ଆମ ଜିଲା ଖବର

ମୃତବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ମାମଲା: ତହସିଲଦାର, ଅତିରିକ୍ତ ତହସିଲଦାର ନିଲମ୍ବିତ

ବଲାଙ୍ଗୀର ଅଫିସ, ୬ା୭:ଜଣେ ମୃତବ୍ୟକ୍ତିଙ୍କ ନାଁରେ ଜମି ହଡ଼ପ ମାମଲାରେ ରାଜ୍ୟ ସରକାର ବୁଧବାର ବଲାଙ୍ଗୀର ତହସିଲଦାର ମଘବନ ବାଗ ଏବଂ ଅତିରିକ୍ତ ତହସିଲଦାର ହରେକୃଷ୍ଣ ରାଉତଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ଅନ୍ୟପକ୍ଷେ ବଲାଙ୍ଗୀର ସଦର ଥାନା ପୋଲିସ ଏହି ମାମଲାରେ…

ଝାରସୁଗୁଡା ଜିଲାରେ ମାଟ୍ରିକ ପାସହାର ୯୩.୭୩%

ଝାରସୁଗୁଡା ଅଫିସ,୬।୭: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ବୁଧବାର ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ଏଥିମଧ୍ୟରେ ଝାରସୁଗୁଡା ଜିଲାରେ ପାସହାର ୯୩.୭୩ ପ୍ରତିଶତ ହୋଇଛି । ଜିଲାର ଏହି ପାସହାରରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଆଗରେ ରହିଛନ୍ତି। ଜିଲାରେ…

ଫାଷ୍ଟ ଡିଭିଜନରେ ମାଟ୍ରିକ୍‌ ପାସ କଲେ ଫୁଲବାଣୀ ବିଧାୟକ

ଫୁଲବାଣୀ ଅଫିସ, ୬।୭- ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମାଟ୍ରିକ ପାସ କରିଛନ୍ତି । ବିଧାୟକ କହଁର ବି-୧ ଗ୍ରେଡ଼ ପାଇଛନ୍ତି। ମୋଟ ୫୦୦ ମାର୍କରୁ ୩୬୪ ମାର୍କ ରଖି ଏହି ସଫଳତା ହାସଲ କରିଛନ୍ତି, ଯାହାକି ମୋଟ ମାର୍କର ୭୨.୮…

ପୁଅର ପନିକି ଚୋଟରେ ଆଖି ବୁଜିଲେ ମା’

ନିଶ୍ଚିନ୍ତକୋଇଲି,୬।୭(ସ୍ବ.ପ୍ର.): ପୁଅର ପନିକି ଚୋଟରେ ମା’ଙ୍କ ମୃତ୍ୟୁ। କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ଗ୍ରାମରେ ବୁଧବାର ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ ପ୍ରମିଳା ସ୍ବାଇଁ। ଅଭିଯୁକ୍ତ ପୁଅ ଜିତେନ୍ଦ୍ର ସ୍ବାଇଁ ଫେରାର ହୋଇ ଯାଇଛନ୍ତି। ସୂଚନାନୁଯାୟୀ, ପ୍ରମିଳାଙ୍କ…

ମାଟ୍ରିକ ଫାଷ୍ଟ ଡିଭିଜନରେ ପାସ କଲେ ଫୁଲବାଣୀ ବିଧାୟକ

ଫୁଲବାଣୀ ଅଫିସ, ୬।୭- ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମାଟ୍ରିକ୍ ପାସ୍ କରିଛନ୍ତି । ବିଧାୟକ କହଁର ବି-୧ ଗ୍ରେଡ଼ ପାଇଛନ୍ତି l ମୋଟ୍ ୫୦୦ ମାର୍କରୁ ୩୬୪ ମାର୍କ ରଖି ଏହି ସଫଳତା ହାସଲ କରିଛନ୍ତି । ଯାହାକି ମୋଟ…

୫ ଲକ୍ଷ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

ଢେଙ୍କାନାଳ ଅଫିସ,୬।୭: ରାଜ୍ୟ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ଫ୍ଲାାଇଙ୍ଗ୍‌ ସ୍କାର୍ଡ ଟିମ୍‌ ବୁଧବାର ଢେଙ୍କାନାଳ ବାଜି ଚୌକ ହାଉସିଂ ବୋର୍ଡ କଲୋନୀରେ ଚଢ଼ାଉ କରି ୪୩ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଏହି ଘଟଣାରେ ଭକ୍ତ…

ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ ଅଫିସ,୬।୭: ଦକ୍ଷିଣମୋଡ଼ କରାଗଲା ତିନି ରଥ। ମଙ୍ଗଳବାର ହେରାପଞ୍ଚମୀ ନୀତି ସମାପ୍ତ ପରେ ବୁଧବାରଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯାଇଛି। ପ୍ରକାଶ…

ଗଞ୍ଜାମ ଜିଲାରେ ଖୋଲିବ ୫ ନୂତନ କୋର୍ଟ 

ପୁରୁଷୋତ୍ତମପୁର,୬/୭(ଡିଏନ୍ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ସିଭିଲଜଜ୍ (ସିନିୟର ଡିଭିଜନ)ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍ କୋର୍ଟ ପ୍ରତିଷ୍ଠା ଲାଗି ଦିର୍ଘ ଦିନ ହେଲା ଓକିଲ ସଂଘ ପକ୍ଷରୁ ଆନ୍ଦୋଳନ ଚାଲିଥିଲା ବେଳେ ଏହାକୁ ହୃଦୟଙ୍ଗମ କରି ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟ ପ୍ରତିଷ୍ଠା…

ବାଲେଶ୍ୱର ଜିଲା: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୧୫୦୩ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୬।୭: ଚଳିତବର୍ଷ ବାଲେଶ୍ୱର ଜିଲାରେ ୩୨,୭୧୧ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ଏ-୧ ଗ୍ରେଡରେ ୧୫୦୩ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଏ-୨ ଗ୍ରେଡରେ ୭୨୦୧, ବି-୧ ଗ୍ରେଡରେ ୮୩୮୭, ବି-୨ ଗ୍ରେଡରେ ୬୩୮୨, ସି…

ଅପରାହ୍ନ ୨ଟା ପରେ ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର, କିଭଳି ଜାଣନ୍ତୁ…

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ। ଏହାଛଡ଼ା ଏସ୍‌ଏମ୍‌ଏସ୍‌ ଜରିଆରେ ବି…

୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍‌

କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୫,୧୭,୮୪୭। ତଦନୁଯାୟୀ ପାସ ହାର ୯୦.୫୫% ରହିଛି। ତେବେ ୩ ସ୍କୁଲରେ କୌଣସି…

୧୧୨ ଗ୍ରାମ ବ୍ରାଉନସୁଗର ଜବତ: ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୬।୭: ବ୍ରହ୍ମପୁର ଗୋଦାବରୀଶ ନଗରରେ ଚଢ଼ାଉ କରାଯାଇ ୧୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରେମ ନଗର ହାଉସିଂ ବୋର୍ଡ଼ର ସାଣ୍ଡି ଓରଫ ସନ୍ଦୀପ ଅଗ୍ରୱାଲ (୩୮)। ମାମଲା ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?