ଫେଲ୍ ହେଲେ ୮୬୯୯ ପିଲା
କଟକ ଅଫିସ,୬।୭: ବୁଧବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକଭାବେ ଏହା ପ୍ରକାଶ କରିଛନ୍ତି । ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ…
ପଞ୍ଚାୟତ ସମିତି ବୈଠକ ବାତିଲ: ଅଧକ୍ଷ ନିବାଚନ ସ୍ଥଗିତ
କଟକ ସଦର,୬।୭(ଡି.ଏନ୍. ଏ.): କଟକ ସଦର ବ୍ଲକ ଅଧକ୍ଷ ନିର୍ବାଚନ ପାଇଁ ବୁଧବାର ସ୍ବତନ୍ତ୍ର ବୈଠକ ଡକାଯାଇଥିଲା। ମାତ୍ର ନିର୍ଦ୍ଧାରିତ ସମୟ ୧୧ଟା ସୁଦ୍ଧା କେହି ସଭ୍ୟା, ସଭ୍ୟ ବୈଠକକୁ ନ ଆସିବାରୁ ନିର୍ବାଚନକୁ ବାତିଲ କରିଦିଆ ଯାଇଛି ବୋଲି ନିର୍ବାଚନ…
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷାଫଳ
କଟକ ଅଫିସ, ୬।୭: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ବୁଧବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ପ୍ରକାଶ କରିଛନ୍ତି। ତେବେ ଚଳିତ ବର୍ଷ…
ବାହୁଡ଼ାଯାତ୍ରା ନୀତି ପାଇଁ ପ୍ରଶାସନର ପ୍ରସ୍ତୁତି
ପୁରୀ ଅଫିସ,୬।୭: ବାହୁଡ଼ାଯାତ୍ରା ନୀତି ସଅଳ କରିବା ପାଇଁ ମଙ୍ଗଳବାର ଦଇତାପତି ନିଯୋଗ ସହ ଜିଲାପାଳଙ୍କ ବୈଠକ ହୋଇଛି। ଜୁଲାଇ ୮ ସା ଦର୍ଶନ ଦିନ ଅପରାହ୍ନ ୪ରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି ସୁନାବେଶ…
ଭମରଙ୍କୁ କଚାଡିଲା ଦନ୍ତା
ଢେଙ୍କାନାଳ ଅଫିସ,୬।୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ କର୍ଣ୍ଣପୁର ଗ୍ରାମରେ ବୁଧବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଭ୍ରମରବର ବେହେରା। ଭ୍ରମର ବାଡି ପଟକୁ ଶୌଚ ହେବା ପାଇଁ ଯାଇଥିଲା ବେଳେ…
ବସ ଷ୍ଟାଣ୍ଡରେ ବୁଲଥିଲା ବେଳେ ପୋଲିସର ହେଲା ସନ୍ଦେହ, ୨ ଯୁବକ ଗିରଫ
ଭଦ୍ରକ ଅଫିସ,୬।୭: ଭଦ୍ରକ ଟାଉନ ପୋଲିସ ମଙ୍ଗଳବାର ସନ୍ଧ୍ୟାରେ ୧୧ କେଜି ଗଞ୍ଜେଇ ସହ ୨ ଜଣ ଅବିଯୁକ୍ତଙ୍କୁ ଗିରଫ କରିଛି । ପାଟ୍ରୋଲିଂ ସମୟରେ ଏପରି ଘଟିଥିବା ଜଣାପଡ଼ିଛି। ଏ ନେଇ ଟାଉନ ଥାନାରେ (୨୬୩/୨୨) ମାମଲା ରୁଜୁ ହୋଇଛି…
କାର୍ଡବୋର୍ଡରେ ନନ୍ଦିଘୋଷ ରଥ
ଖୋର୍ଦ୍ଧା ଅଫିସ,୬।୭: ଖୋର୍ଦ୍ଧା ପ୍ରାଣନାଥ ମହାବିଦ୍ୟାଳୟର ଯୁକ୍ତ-୨କଳା ଛାତ୍ର ସୁମିତ୍ କୁମାର ଦାଶ। କାର୍ଡବୋର୍ଡକୁ ବ୍ୟବହାର କରି ପ୍ରସ୍ତୁତ କରିଛନ୍ତି ୪ଫୁଟ ଉଚ୍ଚର ନନ୍ଦିଘୋଷ ରଥ। କଲେଜର ସହପାଠୀମାନେ ଏହି ରଥକୁ ଟାଣିଥିଲେ। ଶ୍ରୀକ୍ଷେତ୍ର ଘୋଷଯାତ୍ରା ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କର ସୁନାବେଶ,…
ପେଟକୁ ମିଳୁନି ଭାତ, ମୁଣ୍ଡରେ ନାହିଁ ଛାତ
ମହାକାଳପଡ଼ା,୬।୭ (ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ତୃଣମୂଳ ସ୍ତରରେ ବସବାସ କରୁଥିବା ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଅନେକ ଗରିବ ଶ୍ରେଣୀର ଲୋକମାନଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରାଯାଉଛିି। ହେଲେ ସରକାରୀ ଯୋଜନା ଏହି ଅଭାବୀ…
ପୁଣି ଏକ ଦନ୍ତା ହାତୀର ମୃତ୍ୟୁ
ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍ହା ଶିକାର ପାଇଁ ବଛା ଯାଇଥିବା ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ପହଞ୍ଚି ବନବିଭାଗ…
ଭଙ୍ଗା ଆଜ୍ବେଷ୍ଟସ ଶ୍ରେଣୀ ଗୃହରେ ଚାଲିଛି ପାଠପଢ଼ା
ନାଉଗାଁ,୬।୭(ସ୍ବ.ପ୍ର): ବିଦ୍ୟାଳୟଗୁଡିକୁ ସରସ, ସୁନ୍ଦର କରିବା ସହ ପିଲାମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। କିନ୍ତୁ ଏସବୁ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ତାହାର ବାସ୍ତବ ଚିତ୍ର ନାଉଗାଁ ବ୍ଲକ ଅନ୍ତର୍ଗତ…
ଭାରସାମ୍ୟ ହରାଇ ଓଲଟିଲା ବସ୍: ଜଣେ ମୃତ, ୩୦ ଆହତ
ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣେ ମହିଳା ଯାତ୍ରୀଙ୍କ ମୃତ୍ୟୁ…
ଲଘୁଚାପଜନିତ ବର୍ଷା: ଜଳ ନିଷ୍କାସନ ଚିନ୍ତା ଘାରିଛି
ନାଉଗାଁ,୬।୭(ସ୍ବ.ପ୍ର): ଅସରାଏ ବର୍ଷା ହେଲେ ଜଗତ୍ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଅପରିଷ୍କାର ପାଣି ରାସ୍ତାରେ ମାଡି ସଂକ୍ରମଣ ବୃଦ୍ଧି କରେ। ଏହି ସମସ୍ୟା ଦିନେ କି ମାସେ ନୁହେଁ, ବର୍ଷାଧିକ…

