୪୫ହଜାର ପିଲା କାହିଁକି ଅନୁପସ୍ଥିତ ରହିଲେ ତାହା ସେମାନେ ହିଁ କହିବେ : ମନ୍ତ୍ରୀ
କଟକ ଅଫିସ,୭ା୭: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୪୫,୦୯୧ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ତେବେ କାହିଁକି ଅନୁପସ୍ଥିତ ରହିଲେ, ତାହା କେବଳ ସେମାନେ ହିଁ କହିପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ା ବୁଧବାର ୨୦୨୧-୨୨ ଶିକ୍ଷାବର୍ଷର…
ସୋର-ଗୋପୀନାଥପୁର ରାସ୍ତା ମରଣଯନ୍ତା
ସୋର, ୭ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର- ବାଗୁଡି ରାସ୍ତା ମରଣଯନ୍ତା ପାଲଟିଛି। ସୋର ତହସିଲ ଅଧୀନ ବାଗୁଡି ଖଞ୍ଜାମାହାଲ ପଥର ଖାଦାନର ପଥର ଓ ପାହାଡ ମାଟିରେ ଉପକୂଳ ଓଡିଶାର ରାସ୍ତା ନିର୍ମାଣ କୋଟି ଟଙ୍କାର ରାଜସ୍ବ ଆଦାୟ ହେଉଥିବା ବେଳେ…
ଅଭିନେତା ଦୈତାରୀ ପଣ୍ଡା ନିଖୋଜ
ବାଲେଶ୍ୱର ଅଫିସ, ୭ା୭: ଓଡ଼ିଶା ଯାତ୍ରା ଜଗତର ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା ନିଖୋଜ ଥିବା ନେଇ ବାଲେଶ୍ୱର ଜିଲା ଔପଦା ଥାନାରେ ଅଭିଯୋଗ ହୋଇଛି। ପାର୍ବତୀ ଗଣନାଟ୍ୟର ପରିଚାଳନା ଅଧିକାରୀ ହର ବାରିକ ବୁଧବାର ଅନଲାଇନ ଯୋଗେ ଏହି ଅଭିଯୋଗ…
ଭିଜିଲାନ୍ସ ଜାଲରେ ସୁପରଭାଇଜର
ପୁରୀ ଅଫିସ,୭ା୭: ପୁରୀ ଡିଆଇସି ଅଫିସରେ କାର୍ଯ୍ୟରତ ସୁପରଭାଇଜର ନାରାୟଣ ପଟ୍ଟନାୟକ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ଭାବେ କାର୍ଯ୍ୟରତ ନାରାୟଣ ରତ୍ନାକର ସାହୁଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବଳେ…
ସଚେତନତାଧର୍ମୀ ଫିଲ୍ମ ‘ରାକ୍ଷୀ’ ଜାତୀୟସ୍ତରରେ ପୁରସ୍କୃତ
ବାଲେଶ୍ୱର ଅଫିସ, ୭ା୭: ବାଲେଶ୍ୱର ଜିଲାର କେତେକ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ ସଚେତନତାଧର୍ମୀ କ୍ଷୁଦ୍ର ଫିଲ୍ମ ‘ରାକ୍ଷୀ’ ଜାତୀୟସ୍ତରରେ ପୁରସ୍କୃତ ହୋଇଛି। ପୁରସ୍କାର ସ୍ବରୂପ ଉକ୍ତ ଟିମ୍କୁ ଟ୍ରଫି ସହ ୧ଲକ୍ଷ ଟଙ୍କା ମିଳିଛି। ଏହି ପୁରସ୍କାର ଗ୍ରହଣ କରି ଓଡ଼ିଶା…
ତାରାତାରିଣୀ ଦର୍ଶନ କଲେ କେନ୍ଦ୍ର ହସ୍ତତନ୍ତ ମନ୍ତ୍ରୀ , ଭାରତବାସୀଙ୍କ ଲାଗି କଲେ ମଙ୍ଗଳ କାମନା
ପୁରୁଷୋତ୍ତମ ପୁର, ୭/୭(ଡିଏନ୍ଏ): କେନ୍ଦ୍ର ହସ୍ତତନ୍ତ ମନ୍ତ୍ରୀ ଦର୍ଶନା ଜୋରଦଶ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଗ୍ରସ୍ତରେଆସି ମା ତାରା ତାରିଣୀ ପିଠକୁ ଯାଇ ପୂଜାର୍ଚ୍ଚନା କରି ଭାରତ ବାସୀ ଙ୍କ ମଙ୍ଗଳ କାମନା କରିବା ସହ ଦେଶର ବିକାଶ ଲାଗି…
ଆଇନ ଛାତ୍ରୀଛାତ୍ରଙ୍କ ପରୀକ୍ଷା ବର୍ଜନ
କଟକ ଅଫିସ,୭ା୭: ମଧୁସୂଦନ ଆଇନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବର୍ଜନ କରିଛନ୍ତି। ମହାବିଦ୍ୟାଳୟର ୩ କର୍ମଚାରୀ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିବାରୁ ପରୀକ୍ଷା କେନ୍ଦ୍ର ବଦଳାଇବା ଏବଂ ଅନ୍ଲାଇନ୍ରେ ପରୀକ୍ଷା ଦେବାକୁ ଛାତ୍ରୀଛାତ୍ର ଦାବି କରିଛନ୍ତିି।
ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ
ମୋହନା,୭।୭: ଗଜପତି ଜିଲାର ମୋହନା ନାରାୟଣନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ୩ ଜଣ ହେଲେ ଅରୁଣ ସାହୁ, ମୁଠା ଦଳାଇ ଓ ଆଉ…
ଟଙ୍କା ଭର୍ତ୍ତି ଏଟିଏମ୍ ଗାଡ଼ି ନେଇ ଡ୍ରାଇଭର ଛୁ’
ଖଡ଼ିଆଳ,୬।୭(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ଷ୍ଟେଟ ବ୍ୟାଙ୍କ ଶାଖାରୁ ବିଭିନ୍ନ ଏଟିଏମ୍ରେ ଟଙ୍କା ଭରିବାକୁ ଯାଉଥିବା ଟଙ୍କା ଭର୍ତ୍ତି ଏଟିଏମ୍ ଗାଡ଼ିକୁ ନେଇ ଡ୍ରାଇଭର ଫେରାର ହୋଇଛନ୍ତି। ଏଟିଏମ୍ରେ ୫୭ ଲକ୍ଷ ୧୨ ହଜାର ଟଙ୍କା ରହିଥିବା ବ୍ୟାଙ୍କ ପକ୍ଷରୁ ସୂଚନା…
ଗାଁକୁ ଫେରିଲେ ବନ୍ଧକ ଥିବା ଦାଦନ ଶ୍ରମିକ
ଭବାନୀପାଟଣା/କୋକସରା,୬।୭(ସ୍ବ.ପ୍ର./ଡି.ଏନ.ଏ.):କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଦାଦନ ଶ୍ରମିକ ତେଲଙ୍ଗାନା ରାଜ୍ୟରେ ବନ୍ଧକ ପଡ଼ିବା ଘଟଣାର ଭିଡିଓ ଭାଇରାଲ ସହ ଗଣମାଧ୍ୟମରେ ଖବର ପ୍ରକାଶ ହୋଇଥିଲା। ଏହା ପରେ ଜିଲା ପ୍ରଶାସନର ଉଦ୍ୟମ କ୍ରମେ ବୁଧବାର ବନ୍ଧକ ଦାଦନ ଶ୍ରମିକ ଗାଁକୁ ଫେରିଛନ୍ତି।…
ମୃତବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ମାମଲା: ତହସିଲଦାର, ଅତିରିକ୍ତ ତହସିଲଦାର ନିଲମ୍ବିତ
ବଲାଙ୍ଗୀର ଅଫିସ, ୬ା୭:ଜଣେ ମୃତବ୍ୟକ୍ତିଙ୍କ ନାଁରେ ଜମି ହଡ଼ପ ମାମଲାରେ ରାଜ୍ୟ ସରକାର ବୁଧବାର ବଲାଙ୍ଗୀର ତହସିଲଦାର ମଘବନ ବାଗ ଏବଂ ଅତିରିକ୍ତ ତହସିଲଦାର ହରେକୃଷ୍ଣ ରାଉତଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ଅନ୍ୟପକ୍ଷେ ବଲାଙ୍ଗୀର ସଦର ଥାନା ପୋଲିସ ଏହି ମାମଲାରେ…
ଝାରସୁଗୁଡା ଜିଲାରେ ମାଟ୍ରିକ ପାସହାର ୯୩.୭୩%
ଝାରସୁଗୁଡା ଅଫିସ,୬।୭: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ବୁଧବାର ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ଏଥିମଧ୍ୟରେ ଝାରସୁଗୁଡା ଜିଲାରେ ପାସହାର ୯୩.୭୩ ପ୍ରତିଶତ ହୋଇଛି । ଜିଲାର ଏହି ପାସହାରରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଆଗରେ ରହିଛନ୍ତି। ଜିଲାରେ…

