଙ୍କ କ୍ଷେତ୍ରରେ ଫାଷ୍ଟଫୁଡ ଆଦର ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସହରର ସାହି ଛକଠାରୁ ଆରମ୍ଭ କରି ମୁଖ୍ୟ ଛକରେ ମଧ୍ୟ ମାଳ ମାଳ ଫାଷ୍ଟ ଦୋକାନ ଫୁଡ ଗଢି ଉଠିଛି। ବିଶେଷକରି କୋଭିଡ୍‌ ମହାମାରୀ ପରେ…

ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୪।୮(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ…

ବ୍ରହ୍ମପୁରରେ ୧୭ ପ୍ରତିଶତ ନେଇଛନ୍ତି ପ୍ରିକସନ ଡୋଜ୍‌

ଛତ୍ରପୁର,୨୪୮(ଡିଏନଏ ): ନଗର ସ୍ବାସ୍ଥ୍ୟ ମିଶନର ପ୍ରଥମ କାର୍ଯ୍ୟକାରୀ କମିଟି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବହିର୍ଚିକିତ୍ସା ନିମନ୍ତେ ଆସୁଥିବା ରୋଗୀଙ୍କ ସଂଖ୍ୟା, ବିଶେଷଜ୍ଞ, କାୟାକଳ୍ପ ଯୋଜନା, ଇ- ସଞ୍ଜୀବନୀ…

ଚାଷୀଙ୍କ ସହ ମିଶି ଧାନତଳି ରୋଇଲେ ବିଧାୟକ

ଖଇରା,୨୪।୮(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନିଜର ନିଆରା ଢଙ୍ଗର କାର୍ଯ୍ୟଶୈଳୀକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହି ଆସିଛନ୍ତି ା କେତେବେଳେ ହକର ସାଜି ଘରେ ଘରେ ଖବରକାଗଜ ବାଣ୍ଟି ତ…

ଶିମିଳିପାଳର ଆକର୍ଷଣ ଯୋରନ୍ଦା ଜଳପ୍ରପାତ

ବାରିପଦା ଅଫିସ,୨୪।୮: ବିଶ୍ୱ ବିଖ୍ୟାତ ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ଦୃଶ୍ୟ ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରିଥାଏ। ଏଠାକାର ସବୁଜ ପାହାଡ଼ରୁ ଝରି ପଡୁଥିବା ଜଳପ୍ରପାତର ମନୋରମ ଦୃଶ୍ୟକୁ ଦେଖି ଲୋକେ ବେଶ ଆନନ୍ଦିତ ହୋଇଥାନ୍ତି। ଏହି ଭଳି ଏକ ଦୃଶ୍ୟକୁ…

ଗାଁଦାଣ୍ଡରେ ବନ୍ୟାଜଳ

ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା ଅବର୍ଣ୍ଣନୀୟ ା ଗାଁ ଦାଣ୍ଡରେ ପାଣିର ସୁଅ ଚାଲିଛି। ୪୦ ହଜାର ଗୃହପାଳିତ ପ୍ରାଣୀ…

କେନ୍ଦୁଝର ମେଡିକାଲ କଲେଜରେ ୧୦୦ ସିଟ୍‌କୁ ଅନୁମତି

କେନ୍ଦୁଝର,୨୪।୮(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ସହର ନିକଟ କବିତାଠାରେ ନୂତନ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିବା ବେଳେ ଚଳିତ ବର୍ଷଠାରୁ ୧୦୦ଜଣ ଛାତ୍ରୀଛାତ୍ରଙ୍କ ନାମ ଲେଖିବା ନେଇ ଅନୁମତି ମିଳିିଛି। ୨୦୨୨-୨୩ ଆର୍ଥିକ ବର୍ଷରୁ ଏଠାରେ ପିଲା ପାଠ ପଢ଼ିବେ। ଏଥିପାଇଁ ଜାତୀୟ…

ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୩ା୮(ଡି.ଏନ୍‌.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?