ଭାରତୀୟ ସାଂସ୍କୃତିକ ସହଯୋଗ-ମୈତ୍ରୀ ସମିତିର ସମ୍ପାଦକ ହେଲେ ହରପ୍ରସାଦ
ଦିଗପହଣ୍ଡି, ୨୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଥିବା ଜଣାପଡିଛି।...
ଗଞ୍ଜାମକୁ ମିଳିଲା ପ୍ରଥମ ଜଳ ସଞ୍ଚୟ ଜନ ଭାଗିଦାରୀ ପୁରସ୍କାର
ଛତ୍ରପୁର,୨୦ା୧୧(ଦିଲ୍ଲୀପ ସାମଲ): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଷଷ୍ଠ ଜାତୀୟ ଜଳ ପୁରସ୍କାର-୨୦୨୪ ଏବଂ ପ୍ରଥମ ଜଳ ସଂଚୟ ଜନ ଭାଗିଦାରୀ ପୁରସ୍କାର ପ୍ରଦାନ କରିଛନ୍ତି। ଜଳ ସଂରକ୍ଷଣ ଏବଂ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ...
ଭଞ୍ଜନଗର ସୌନ୍ଦର୍ଯ୍ୟକରଣ ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ: ବିଧାୟକ କହିଲେ ଏନେଇ…
ଭଞ୍ଜନଗର,୨୦ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିର ୧୩ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗଦେଇ ସହରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ...
ପୋଷ୍ଟ ଅଫିସରୁ ଲକ୍ଷାଧିକ ଲୁଟିନେଲେ ଦୁର୍ବୃତ୍ତ
ସାକ୍ଷୀଗୋପାଳ,୨୦ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଭୁବନେଶ୍ବର-ପୁରୀ ଜାତୀୟ ରାଜପଥ ସତ୍ୟବାଦୀ ଥାନାକୁ ଲାଗି ରହିଥିବା ସାକ୍ଷୀଗୋପାଳ ଉପଡାକଘରୁ ବୁଧବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। କବାଟ କବଜା ତାଡ଼ି ଲୁଟେରା ଅଫିସ ଭିତରେ ପଶି ସିସିଟିଭି ହାର୍ଡଡିକ୍ସ...
ବାନ୍ଧବୀଙ୍କ ସହ ଗଞ୍ଜେଇ ଚାଲାଣ କରୁଥିଲେ ଯୁବକ, ବାଟରେ ଛକି ରହିଥିଲା ପୋଲିସ, ଆଉ ତା’ପରେ…
ଦେବଗଡ,୨୦।୧୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ରିଆମାଳ ପୋଲିସକୁ ସଫଳତା । ବାନ୍ଧବୀଙ୍କ ସହ ଜଣେ ଯୁବକ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଗୋଡାଇ ଗୋଡାଇ ଧରିଲା ପୋଲିସ । ୫୮ କେଜି ଗଞ୍ଜେଇ ସମେତ ସ୍ବିିପ୍ଟ ଡିଜାୟାର କାର...
ପାଠପଢ଼ାରେ ବାଧକ ନ ସାଜୁ ଦୃଷ୍ଟିଶକ୍ତି, ୨୮୦ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରି ଡାକ୍ତର…
ଦାରିଙ୍ଗବାଡ଼ି,୨୦ା୧୧(ଅରୁଣ ସାହୁ): ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ସୁବିଧାକୁ ଗୁରୁତ୍ୱ ଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କରାଯାଉଛି। ଏହି କ୍ରମରେ ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ କୌଣସି ସମସ୍ୟା ନ ଉପୁଜିବା ପାଇଁ ବିଶେଷ କରି ଅଧ୍ୟୟନ...
ପୂଜାର୍ଚ୍ଚନା କରି ମଣ୍ଡିରେ ଧାନ ପୂରାଇଲେ ଚାଷୀ, ଆସନ୍ତାକାଲିଠାରୁ ପ୍ରତିଦିନ…
ଅତାବିରା, ୨୦।୧୧(ଯୁଧିଷ୍ଠିର ମହାପାତ୍ର ): ଚଳିତ ବର୍ଷ ଖରିଫ ଧାନ କିଣା ବିକା ପ୍ରକ୍ରିୟା ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ରାଜ୍ୟର ଭାତ ହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଅତାବିରା ଅଞ୍ଚଳରେ ସର୍ବପ୍ରଥମେ ଧାନ କିଣା ବିକା...
ଲଙ୍କାଚାଷ କରି ଦୁଇ ପଇସା ରୋଜଗାର କରୁଛନ୍ତି ଗୁଣ ନାଏକ, କହିଲେ ସଫଳତାର ସୂତ୍ର…
କେସିଙ୍ଗା,୨୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ପଞ୍ଚାୟତର କଣ୍ଟାପଡ଼ା ଗ୍ରାମର ଜଣେ ସଫଳ ଚାଷୀ ୨୦ ଡେସିମିଲି ଜାଗାରେ ଲଙ୍କାଚାଷ କରି ସଫଳ ହୋଇଥିବାରୁ ଗତ ୧୮ ତାରିଖରେ ଅନୁଷ୍ଠିତ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ...
ତହସିଲଦାରଙ୍କ ପାଖକୁ ଗଲେ ଗ୍ରାମବାସୀ, ଜବରଦଖଲ ଉଚ୍ଛେଦ ଦାବିରେ ଦେଲେ ଏମିତି ଦାବିପତ୍ର
ଅମରପାଲି,୨୦।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ହିଲୁଙ୍ଗ ଗ୍ରାମରେ ଜବରଦଖଲ ଉଚ୍ଛେଦ ଦାବିରେ ଗୁରୁବାର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ଗ୍ରାମବାସୀ। ଅଭିଯୋଗ ଅନୁସାରେ ତହସିଲ ଅନ୍ତର୍ଗତ ହିଲୁଙ୍ଗ ଗ୍ରାମର କେତେକ ବ୍ୟକ୍ତି ଗ୍ରାମରେ ଥିବା ଅନାବାଦୀ,ଗୋଚର,ଜଳଚର,...
୨୦୨୩ରେ ନାବାଳିକାଙ୍କୁ ଉଠାଇ ନେଇଥିଲେ ଯୁବକ, ଆଜି ଆସିଲା ରାୟ, ଅଭିଯୁକ୍ତ ୩ ବର୍ଷ ପାଇଁ…
ଜୟପାଟଣା,୨୦ା୧୧(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ଗତ ୨୦୨୩ ମସିହାରେ ହୋଇଥିବା ଜଣେ ନାବାଳିକାଙ୍କୁ ଅପହରଣ ଓ ଯୌନ ନିର୍ଯାତନା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି...
ଏନସିସି ଦିବସ ପାଇଁ ପ୍ରସ୍ତୁତି: କ୍ୟାଡେଟଙ୍କ ମଧ୍ୟରେ ଚାଲିଛି ପ୍ରତିଯୋଗିତା
ଭଞ୍ଜନଗର,୨୦।୧୧(ବାବୁଲା ପ୍ରଧାନ): ପ୍ରତିବର୍ଷ ନଭେମ୍ବର ମାସ ୪ର୍ଥ ରବିବାର ଏନସିସି ଦିବସ ପାଳନ ହେଉଛି। ତେଣୁ ଉକ୍ତ ଦିବସକୁ ମନେ ପକାଇବା ପାଇଁ କ୍ୟାଡେଟଗୁଡିକ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହେଉଛି। ଏହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ...
ବିଜେଡିର ଗୁମର ଖୋଲିଲେ ଦଳୀୟ ନେତା: ନୂଆପଡ଼ା ପରାଜୟକୁ ନେଇ…
ଭୁବନେଶ୍ୱର,୨୦।୧୧: ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂଙ୍କ ଗୁରୁବାର ଏକ ବଡ଼ ବୟାନ ଦେଇଛନ୍ତି। ନୂଆପଡ଼ାରେ ବିଜେଡିର ପରାଜୟକୁ ନେଇ ଭୂପିନ୍ଦର ପ୍ରତିକ୍ରିୟା ରଖିଛନ୍ତି। ବିଜେଡିର ପ୍ରାର୍ଥୀ ଚୟନରେ ଭୁଲ ରହିଥିବା କହି ଦଳ ପ୍ରତି ଦୋଷାରୋପ କରିଛନ୍ତି। ଏପରିକି...
Archives


