ଆମ ଜିଲା ଖବର

ଟାଙ୍ଗର ପଡ଼ିଆରେ ହେବ ଖଣି ଅଞ୍ଚଳର ଟ୍ରକ୍‌ ପାର୍କିଂ

କାଳିଆପାଣି,୨୪ା୮(ଡି.ଏନ.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନ ପାଇଁ ଆସୁଥିବା ଟ୍ରକ୍‌ଗୁଡ଼ିକ ପାଇଁ ଟାଙ୍ଗର ପଡ଼ିଆରେ ହେବ ପାର୍କିଂ ବ୍ୟବସ୍ଥା। ଟ୍ରାଫିକ ସମସ୍ୟା ଦୂର କରିବା ସହ ଟ୍ରକ୍‌ଗୁଡ଼ିକୁ ଶୃଙ୍ଖଳିତ ଭାବେ ପରିବହନ ସୁବିଧା ଦେବା ପାଇଁ ସ୍ଥାନୀୟ କୁସୁମୁଣ୍ଡିଆଠାରେ ଥିବା…

ବନ୍ୟାଜଳ ଧୋଇନେଲା ଚାଷୀଙ୍କ ବର୍ଷକ ଆହାର

ମହାକାଳପଡ଼ା,୨୪ା୮(ଡି.ଏନ୍‌.ଏ.): ମହାନଦୀର ଚଳିତ ବନ୍ୟାଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଚାଷୀଙ୍କ ମୁହଁରୁ ବର୍ଷକର ଆହାର ଛଡ଼ାଇ ନେଇଛି। ଚାଷୀମାନଙ୍କ ଖରିଫ ଧାନ ଫସଲ ବନ୍ୟାଜଳରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ଚାଷୀମାନଙ୍କୁ କେମିତି ବର୍ଷେ ପରିବାର ପ୍ରତିପୋଷଣ କରିବେ ସେହି…

ଟଙ୍କା ନ ଦେଲେ ମାଟ୍ରିକ ସାର୍ଟିଫିକେଟ ନାହିଁ

ଆଳି,୨୪ା୮(ଡି.ଏନ.ଏ.): ଚଳିତବର୍ଷ ମାଟ୍ରିକ ପାସ କରିଥିବା ଛାତ୍ରୀଛାତ୍ରମାନଙ୍କୁ ସାର୍ଟିଫିକେଟ ଦେବା ନିମନ୍ତେ ଜୋରଜବରଦସ୍ତ ବିଦ୍ୟାଳୟର ଶିକ୍ଷୟତ୍ରୀଶିକ୍ଷକ ୨୦୦ରୁ ୪୦୦ଟଙ୍କା ମାଗୁଛନ୍ତି। ଯେଉଁ ଛାତ୍ରୀଛାତ୍ର ଟଙ୍କା ଦେଉଛନ୍ତି ତାଙ୍କୁ ସାର୍ଟିଫିକେଟ ମିଳୁଛି। ଯିଏ ଟଙ୍କା ଦେଉନି ତାକୁ ସାର୍ଟିଫିକେଟ ଦିଆଯାଉନି। ଏପରିକି ସେମାନଙ୍କୁ…

ବନ୍ୟାରେ ଭାସିଗଲା ମତ୍ସ୍ୟଚାଷୀଙ୍କ ଜୀବିକା

କେନ୍ଦ୍ରାପଡ଼ା ଅଫିସ, ୨୪ା୮: ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର ଜୀବନ ଜୀବିକାକୁ ବିପର୍ଯ୍ୟସ୍ତ କରିଦେଇଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଥିଲା। ଏଥିରେ ଜିଲାର ୭ ବ୍ଲକ ଅଞ୍ଚଳର ୯୯…

ଦୁଗ୍ଧ ଉତ୍ପାଦନ ୨୫% ହ୍ରାସ, ଗୋ ସମ୍ପଦ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୨୪ା୮: ଜଗତ୍‌ସିଂହପୁର ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ଏହି ଜିଲାର ଅଧିକାଂଶ ଲୋକ କୃଷି ଓ ଗୋ ସମ୍ପଦ ପାଳନ କରି ଜୀବିକା ନିର୍ବାହ କରିଥାନ୍ତି। ବିଶେଷକରି ଦୁଗ୍ଧ ବିକ୍ରି କରି ଜିଲାର ବହୁ ଲୋକ ପରିବାର…

ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର

ବଲାଙ୍ଗୀର ଅଫିସ,୨୪ା୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁକ୍ତଦୁଇ ଛାତ୍ରୀ (୧୬)ଙ୍କୁ ସୋମବାର ଅପହରଣ କରାଯାଇଥିଲା। ସମ୍ପୃକ୍ତା ଅପହୃତା ନାବାଳିକା ଛାତ୍ରୀଙ୍କୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମଙ୍ଗଳବାର ସକାଳେ ଉଦ୍ଧାର କରାଯାଇଛି। ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର…

୧୮, ୭୭୦ ଗୃହପାଳିତ ପ୍ରାଣୀ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୪ା୮: ଖୋର୍ଦ୍ଧା ଜିଲାରେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ପ୍ରଶାସନର କ୍ଷୟକ୍ଷତି ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା, ବେଗୁନିଆ ଓ ଜଟଣୀ ବ୍ଲକର ୧୩ଟି ପଞ୍ଚାୟତରେ ବନ୍ୟା ପାଣି ମାଡିଛି। ଜିଲାର ୪୭ଟି ଗଁା ପ୍ରଭାବିତ ହୋଇଥିବା ବେଳେ ୨୨ହଜାର…

ସହାୟତା ଆଳରେ ପ୍ରଚାର ନ ହେଉ

ପୁରୀ ଅଫିସ,୨୪।୮: ପୁରୀ ଜିଲାର ଅଧିକାଂଶ ଅଞ୍ଚଳରେ ବନ୍ୟାର ବିଭୀଷିକା ଦେଖାଯାଇଥିବା ବେଳେ ଏବେ ବି ହଜାର ହଜାର ଲୋକ ବନ୍ୟାଜଳ ଘେରରେ ରହିବା ସହ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ପ୍ରଶାସନ ପକ୍ଷରୁ ସହାୟତା ଦିଆଯାଉଥିବାବେଳେ ତାହା…

ବନ୍ୟପ୍ରାଣୀ ବ୍ଲଗର ଗିରଫ

ସମ୍ବଲପୁର,୨୪ା୮(ବ୍ୟୁରୋ): ବନ୍ୟପ୍ରାଣୀ ପ୍ରେମୀ ଭାବେ ବିଭିନ୍ନ ସୋସିଆଲ ମିଡିଆରେ ଜଣାଶୁଣା ଅନେକ ବ୍ୟକ୍ତି ଭିତିରିଆ ଭାବେ ପ୍ରାଣୀ ଚୋରା ଚାଲାଣ ବ୍ୟବସାୟରେ ଲିପ୍ତ ରହୁଛନ୍ତି। ଏଭଳି ଜଣେ ୟୁଟ୍ୟୁବ୍‌ ବ୍ଳଗର୍‌ ସମ୍ବଲପୁର ଜିଲା ଧମା ଥାନା ପାଞ୍ଚଫୁଟ ଗ୍ରାମର ରାମଚନ୍ଦ୍ର ରଣାଙ୍କୁ…

୩୫୦ରୁ ଊର୍ଦ୍ଧ୍ୱ କଇଁଛ ଉଦ୍ଧାର

କାଲିମେଳା, ୨୪ା୮(ଡି.ଏନ.ଏ.): ଚୋରାରେ କଇଁଛ ବିକ୍ରି ଚାଲିଥିବା ବେଳେ ମାଲକାନଗିରି ଜିଲା କାଲିମେଳା ବନ ବିଭାଗ ଚଡାଉ କରି ବିପୁଳ ପରିମାଣର ଜିଅନ୍ତା କଇଁଛ ଜବତ କରିଛି l ଏହାର ଆନୁମାନିକ ବଜାର ମୂଲ୍ୟ ୨.୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍ ହେବ…

ପରପାରିରେ ଗାନ୍ଧୀବାଦୀ ସମାଜସେବୀ ଘାସିରାମ

କୋକସରା,୨୩।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳର ଚିର ପରିଚିତ ଗାନ୍ଧିବାଦୀ ଚିନ୍ତାଧାରାରେ ଅନୁପ୍ରାଣିତ ବରିଷ୍ଠ ସମାଜସେବୀ ଘାସିରାମ ପାଟ୍ଟଯୋଶୀଙ୍କ ମଙ୍ଗଳବାର ସନ୍ଧ୍ୟାରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଗତକିଛ…

ଖଣ୍ଡିଆକୁଦରେ ବୁଡ଼ିଲା ଡଙ୍ଗା

ଗୋପ,୨୩।୮(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଖଣ୍ଡିଆକୁଦ ଠାରେ ମଙ୍ଗଳବାର ଅପରାହ୍ନରେ ଡ଼ଙ୍ଗା ବୁଡ଼ି ଯାଇଛି। ଡଙ୍ଗାରେ ୨୫ରୁ ୩୦ ବନ୍ୟାବିତ୍ପଣ୍ଣ ଯାତ୍ରୀ ଥିବା ବେଳେ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବରପାଇ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?