ପୂରଣ ହୋଇପାରୁନି ଶିକ୍ଷକ ପଦବୀ
ରସୁଲପୁର,୧୧ା୭(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଞ୍ଚଳର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ହେଲେ ଉକ୍ତ ପଦବୀ ପୂରଣ ପାଇଁ ସରକାରଙ୍କ ପକ୍ଷରୁ ନୂତନ ଶିକ୍ଷକ ନିଯୁକ୍ତି କରାଯାଉ ନାହିଁ। ଅନ୍ୟପକ୍ଷରେ ଓଏଏସ୍ ପରୀକ୍ଷା ଢାଞ୍ଚାରେ ପ୍ରତ୍ୟେକ ବର୍ଷ ଶିକ୍ଷକ ନିଯୁକ୍ତି…
ମହିଳାଙ୍କ ଜମି ହଡ଼ପ କରିଛି ଠିକା ସଂସ୍ଥା
ଚଣ୍ଡିଖୋଲ,୧୧ା୭(ଡି.ଏନ୍.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ନିଆଳିଠାରେ ମେଗା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ୨୦୧୬ରୁ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହୋଇନାହିଁ। ୩ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ ହେବାର ଅବଧି ଥିବାବେଳେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବାରେ ଠିକା…
ପସନ୍ଦର ବିଦ୍ୟାଳୟ ଯିବାକୁ ଚାଲିଛି ରାଜନୀତି
ଜଗତ୍ସିଂହପୁର ଅଫିସ,୧୧ା୭: ରାଜ୍ୟ ସରକାର କିଛି ବର୍ଷ ପ୍ରାଥମିକ ବିଦ୍ୟାଳୟସ୍ତରରେ ସମାନୁପାତିକ ଭିତ୍ତିରେ ଶିକ୍ଷକ ବଦଳି କରୁଥିଲେ। କିନ୍ତୁ ତାହା ବନ୍ଦ କରାଯାଇ ନୂଆ ବଦଳି ନିୟମ ଲାଗୁ କରାଯାଇଛି। ଏଥିରେ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଖାଲି ପଦବୀ ପୂରଣ…
ଭିତ୍ତିଭୂମି ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ
ଜଗତ୍ସିଂହପୁର ଅଫିସ, ୧୧ା୭: ରାଜ୍ୟ ସରକାର ଶିକ୍ଷାର ବିକାଶ ଉପରେ ଗୁରୁତ୍ୱ ଦେଉଥିବା ନେଇ ପ୍ରଚାର ହେଉଛି। କିନ୍ତୁ ନିକଟସ୍ଥ ଆଳିପିଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟଟି ଦୀର୍ଘ ବର୍ଷ ହେବ ଅବହେଳିତ ଅବସ୍ଥାରେ ରହିଛି। ଭିତ୍ତିଭୂମି ଅଭାବରୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ…
ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ
ନିରାକାରପୁର,୧୧ା୭(ଡି.ଏନ୍.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ ସଡ଼କରେ ନିରାକାରପୁର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଯାଇଥାନ୍ତି। କେତେଜଣ ଶ୍ରଦ୍ଧାଳୁ ରଣପୁରରୁ ପୁରୀକୁ ଯିବା…
ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ
କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କ ଡିଭିଜନ ବେଞ୍ଚର ଏହି ଶୁଣାଣିରେ ଦୁଇ ଆର୍ଦ୍ରଭୂମି ଜଳ…
ବିବାଦରୁ ରାସ୍ତାରେ ବାଉଁଶ ବାଡ଼
ଗୋପ,୧୧।୭(ଡି.ଏନ୍.ଏ.): ଗୋପ ଥାନା ଅନ୍ତର୍ଗତ ଜଙ୍ଗଲବୋରି ପଞ୍ଚାୟତର ୬ ନମ୍ବର ଓ୍ବାର୍ଡରେ ଦୀର୍ଘଦିନ ଧରି ଯାଆଆସ କରୁଥିବା ଭୁରୁଭୁରା ଦଳିତ ସାହି ଗ୍ରାମରେ ୪ ଜଣ ଜମି ମାଲିକ ବାଉଁଶ ବାଡ଼ ପକାଇଥିବା ଅଭିଯୋଗ ହୋଇଆସୁଛି। ଗ୍ରାମରେ ରହୁଥିବା ୨୫ରୁ ଊଦ୍ଧର୍ବ…
ବିଦ୍ୟୁତ୍ତାର ଲାଗି ହାତୀର ଜୀବନ ଗଲା
ନିରାକାରପୁର,୧୧ା୭(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଲବାଇ ଛକ ନିକଟରେ ବିଦ୍ୟୁତ୍ ତାର ଲାଗି ସୋମବାର ଏକ ହାତୀର ମୃତ୍ୟୁ ଘଟିଛି। ରାସ୍ତା ପାର୍ ବେଳେ ହାତୀଟି ବିଦ୍ୟୁତ୍ ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ତା’ର ମୃତ୍ୟୁ ଘଟିଛି। ଏହି ମୃତ…
ଆଜି ଅଧରପଣା
ପୁରୀ ଅଫିସ,୧୧ା: ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ତିନିରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ରଥାରୂଢ ଠାକୁରମାନଙ୍କୁ ଲାଗି ହେବ ଅଧର ପଣା। ମହାପ୍ରଭୁଙ୍କ ଅଧର ପର୍ଯ୍ୟନ୍ତ ମାଟି ହାଣ୍ଡିରେ ପଣା ରଖାଯାଇ…
ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ର ଲହୁଲୁହାଣ
ନରସିଂହପୁର,୧୧ା୭ (ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳଭାବେ ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କେତେଜଣ ଶିକ୍ଷକ ନିୟମ ଉଲ୍ଲଂଘନ କରି ପିଲାଙ୍କୁ ମାଡ଼ ମାରୁଛନ୍ତି। କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ଦେବଭୂଇଁ ପଞ୍ଚାୟତର ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା…
ପାଣି, ସେଲରୁ ବିଦ୍ୟୁତ୍ ଉତ୍ପାଦନ କଲେ ଅଜୟ
ଖୋର୍ଦ୍ଧା ଅଫିସ,୧୧ା୭: କିଛି ନୂଆ କରିବାର ନିଶା ହିଁ ଉଦ୍ଭାବନର ବାଟ ଦେଖାଇଥାଏ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ ବେହେରା। ପେସାରେ ସେ ଜଣେ ଇଲେକ୍ଟ୍ରିସିଆନ ହୋଇଥିଲେ ବି ପୂର୍ବରୁ…
ଦଶ ମାସର ଶିଶୁଙ୍କୁ ରେଲଓ୍ବେରେ ଚାକିରି
ମାଲକାନଗିରି,୧୧ା୭ (ଡି.ଏନ୍.ଏ.): ପଡୋଶୀ ଛତିଶଗଡ଼ରେ ଜଣେ ଦଶମାସର ଶିଶୁଙ୍କୁ ରେଳ ବିଭାଗରେ ଚାକିରି ମିଳିଛି। ଏହା ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ୍ୟ। ତେବେ ଏତେ କମ ବୟସରେ ଚାକିରି ପାଇବା ରେକର୍ଡ ସୃଷ୍ଟି କରିଥିବା ବେଳେ ଏହା ପଛରେ ରହିଥିବା ଦୁଃଖଦ…

