ଆମ ଜିଲା ଖବର

ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

୪୯% ପରିବାର ପାଇଛନ୍ତି ଟ୍ୟାପ୍‌ ପାଣି

ଯାଜପୁର ଅଫିସ,୧୧ା୭: ରାଜ୍ୟବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ବସୁଧା, ଜଳ ଜୀବନ ମିଶନ, ଓଏମ୍‌ବିଏଡିସି, ଡିଏମ୍‌ଏଫ୍‌, ଆର୍‌ଆଇଡିଏଫ୍‌ ଆଦି ଯୋଜନାରେ ବ୍ୟବସ୍ଥା କରାଯାଇଛି। ଏଥିରେ ପ୍ରତ୍ୟେକ ଘରକୁ ଟ୍ୟାପ୍‌ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ…

ଉତ୍କେଲା ବିମାନ ବନ୍ଦରରେ ପହଞ୍ଚିଲା ଫାୟାର ଫାଇଟିଂ ଭ୍ୟାନ୍‌

ଭବାନୀପାଟଣା,୧୦।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଉତ୍କେଲା ବିମାନ ବନ୍ଦରରେ ରବିବାର ଫାୟାର ଫାଇଟିଂ ଭ୍ୟାନ୍‌ ପହଞ୍ଚିଛି। ଏହି ଭ୍ୟାନ ବିମାନ ବନ୍ଦରରେ ରହିବା ସହ ବିମାନକୁ ନିଆଁ ଦାଉରୁ ସୁରକ୍ଷା ଦେବାରେ ସହାୟକ ହେବ। ସେହିପରି ଭ୍ୟାନରେ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବସ୍ଥା ରହିଛି।…

ବାପାଙ୍କ ଶ୍ରାଦ୍ଧ ଦିବସରେ ସାନଭାଇଙ୍କୁ ହତ୍ୟା

ଟିକିରି,୧୦ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ଥାନା ଅଧୀନ ଖୁଣ୍ଟିଆ ସାହିରେ ରବିବାର ବାପାଙ୍କ ଶ୍ରାଦ୍ଧଦିବସରେ ଦୁଇପୁଅଙ୍କ ମଧ୍ୟରେ ବଚସାରୁ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇଙ୍କ ଖଣ୍ଡାଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପିପୁ ରାଉଳ। ସୂଚନା ଅନୁଯାୟୀ, ଖୁଣ୍ଟିଆ ସାହିର ସ୍ବର୍ଗତ…

ସ୍ତ୍ରୀଙ୍କ ଗଳା କାଟି ପାଖରେ ବସି ରହିଥିଲେ

କୁନ୍ଦୁରା,୧୦ା୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଗଦେରି ପଞ୍ଚାୟତ ଅନ୍ତର୍ଗତ ବୁଦାଗୁଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ବାମୀ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।…

ଦୁର୍ଦ୍ଦାନ୍ତ ମାଓବାଦୀ ଲକ୍ଷ୍ମଣଙ୍କୁ ଧରିଲେ ଯବାନ

ମାଲକାନଗିରି, ୧୦ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ତୁଳସୀ ପାହାଡ଼ରେ କୋମ୍ବିଂ ଅପରେଶନ ବେଳେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ ହୋଇଛନ୍ତି। ସେ ହେଲେ ଲକ୍ଷ୍ମଣ ପଡିଆମୀ। ପୂର୍ବରୁ ତାଙ୍କ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା…

ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଛଡ଼ାଗଲା ପାଣି

କୋକସରା,୧୦।୭(ଡି.ଏନ୍‌.ଏ.): ଚଳିତ ୨୦୨୨-୨୩ ଖରିଫ ଚାଷ ପାଇଁ କଳାହାଣ୍ଡି ଜିଲା ମୁଖୀଗୁଡ଼ାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାର ମେଗାଲିଫ୍ଟ କେନାଲ ମଙ୍ଗଳପୁର ବ୍ୟାରେଜରୁ ରବିବାର ପାଣି ଛଡାଯାଇଛି। ଏହାଦ୍ୱାରା ଜୟପାଟଣା, କୋକସରା, ଧର୍ମଗଡ଼ ଏବଂ ଜୁନାଗଡ଼ ବ୍ଲକର ୨୫ ହଜାର ୨୭୫ ହେକ୍ଟର ଜମିରେ…

କାରଖାନାରୁ ଚୋରି କରି ଗିରଫ ହେଲେ ସମିତି ସଭ୍ୟ

କୁଆଁରମୁଣ୍ଡା,୧୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ ବିଜାବାହାଲାସ୍ଥିତ ପବନ ଜୟ ସ୍ପଞ୍ଜ କାରଖାନାରୁ ତମ୍ବା ଖୁମ୍ବ ଚୋରି ଘଟଣାରେ ପୋଲିସ ରବିବାର ଜଣେ ସମିତି ସଭ୍ୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଉଛନ୍ତି କୁଆଁରମୁଣ୍ଡା ବ୍ଲକ ଖୁଖୁଣ୍ଡୁବାହାଲ…

ମହଣ ମହଣ ସୁନାରେ ଝଲସିଲେ ମହାପ୍ରଭୁ

ପୁରୀ ଅଫିସ୍‌,୧୦।୭: ରବିବାର ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଦାରୁଦିଅଁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଝଲସିଛନ୍ତି ବିଶ୍ୱନିୟନ୍ତା। ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହୋଇଛି ଏହି ଦୁର୍ଲଭ ବେଶ। ହୋପ୍ରଭୁଙ୍କ ଏହି ବେଶକୁ ଲକ୍ଷ ଲକ୍ଷ ଭକ୍ତ…

ଦର୍ଶନ ଲାଗି ଧାଡ଼ିରେ ଠିଆ ହୋଇଥିଲେ, ବେକରୁ ଝାମ୍ପିନେଲେ ସୁନାହାର

ବ୍ରହ୍ମପୁର ଅଫିସ,୧୦।୭: ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଛନ୍ତି। ରବିବାର ହରିଶୟନ ଏକାଦଶୀ। ଏହି ଅବସରରେ ଠାକୁରଙ୍କ ଦର୍ଶନ ପାଇଁ ଗୋଶାଣୀନୂଆଗାଁ ଜଗନ୍ନାଥ ମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ମହିଳାମାନେ ଧାଡ଼ିରେ ଠିଆହୋଇ ଠାକୁରଙ୍କୁ ଦର୍ଶନ କରିବା ପାଇଁ…

ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ

ପୁରୀ ଅଫିସ୍‌,୧୦।୭: ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଶେଷ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯାଉଛି। ମହଣ ମହଣ ସୁନା କାନ୍ଧେଇ ପ୍ରଭୁଙ୍କ ସେବକମାନେ ରଥ ନିକଟକୁ ନେଇଥିଲେ। ଭକ୍ତମାନେ ରାତି ୧୧ ପର୍ଯ୍ୟନ୍ତ ତିନିଠାକୁରଙ୍କ…

୧୫ ହିତାଧିକାରୀଙ୍କୁ ମିଳିଲା ୭ ମାସର ଭତ୍ତା

ଦଶମନ୍ତପୁର, ୧୦।୭ ( ଡି.ଏନ୍‌.ଏ. ): ୭ ମାସ ହେଲାଣି ୧୫ ଜଣ ହିତାଧିକାରୀଙ୍କୁ ମିଳୁ ନ ଥିଲା ଭତ୍ତା। ଏନେଇ ସେମାନେ ପଞ୍ଚାୟତ ଓ ବ୍ୟାଙ୍କ ବୁଲି ବୁଲି ନୟାନ୍ତ ହୋଇଥିଲେ। ଯାହାକୁ କହିଲେ କେହି ଶୁଣୁ ନ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?