ବଜ୍ରପାତରେ ୧୦ ମହିଳା ଆହତ
ଛତ୍ରପୁର,୮ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଟଲାମପୁର ଗ୍ରାମ ପଞ୍ଚାୟତର ଗଙ୍ଗାପୁର-୧ କମା ସାହିରେ ଶୁକ୍ରବାର ବଜ୍ରପାତରେ ୧୦ରୁ ଊର୍ଦ୍ଧ୍ୱ ମହିଳା ଆହତ ହୋଇଛନ୍ତି। ସେମାନେ ହେଲେ ସୁକୁମା ନାହାକ, ମଞ୍ଜୁଳା ନାହାକ, ହେମ ନାହାକ, ଲିଲି ନାହାକ, ପ୍ରବାସୀ ନାହାକ,…
ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ
ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆଳରେ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରିଦିଆଯିବାରୁ ଭକ୍ତମାନେ ପ୍ରଶାସନକୁ ସମାଲୋଚନା କରିଛନ୍ତି।…
ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଚେତାବନୀ ଦିବସ
ରେଢାଖୋଲ,୮ା୭(ଡି.ଏନ.ଏ.): ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନକ୍ରମେ ରେଢ଼ାଖୋଲ ଓକିଲସଂଘ ପକ୍ଷରୁ ଶୁକ୍ରବାର ଚେତାବନୀ ଦିବସ ଅନୁଷ୍ଠିତ ହୋଇଛି। ସଂଘ ସଭାପତି ଅଭୟ କୁମାର ବୀରଙ୍କ ନେତୃତ୍ୱରେ ସଦସ୍ୟମାନେ ସ୍ଥାନୀୟ କଚେରୀ…
ଘର ସମ୍ମୁଖରୁ ନେଇଥିଲେ ବାଇକ୍, ଏବେ ପଡ଼ିଲେ ଧରା
ବ୍ରହ୍ମପୁର ଅଫିସ,୮ା୭: ବଡବଜାର ଥାନା ପୋଲିସ ଦୁଇ ଚୋରି ବାଇକ୍ ଜବତ କରିବା ସହ ୨ ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ସାଗର ପଣିଗ୍ରାହୀ ଓ ପିଣ୍ଟୁ ସେଠୀ। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ପ୍ରେମନଗରରେ ରହୁଥିବା ରବିନାରାୟଣ ପାଢୀଙ୍କ…
ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ
ପୁରୀ ଅଫିସ,୮।୭: ପୁଣି ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ଜଣେ ବଙ୍ଗୀୟ ପର୍ଯ୍ୟଟକ ଏହି ଫଟୋ ଭାଇରାଲ କରିଥିବା ଚର୍ଚ୍ଚା ହେଉଛି । ଶୁକ୍ରବାର ସା ଦର୍ଶନ ଥିବାରୁ କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ରହିଛି ।…
ରାତି ପାହିଲେ ବାହୁଡ଼ା ଯାତ୍ରା, ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ
ପୁରୀ ଅଫିସ,୮।୭: ରାତି ପାହିଲେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ମହାପ୍ରଭୁ ଜନ୍ମବେଦୀ ଛାଡି ରତ୍ନବେଦୀକୁ ବାହୁଡିବେ। ଶୁକ୍ରବାର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି । ସନ୍ଧ୍ୟାଦର୍ଶନ ଲାଗି ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳଥିଲା।…
ପରିବାର ଲୋକେ ମନାକରିବାରୁ ସୁଧାର ଗୃହ ଗଲେ ଉଦ୍ଧାର ମହିଳା
ଆସିକା,୮।୭(ଡି.ଏନ୍.ଏ.): ଗାଙ୍ଗପୁର ଥାନା ଚଞ୍ଚରାପଲ୍ଲୀ ଗ୍ରାମର ସାଇବାଣୀ ଗୌଡ ୫ବର୍ଷ ହେଲା ନିଖୋଜ ଥିଲେ। ତାଙ୍କୁ ଗାଙ୍ଗପୁର ପୋଲିସ ହରିୟାଣାର ଶିର୍ଶା ଜିଲା ଅନ୍ତର୍ଗତ ଏଲାନାବାଗରୁ ଉଦ୍ଧାର କରି ମଙ୍ଗଳବାର ଗାଁକୁ ଆଣିଥିଲେ। ତେବେ ପରିବାରରେ ତାଙ୍କ ରହିବା ନେଇ କୌଣସି…
ଦୁଇ ଦିନରେ ଶେଷ ହେବ ରୂପା ଛାଉଣୀ କାର୍ଯ୍ୟ
ପୁରୀ ଅଫିସ,୮।୭: ଶ୍ରୀମନ୍ଦିରର ସମସ୍ତ ଦ୍ୱାର ରୂପା ଛାଉଣୀ କରାଯିବ। ପ୍ରସ୍ତାବିତ ଏହି କାର୍ଯ୍ୟ ଆସନ୍ତା ୧୦ ତାରିଖ ମଧ୍ୟରେ ଶେଷ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବାରୁ କଳାହାଟ ଦ୍ୱାରର ରୂପା…
ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ
ନୂଆପଡ଼ା ଅଫିସ,୮।୭: ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟରେ ଶୁକ୍ରବାର ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ନୂଆପଡ଼ା ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲା ଆମାମୋରା ନିକଟ ଓରାଗାଁ ପାଟଧରା ସଂରକ୍ଷିତ ଜଙ୍ଗଲରେ ଏସ୍ଓଜ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ…
ଝାଡ଼ାବାନ୍ତିରେ ୩୫ ଛାତ୍ର ଆକ୍ରାନ୍ତ
ରାୟଗଡା ଅଫିସ,୮।୭: ରାୟଗଡା ଜିଲା ବିଷମ କଟକ ବ୍ଲକ ଅଧୀନ ଡୁମ୍ବୁରିନେଲି ସଦର ପଞ୍ଚାୟତ ଦଣ୍ଡାପୋଡା କେବିକେ ଛାତ୍ର ନିବାସରରେ ୩୫ଜଣ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ରାତିରେ ହଷ୍ଟେଲ ଛାତ୍ରମାନେ ଖାଇବା ପରେ ଶୋଇଥିଲେ। ସକାଳୁ ଉଠିବା ପରେ…
ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର
ବାରିପଦା ଅଫିସ,୮ା୭: ମୟୂରଭଞ୍ଜ ଜିଲା ରରୁଆଁ ତହସିଲଦାର ସତ୍ୟ ସୁନ୍ଦର ରାଉତ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଏକ ଘରବାଡ଼ି ପଟ୍ଟା କରାଇ ଦେବା ବାବଦରେ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି…
ଲକ୍ଡାଉନ୍ ପରଠାରୁ ବିଦ୍ୟାଳୟରେ ତାଲା
ଦାରିଙ୍ଗବାଡ଼ି,୮ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ଦୁର୍ଗମ ତଜଡ଼ବାଡ଼ି ଗାଁକୁ ସବୁଦିନିଆ ରାସ୍ତାଟିଏ ନ ଥିବାବେଳେ ବିଦ୍ୟାଳୟର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେହିପରି ପିଇବା ପାଣିର ଅଭାବ ସାଙ୍ଗକୁ ଅଙ୍ଗନଓ୍ବାଡ଼ି ଶିଶୁଙ୍କ ପାଇଁ କେନ୍ଦ୍ରଟିଏ ନ ଥିବା ଗ୍ରାମବାସୀ…

