ପାରୋଲରେ ଆସିଥିବା କଏଦୀଙ୍କୁ ଗୁଳି
ପରଜଙ୍ଗ, ୭ା୭(ଡି.ଏନ୍.ଏ.): ଏକ ହତ୍ୟା ଅଭିଯୋଗରେ ୧୦ବର୍ଷ ଜେଲ୍ରେ ସଜାକାଟି ପାରୋଲରେ ଆସିଥିବା ଜଣେ କଏଦୀଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ୪ଜଣ ବ୍ୟକ୍ତି ତାଙ୍କୁ ଘେରିଯାଇ ଆଖିବୁଜା ଗୁଳିଚାଳନା କରିଛନ୍ତି। କଏଦୀଙ୍କ ଶରୀରରେ ୩ଟି ଗୁଳି ବାଜିଛି। ଢେଙ୍କାନାଳ ଜିଲା ପରଜଙ୍ଗ…
ରାସ୍ତା ନିର୍ମାଣ କରି ରକ୍ଷଣାବେକ୍ଷଣ ଭୁଲିଯାଉଛି ବିଭାଗ
କୁନ୍ଦୁରା,୭।୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକର ଡଙ୍ଗରପାଉଁଶିଠାରୁ ବେଢାପାଉଁଶି ଏବଂ ଡଙ୍ଗରପାଉଁଶି ଗ୍ରାମ୍ୟ ବ୍ୟାଙ୍କ ଛକଠାରୁ ଜିରାଗୁଡା ପର୍ଯ୍ୟନ୍ତ ନିର୍ମିତ ରାସ୍ତା ଶୋଚନୀୟ ହୋଇପଡିଛି। ଏନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଏହାର ରକ୍ଷଣାବେକ୍ଷଣ କିମ୍ବା ମରାମତି ହେଉନାହିଁ। ଫଳରେ…
ସରୁନି ପାଣିକୋଇଲି-ରିମୁଳି ରାସ୍ତା କାମ
ଠିକା ସଂସ୍ଥା ଗୁଡ଼ିକର ମନମୁଖୀ କାମ ଏବଂ ଉପଯୁକ୍ତ ତଦାରଖର ଅଭାବ ଯୋଗୁ ପାଣିକୋଇଲି-ରିମୁଳି ଜାତୀୟ ରାଜପଥ ୨୦ର କାମ ସରୁନାହିଁ ା ଫଳରେ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଥିବାବେଳେ ଦୁର୍ଘଟଣା ଘଟୁଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି ା ଏଣେ ରାସ୍ତା…
୧୩ ହୋଟେଲରେ ଚଢ଼ାଉ, ଜରିମାନା ଆଦାୟ
ତାଳଚେର,୭ା୭(ନି.ପ୍ର.): ତାଳଚେର ଅଞ୍ଚଳର ବିଭିନ୍ନ ହୋଟେଲରେ ବାସି ଖାଦ୍ୟ ଦିଆଯାଉଥିବା ନେଇ ଅଭିଯୋଗ ପରେ ବୁଧବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସହରର ପ୍ରାୟ ୧୩ଟି ହୋଟେଲରେ ଖାଦ୍ୟର ମାନ ଯାଞ୍ଚ କରାଯିବା ସହିତ ଜରିମାନା ଆଦାୟ କରାଯାଇଛି।…
ଧାରଣା ପରେ ଶିକ୍ଷକଙ୍କ ବଦଳି ବାତିଲ
ପରଜଙ୍ଗ, ୭ା୭(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତ କଟୁମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଗ୍ରାମବାସୀ, ଛାତ୍ରୀଛାତ୍ର ଏବଂ ଅଭିଭାବକ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ସ୍କୁଲ ଫାଟକରେ ତାଲା ପକାଇ ଧାରଣା…
କାର୍ଯ୍ୟକ୍ଷମ ହେଉନି ମୋହନା କଲେଜ ଛାତ୍ରୀ ନିବାସ
ଆର.ଉଦୟଗିରି,୭ା୭(ଡି.ଏନ.ଏ.): ଗଜପତି ଜିଲା ମୋହନା ହିଲଟପ କଲେଜରେ ଆଦିବାସୀ ଛାତ୍ରୀଙ୍କ ପାଇଁ ନିର୍ମିତ ହଷ୍ଟେଲ କୋଠା କାର୍ଯ୍ୟକ୍ଷମ ହୋଇପାରିନି। ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ କୋଟିଏ ଟଙ୍କାର ଏହି କୋଠା ଦୀର୍ଘ ୪ ବର୍ଷ ହେଲା କାମରେ ଲାଗିନି। ଏଥିରେ…
୨୯ ବର୍ଷରେ ବେଲଜିୟମ୍ରୁ ଜନ୍ମମାଟିକୁ ଫେରିଲେ ମାମିନା
ଜି.ଉଦୟଗିରି,୭ା୭(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ଗୁଜାପାଙ୍ଗା ଗ୍ରାମର କୃଷ୍ଣଚନ୍ଦ୍ର ରଣା ୧୯୯୩ରେ ନିଜ ସ୍ତ୍ରୀଙ୍କ ମୃତ୍ୟୁପରେ ୩ ମାସର ଶିଶୁକନ୍ୟାକୁ ଜି.ଉଦୟଗିରି ସୁଭଦ୍ରା ମହତାବ ଆଶ୍ରମଠାରେ ଛାଡ଼ିଥିଲେ। ସେହି ୩ ମାସର ଝିଅ ମାମିନା ଆଜି ୨୯ ବର୍ଷ…
ଟ୍ରାଫିକ୍ ସମସ୍ୟାରେ ନାକେଦମ୍
ବାସୁଦେବପୁର, ୭ା୭(ଡି.ଏନ.ଏ.): ଭଦ୍ରକ ଜିଲାର ବାସୁଦେବପୁର ସହର ଏକ ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳ। ଧାମରା ବନ୍ଦରକୁ ଏହି ବଜାର ଦେଇ ଜାମୁଝାଡ଼ି-ଧାମରା ରାସ୍ତା ଯାଇଛି। ଦିନକୁ ଦିନ ଧାମରା-ଜାମୁଝାଡ଼ି ରାସ୍ତା ଦେଇ ବନ୍ଦରକୁ ଶତାଧିକ ଟ୍ରକ୍ ଓ ଅନ୍ୟ ଯାନବାହନ ଚଳାଚଳ…
୪୫ହଜାର ପିଲା କାହିଁକି ଅନୁପସ୍ଥିତ ରହିଲେ ତାହା ସେମାନେ ହିଁ କହିବେ : ମନ୍ତ୍ରୀ
କଟକ ଅଫିସ,୭ା୭: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୪୫,୦୯୧ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ତେବେ କାହିଁକି ଅନୁପସ୍ଥିତ ରହିଲେ, ତାହା କେବଳ ସେମାନେ ହିଁ କହିପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ା ବୁଧବାର ୨୦୨୧-୨୨ ଶିକ୍ଷାବର୍ଷର…
ସୋର-ଗୋପୀନାଥପୁର ରାସ୍ତା ମରଣଯନ୍ତା
ସୋର, ୭ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର- ବାଗୁଡି ରାସ୍ତା ମରଣଯନ୍ତା ପାଲଟିଛି। ସୋର ତହସିଲ ଅଧୀନ ବାଗୁଡି ଖଞ୍ଜାମାହାଲ ପଥର ଖାଦାନର ପଥର ଓ ପାହାଡ ମାଟିରେ ଉପକୂଳ ଓଡିଶାର ରାସ୍ତା ନିର୍ମାଣ କୋଟି ଟଙ୍କାର ରାଜସ୍ବ ଆଦାୟ ହେଉଥିବା ବେଳେ…
ଅଭିନେତା ଦୈତାରୀ ପଣ୍ଡା ନିଖୋଜ
ବାଲେଶ୍ୱର ଅଫିସ, ୭ା୭: ଓଡ଼ିଶା ଯାତ୍ରା ଜଗତର ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା ନିଖୋଜ ଥିବା ନେଇ ବାଲେଶ୍ୱର ଜିଲା ଔପଦା ଥାନାରେ ଅଭିଯୋଗ ହୋଇଛି। ପାର୍ବତୀ ଗଣନାଟ୍ୟର ପରିଚାଳନା ଅଧିକାରୀ ହର ବାରିକ ବୁଧବାର ଅନଲାଇନ ଯୋଗେ ଏହି ଅଭିଯୋଗ…
ଭିଜିଲାନ୍ସ ଜାଲରେ ସୁପରଭାଇଜର
ପୁରୀ ଅଫିସ,୭ା୭: ପୁରୀ ଡିଆଇସି ଅଫିସରେ କାର୍ଯ୍ୟରତ ସୁପରଭାଇଜର ନାରାୟଣ ପଟ୍ଟନାୟକ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ଭାବେ କାର୍ଯ୍ୟରତ ନାରାୟଣ ରତ୍ନାକର ସାହୁଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବଳେ…

