ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ
ପୁରୀ ଅଫିସ୍,୧୦।୭: ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଶେଷ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯାଉଛି। ମହଣ ମହଣ ସୁନା କାନ୍ଧେଇ ପ୍ରଭୁଙ୍କ ସେବକମାନେ ରଥ ନିକଟକୁ ନେଇଥିଲେ। ଭକ୍ତମାନେ ରାତି ୧୧ ପର୍ଯ୍ୟନ୍ତ ତିନିଠାକୁରଙ୍କ…
୧୫ ହିତାଧିକାରୀଙ୍କୁ ମିଳିଲା ୭ ମାସର ଭତ୍ତା
ଦଶମନ୍ତପୁର, ୧୦।୭ ( ଡି.ଏନ୍.ଏ. ): ୭ ମାସ ହେଲାଣି ୧୫ ଜଣ ହିତାଧିକାରୀଙ୍କୁ ମିଳୁ ନ ଥିଲା ଭତ୍ତା। ଏନେଇ ସେମାନେ ପଞ୍ଚାୟତ ଓ ବ୍ୟାଙ୍କ ବୁଲି ବୁଲି ନୟାନ୍ତ ହୋଇଥିଲେ। ଯାହାକୁ କହିଲେ କେହି ଶୁଣୁ ନ ଥିଲେ।…
ଅଳ୍ପ ବର୍ଷାରେ ଧୋଇଗଲା କଲଭର୍ଟ
କୁଡୁମୁଲୁଗୁମ୍ମା,୧୦।୭(ଡି.ଏନ.ଏ.): ମାଲାକନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ଅଣ୍ଡ୍ରdହଲ ପଞ୍ଚୟତଠାରୁ ଅନକାଡେଲିକୁ ସଂଯୋଗ କରୁଥିବା କାତାଙ୍ଗଗୁଡା କଲଭର୍ଟ୍ଟି ଅଳ୍ପ ବର୍ଷା ରେ ମଧ୍ୟ କ୍ଷତି ହୋଇଛି। ଏହା ଧୋଇ ହୋଇଯିବାରୁ ଅଣ୍ଡ୍ରାହଲଠାରୁ ଅନକାଡେଲିକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ନିମ୍ନମାନର କାମ ହୋଇଥିବାରୁ…
ଜିଲାରେ ୫୨୩ ହେକ୍ଟର ଜମିରେ କଫି ଚାଷ ପାଇଁ କ୍ଷେତ୍ର ପ୍ରସ୍ତୁତ
କୋରାପୁଟ,୧୦।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ବ୍ୟାପକ ହେବ କଫି ଚାଷ ା ଏନେଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ କୋରାପୁଟ ଜିଲା ପ୍ରଶାସନ ଏନେଇ ଉଦ୍ୟମ ଆରମ୍ଭ କରିଛି ା ଓଡିଶା ଜୀବିକା ମିଶନ, କଫି ଡେଭଲପମେଣ୍ଟଟ୍ରଷ୍ଟ, ଜିଲା ଜଳ ବିଭାଜିକା ପ୍ରକଳ୍ପ, ମିଶନ…
ଜି ସଲାମ ଟିଭି ଚାନେଲରେ ଚମକିବେ ମାଲକାନଗିରି ଝିଅ
ମାଲକାନଗିରି, ୧୦।୭(ଡି.ଏନ.ଏ.)- ନୃତ୍ୟ କ୍ଷେତ୍ରରେ ନିଜର ପରିଦର୍ଶିତା ଯୋଗୁଁ ବର୍ତ୍ତମାନ ଟିଭିରେ ଚମକିବେ ମାଲକାନଗିରି ଜିଲାର ଝିଅ। ସେ ହେଉଛନ୍ତି ସୁମନ୍ତ ବୈରାଗିଙ୍କ ଝିଅ ସୌମ୍ୟା। ସବୁଠି ଏବେ ତାଙ୍କ ପ୍ରଶଂସା। ସୌମ୍ୟାଙ୍କ ଘର ମାଲକାନଗିରି ଜିଲା ସଦର ମହକୁମାରେ। ପିଲାଟି…
ହୋଇପାରୁନି ଡ୍ରେନେଜ୍, ସାମାନ୍ୟ ବର୍ଷାରେ ସ୍କୁଲରେ ଜମୁଛି ପାଣି
ତେନ୍ତୁଳିଖୁଣ୍ଟି, ୧୦।୭(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାମାନ୍ୟ ବର୍ଷାରେ ମଧ୍ୟ ଜଳମଗ୍ନ ହୋଇଯାଉଛି। ଜଳ ନିଷ୍କାସିତ ହୋଇ ନ ପାରି ତାହା ଜଳମଗ୍ନ ହୋଇ ରହୁଛି। ବିଦ୍ୟାଳୟ ଭିତରକୁ ଯିବା କଷ୍ଟ ସାଧ୍ୟ…
ରେଲିକୁମ୍ଭାରେ ପାନୀୟଜଳ ସଙ୍କଟ
କୋରାପୁଟ,୧୦।୭(ସ୍ବ.ପ୍ର.): ପ୍ରତି ଘରକୁ ପାନୀୟ ଜଳ ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନକରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ସରକାରଙ୍କ ସମସ୍ତ ଯୋଜନାରୁ ସୁଫଳ ଲୋକେ ପାଉନାହାନ୍ତି।…
ବିକାଶ ଦେଖୁଛି ପୁଟିପାଳ
ଢେଙ୍କାନାଳ ଅଫିସ, ୧୦।୭: ଜୁଆଙ୍ଗ ଗାଁରେ ପଡ଼ିଛି ବିକାଶର କିରଣ। ଉଦୟ ହୋଇଛି ଅନ୍ଧାରରେ ବୁଡ଼ିଥିବା ଆଦିବାସୀ ପଡ଼ାର ଭାଗ୍ୟ। ପ୍ରଶାସନର ଶୁଭଦୃଷ୍ଟି ପଡ଼ିବା ପରେ ବିଚ୍ଛିନ୍ନ ଜୀବନ ବିତାଉଥିବା ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ପୁଟିପାଳ ଗ୍ରାମର ଚିତ୍ର…
କ୍ରୀଡ଼ା ଶିକ୍ଷୟିତ୍ରୀ ତନୁଜା ବିଶ୍ୱାସଙ୍କ ଆତ୍ମହତ୍ୟା
ଉମରକୋଟ,୧୦।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ସହରରେ କ୍ରୀଡା ଶିକ୍ଷୟତ୍ରୀଭାବେ ଜଣାଶୁଣା ତନୁଜା ବିଶ୍ୱାସ ଶନିବାର ଆତ୍ମହତ୍ୟା କରିଛନ୍ତି। ୨୬ ବର୍ଷୀୟା ତନୁଜାଙ୍କ ଘର ଉମରକୋଟ ସହର ଡିଏନ୍କେରେ। ସେ ୨୦୧୯ରୁ ଉମରକୋଟ ନିକଟସ୍ଥ ଜାମରୁଣ୍ଡାରେ ଥିବା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ…
ସମସ୍ୟାରେ ସନ୍ତୁଳିତ ଚିତ୍ରକର ପରିବାର
ଧରାକୋଟ,୧୦।୭(ଡି.ଏନ୍.ଏ.): ଠାକୁରଙ୍କ ଚିତ୍ର ଆଙ୍କିବା ପାଇଁ ରାଜା ପୁରୀ ବାଲିହରଚଣ୍ଡି ସାହିରୁ ଧରାକୋଟ ଆଣିଥିଲେ ଚିତ୍ରକର ପରିବାରକୁ। ଘର ସହ ଇନାମ ଆକାରରେ ଜମି ମଧ୍ୟ ଖଞ୍ଜୀଥିଲେ। ପ୍ରାୟ ଚାରିଶହ ବର୍ଷ ପୂର୍ବର ଜଗନ୍ନାଥ ମନ୍ଦିର ନିର୍ମାଣ ଓ ପ୍ରତିଷ୍ଠାବେଳେ ଧରାକୋଟ…
ସ୍ତ୍ରୀକୁ ପଥର ଛେଚି ମାରିଲେ ସ୍ବାମୀ
ଆର.ଉଦୟଗିରି,୧୦।୭(ଡି.ଏନ୍.ଏ.): ସ୍ତ୍ରୀକୁ ପଥର ଛେଚି ହତ୍ୟାକଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଭାଲିଆଗଣି ଗ୍ରାମରେ। ମୃତକ ହେଲେ ସୁକାନ୍ତି ନାୟକ। ସୂଚନାଯୋଗ୍ୟ, ଶନିବାରି ରାତିରେ କୌଣସି ଘଟଣାକୁ କେନ୍ଦ୍ର କରି ସ୍ବାମୀ ଭଗବାନ…
ପଟ୍ଟା ମିଳିଛି, ଜାଗା ଚିହ୍ନଟ ହେଉନି
ଭଦ୍ରକ ଅଫିସ,୧୦।୭: ଭଦ୍ରକ ଜିଲାରେ ବସୁନ୍ଧରା ଯୋଜନାରେ ଗରିବ ଭୂମିହୀନମାନଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ଭୂମି ଅଧିକାର ପତ୍ର ବା ଜମି ପଟ୍ଟା ଯୋଗାଇ ଦିଆଯାଇଛି। ହେଲେ ଜାଗା ଚିହ୍ନଟ ଦେଉନି ରାଜସ୍ବ ବିଭାଗ। ପାଇଥିବା ପଟ୍ଟାକୁ ଧରି ଲୋକେ ରାଜସ୍ବ…

