ଆମ ଜିଲା ଖବର

ମା’ କୋଳରେ ଶୋଇଥିବା ବେଳେ କାମୁଡ଼ିଲା ସାପ, ଶିଶୁପୁତ୍ରର ଜୀବନ ଗଲା

ପାଟଣା,୮ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କୁଠାଘର ନୂଆଗାଁରେ ମାମୁଘରେ ଜଣେ ୬ ମାସ ଶିଶୁପୁତ୍ରର ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତ ଶିଶୁପୁତ୍ର ଜଣକ ହେଉଛନ୍ତି ପାଟଣା ଥାନା ଟେଣ୍ଡେରା ପଞ୍ଚାୟତ ବାରଟଣିଆ ଗ୍ରାମର ଥାନା ନରେଶ ମୁଣ୍ଡାଙ୍କ…

ଆଇନଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ

କେନ୍ଦୁଝର,୮।୭(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଅବସରରେ ଆସନ୍ତା ଶନିବାର ବାହୁଡା ଯାତ୍ରା ଏବଂ ୧୦ ତାରିଖ ରବିବାର ଶ୍ରୀଜୀଉଙ୍କର ସୁନାବେଶ ପରିଚାଳନା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ…

ଚାରି ଥାକିଆ ହେବ କେନ୍ଦୁଝର-ଡୁବୁରୀ ରାସ୍ତା

କେନ୍ଦୁଝର, ୮।୭(ସ୍ବ.ପ୍ର.) କେନ୍ଦୁଝର (ନରଣପୁର)ରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଚାରି ଥାକିଆ ହେବ। ଏଥିପାଇଁ ଜମି ଅଧିଗ୍ରହଣ କମିଟି ଅନୁମୋଦନ ପାଇଁ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ନିକଟକୁ ସବିଶେଷ ରିପୋର୍ଟ ପଠାଯାଇଛି। ଏହି ରାସ୍ତା ହେଲେ ଦୁଇଟି ସ୍ଥାନରେ ଟୋଲ…

ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି ଏବଂ ବିଦେଶୀ ଏଜେଣ୍ଟଙ୍କ ସହ ଲିଙ୍କ ସମ୍ପର୍କିତ ଲାଗିଥିବା ଅଭିଯୋଗକୁ ପ୍ରମାଣ କରିବାରେ କ୍ରାଇମ୍‌…

ନିଷ୍କାସନ ହୋଇପାରୁନି ବର୍ଷାପାଣି

ଧାମନଗର, ୮।୭ (ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଦିନକୁ ଦିନ ଟ୍ରାଫିକ ଓ ଡ୍ରେନେଜ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦୋବଲ ବସ୍‌ଷ୍ଟାଣ୍ଡଠାରୁ କାଳୀବଜାର ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ଗାଡ଼ି ଦୀର୍ଘ ସମୟ ଧରି ଛିଡ଼ା…

ବିପଦସଙ୍କୁଳ ଅବସ୍ଥାରେ ଦାନପୁର ଲକ୍‌ ପୋଲ

ଡେରାବିଶ,୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ଲୁଣାନଦୀର ଦାନପୁରଠାରେ ନିର୍ମିତ ହୋଇଥିବା ସେତୁଟି ଡେରାବିଶ ସହ ଗରଦପୁର ଓ ମାର୍ଶାଘାଇ ବ୍ଲକର ଜୀବନରେଖା। ଲୁଣାନଦୀରେ ସେତୁ ନିର୍ମାଣ ପାଇଁ ଦୀର୍ଘବର୍ଷର ଦାବିକୁ ଦୃଷ୍ଟିରେ ରଖି ୨୦୧୪ରେ ପାଟକୁରାର ପ୍ରାକ୍ତନ ବିଧାୟକ…

ପାର୍ବତୀଙ୍କ ମୁହଁରେ ଫୁଟିଲା ହସ: ପହଞ୍ଚିଲା ପ୍ରଶାସନ

ମହାକାଳପଡ଼ା, ୮ା୭ (ଡି.ଏନ୍‌.ଏ.): ‘ପେଟକୁ ମିଳୁନି ଭାତ, ମୁଣ୍ଡରେ ନାହିଁ ଛାତ’ ଶୀର୍ଷକ ଖବର ଧରିତ୍ରୀରେ ବୁଧବାର ପ୍ରକାଶ ପାଇଥିଲା। ଗୁରୁବାର ଜିଲା ପ୍ରଶାସନ ସହାୟତାର ରାଶି ସହ ରାଶନ କାର୍ଡ ଦୁର୍ଦ୍ଦିନରେ କାଳ କାଟୁଥିବା ଆଦିବାସୀ ମହିଳା ପାର୍ବତୀ ସିଂଙ୍କ…

ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍‌ ହ୍ବାଟ୍ସଆପ୍‌

ବ୍ରହ୍ମପୁର ଅଫିସ,୮ା୭: ସାଇବର ଠକମାନେ ସାଧାରଣ ଲୋକଙ୍କୁ ଠକି ଟଙ୍କା ଲୁଟି ନେଉଥିବା ଘଟଣା ନେଇ ବାରମ୍ବାର ଥାନାରେ ଏତଲା ହେଉଛି। ହେଲେ ବର୍ତ୍ତମାନ ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍‌ ହ୍ବାଟ୍ସଆପ୍‌ ଖୋଲାଯାଇ ପ୍ରଶାସନିକ ଅଧିକାରୀମାନଙ୍କୁ ବାରମ୍ବାର ମେସେଜ୍‌ ଆସୁଥିବା ଘଟଣା…

ହାତୀ ମରୁଛନ୍ତି, ସୁରକ୍ଷା ବ୍ୟବସ୍ଥାକୁ ଅଣଦେଖା

ଯାଜପୁର ଅଫିସ,୮ା୭:ରାଜ୍ୟରେ ହାତୀ ସୁରକ୍ଷା ଏବଂ ସହଜ ଚଳପ୍ରଚଳ ସ୍ଥାନର ଅଭାବକୁ ଦୂର କରିବାକୁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି କ୍ରମରେ ମହାନଦୀ ହାତୀ ସଂରକ୍ଷଣ ଅଞ୍ଚଳର ଆୟତନ ୧୦୩୮.୩ ବର୍ଗ କି.ମି.ରୁ ୨୧୮୧.୫୨୧ବର୍ଗ କି.ମି.କୁ ଏବଂ ସମ୍ବଲପୁର…

ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ଅପରାହ୍ନରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୮।୭: ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଓ ଶନିବାର ବାହୁଡ଼ା ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ହେଲେ ସା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ…

ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକଡର୍‌ସରେ ୩ ବର୍ଷୀୟା ରିଷିତା

ଖୋର୍ଦ୍ଧା ଅଫିସ,୮ା୭: ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ଓଳାସ ଗ୍ରାମର ରିଷିତା ରାଜୀବ ବରାଳ(୩ ବର୍ଷ ୩ ମାସ) ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକଡର୍‌ସ (ଆଇବିଓଆର)ରେ ଯୋଗ୍ୟତା ହାସଲ କରିଛନ୍ତି। ଆଇବିଓଆର ପକ୍ଷରୁ ରିଷିତାଙ୍କୁ ସୁପର ଟ୍ୟାଲେଣ୍ଟେଡ୍‌ କିଡ୍‌ ଭାବେ…

ରତ୍ନଭଣ୍ଡାର ଖୋଲିବାକୁ ତେଜୁଛି ଦାବି

ପୁରୀ ଅଫିସ,୮।୭: ଶ୍ରୀମନ୍ଦିରର ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ମହାରାଜା ଗଜପତି ଦିବ୍ୟସିଂହ ଦେବ ପ୍ରଶ୍ନ ଉଠାଇବା ପରେ ବିଭିନ୍ନ ମହଲରେ ଏହାକୁ ନେଇ କ୍ଷୋଭ ବଢ଼ିଛି। ସବୁ ବର୍ଗର ଲୋକେ ଗଜପତିଙ୍କ ସହ ସ୍ବର ମିଳାଉଛନ୍ତି। ବିରୋଧୀ ନେତାଙ୍କଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?