ଆମ ଜିଲା ଖବର

ବିଜେଡି ସ୍ଥିର, ବଢୁଛି ଭାଜପା, କଂଗ୍ରେସ ନୀରବ

ଯାଜପୁର,୫ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାରେ ଯଥେଷ୍ଟ ପ୍ରାକୃତିକ ସମ୍ପଦ ଥିଲେ ବି ସେସବୁର ଠିକ୍‌ ବିନିଯୋଗ ନ ହେବାରୁ ନିଯୁକ୍ତି ସୁଯୋଗ ସୃଷ୍ଟି ସଙ୍କୁଚିତ ହୋଇଛି। ଏହା ଉପରେ ପୁଣି ଖଣି ଓ ଶିଳ୍ପାଞ୍ଚଳରେ ଅଣଓଡ଼ିଆଙ୍କ ଅନାଧିକାର ପ୍ରବେଶ ବେକାର...

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗ ଉଷ୍ମ

ଭଦ୍ରକ,୫ା୪(ସନାତନ ରାଉତ):ଭଦ୍ରକର ଚର୍ଚ୍ଚିତ ଯୁବନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ ପଟ୍ଟନାୟକ ବିଜେଡିରୁ ଇସ୍ତଫା ଦେବା ପରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ଭଦ୍ରକବାସୀ ଯାହା ନିଷ୍ପତ୍ତି ନେବେ ସେହି ଅନୁସାରେ...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ ଗମାଙ୍ଗ, କଂଗ୍ରେସର ସତ୍ୟଜିତ ଗମାଙ୍ଗ ଏବଂ ଭାଜପାର ତ୍ରିନାଥ ଗମାଙ୍ଗ ପ୍ରାର୍ଥୀ ହୋଇଛନ୍ତି।...

ଗହୀରମଥାରେ ଅଲିଭ୍‌ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ

ରାଜନଗର, ୫।୪(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ପ୍ରଥମ ଦିନରେ ପ୍ରାୟ ୮୦ ହଜାର କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବା ବନ...

ବିଜେଡିରେ ଆଶାୟୀ ଅନେକ, ଆଗରେ ବିଦୁବେନ୍ଦୁ

ବାଲେଶ୍ୱର, ୫।୪(ମାନସ ବିଶ୍ୱାଳ):ବାଲେଶ୍ୱର ଜିଲାର ଭୋଗରାଇ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଦୁଇ ପ୍ରମୁଖ ରାଜନୈତିକ ଦଳ ଭାଜପା ଓ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ବିଶେଷକରି ବିଜେଡି ଆଶାୟୀଙ୍କୁ ନେଇ କଳ୍ପନାଜଳ୍ପନା ବଢ଼ିଚାଲିଛି। ବର୍ତ୍ତମାନର ବିଧାୟକ ଅନନ୍ତ ଦାସଙ୍କୁ...

ବିଜେଡିରେ ମିଶିବା ଚର୍ଚ୍ଚା: ଗୁଜବ କହିଲେ ମନୋଜ

ହାଟଡ଼ିହୀ,୫l୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ଜୟଦେବ ଯେନାଙ୍କ ପୁଅ ଇଂ. ମନୋଜ କୁମାର ଯେନା ବିଜେଡିରେ ମିଶିବେ ବୋଲି କିଛି ଦିନ ହେବ ଚର୍ଚ୍ଚା ଚାଲିଛି। ବିଭିନ୍ନ ଗଣମାଧ୍ୟମରେ ଏନେଇ...

ଘଡ଼େଇ-ଦାସ ପରିବାର ମଧ୍ୟରେ ବଢ଼ୁଛି ଫାଟ

କୋରେଇ(ଚନ୍ଦ୍ରକାନ୍ତ ପତି), ୫ା୪:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଏକଦା ସୁକିନ୍ଦାର ପ୍ରଫୁଲ୍ଲ ଘଡ଼େଇଙ୍କ ପରିବାର ଓ ଯାଜପୁରର ଅଶୋକ ଦାସଙ୍କ ପରିବାର ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ନେଇ ଚର୍ଚ୍ଚା ହୋଇଥାଏ। ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ୨...

କେନାଲ ଅବରୋଧ କରି ଗାର୍ଡୱାଲ ନିର୍ମାଣ

ନିିଶ୍ଚିନ୍ତକୋଇଲି,୫।୪(ଅଶୋକ କୁମାର ମହାପାତ୍ର): ଠିକାଦାର ରାସ୍ତା ନିର୍ମାଣ ନିମନ୍ତେ ଦୀର୍ଘ ବର୍ଷର ଏକ କେନାଲକୁ ପୋତି ଦେଇଥିବାର ଚାଷୀମହଲରେ ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚଳିତ ବର୍ଷ ଚାଷ ଜମିରେ ଜଳସେଚନ ନିମନ୍ତେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବା...

ଅଟକିଛି ବିଜେଡିର ସାଲେପୁର ପ୍ରାର୍ଥୀ ଘୋଷଣା

କଟକ,୫ା୪(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା ସରିଛି। ହେଲେ ଏବେ ବି ସାଲେପୁର ଓ ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନାହିଁ। ୫ଦିନ ତଳେ ଭାଜପାରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ପ୍ରକାଶ...

୪ ଲୋକ ସଭା ଓ ୨୮ ବିଧାନସଭା କ୍ଷେତ୍ରର ପ୍ରସ୍ତୁତି ସମୀକ୍ଷା

ସମ୍ବଲପୁର,୫ା୪ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଗସ୍ତରେ ଆସି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ କୁମାର ଧଳ ଗୁରୁବାର ସମ୍ବଲପୁର ସହିତ ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ ବିଧାସନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରସ୍ତୁତି...

ହାଇକୋର୍ଟରେ ହାଜର ହେଲା ଜାହାଜ ଚଳାଚଳ ମନ୍ତ୍ରଣାଳୟ

କଟକ,୫ା୪ (କାର୍ତ୍ତିକ ସାହୁ): ପାରାଦ୍ୱୀପ ନିକଟ ସମୁଦ୍ରରେ ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁଣାଣିବେଳେ ଜାହାଜ ଚଳାଚଳ ମନ୍ତ୍ରଣାଳୟ ହାଇକୋର୍ଟରେ ହାଜର ହୋଇ ନିଜର ପକ୍ଷ...

ଭିଣୋଇଙ୍କୁ କରିଥିଲେ ହତ୍ୟା, ବର୍ଷକ ପରେ ଧରାପଡ଼ିଲେ ୨ ଶାଳକ

ଛତ୍ରପୁର,୪ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆର୍ଯ୍ୟପଲ୍ଲୀ ନିକଟ ଚାରିଛକ କୁଆବୁଦା ନିକଟରୁ ଏକ ମୃତଦେହ ୨୦୨୩ ମାର୍ଚ୍ଚ ୨୩ ତାରିଖରେ ଆର୍ଯ୍ୟପଲି ଗ୍ରାମର ଏ. ଚେନ୍ଦ୍ରେୟାଙ୍କ ମୃତଦେହ ମିଳିଥିଲା। କୌଣସି ଏକ ଗାଡି ଧକ୍କାରେ ତାଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri