ଏମ୍ସିଏଲ୍ କୋଇଲା ଖଣି ଜଳାର୍ଣ୍ଣବ : ଉତ୍ପାଦନ ବାଧାପ୍ରାପ୍ତ
ଝାରସୁଗୁଡ଼ା ଅଫିସ,୫ା୭: ଝାରସୁଗୁଡ଼ା ଜିଲାରେ ମୌସୁମୀ ବର୍ଷା ୧ ସପ୍ତାହ ହେଲା ଆରମ୍ଭ ହୋଇଛି। ଏପରିକି ବର୍ଷାଜଳ ମହାନଦୀ କୋଲ୍ଫିଲ୍ଡ ଲିମିଟେଡ୍ (ଏମ୍ସିଏଲ୍) ଲଖନପୁର କ୍ଷେତ୍ର ବେଲପାହାଡ଼ ଖୋଲାମୁହଁ କୋଇଲାଖଣି ୧ନଂ କ୍ୱାରୀରେ ପ୍ରବେଶ କରିଛି। ଫଳରେ ଖଣି ଅଞ୍ଚଳ ଜଳାର୍ଣ୍ଣବ…
ହସ୍ପିଟାଲ ଭର୍ତ୍ତି ହେଲେ ମାଓନେତା ସବ୍ୟସାଚୀ
ବ୍ରହ୍ମପୁର ଅଫିସ,୫।୭: ବ୍ରହ୍ମପୁର ମଣ୍ଡଳକାରାଗାରରେ ଥିବା ଟପ ମାଓନେତା ସୁନୀଲ ଓରଫ ସବ୍ୟସଚୀ ପଣ୍ଡାଙ୍କୁ କଡା ସୁରକ୍ଷା ବଳୟରେ ଏମ୍କେସିଜିରେ ଭର୍ତ୍ତି କରାଯାଇଛି। ଅସ୍ତ୍ରପଚାର ଲାଗି ଭର୍ତ୍ତି ହୋଇଥିବା ନେଇ ବିଭାଗୀୟ ଡାକ୍ତର ସୂଚନା ଦେଇଛନ୍ତି। । ତେବେ କିଛି ଦିନ…
ଅନୁଭବ-ବର୍ଷା ଭିଡ଼ିଓ ଭାଇରାଲ ମାମଲା: ଆସନ୍ତା ୧୧ରେ ହେବ ଶୁଣାଣି
କଟକ ଅଫିସ,୫।୭: କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଅନୁଭବ କିଛି ଦିନ ତଳେ ସୋସିଆଲ ମିଡ଼ିଆରେ ବର୍ଷାଙ୍କ ବିରୋଧରେ ବିଭିନ୍ନ ଭିଡିଓ ଶେୟାର କରିଥିଲେ।…
ଆଜି ହେରା ପଞ୍ଚମୀ, ରଥ ଚକ ଭାଙ୍ଗିବେ ମହାଲକ୍ଷ୍ମୀ
ପୁରୀ ଅଫିସ, ୫।୭: ଆଜି ହେରା ପଞ୍ଚମୀ। ଆଜି ସନ୍ଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ବତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ତେବେ…
ନିଶା କବଳରେ ବାଳକ, ବଢୁଛି ଅପରାଧ
ଜଗତ୍ସିଂହପୁର ଅଫିସ, ୫ା୭:ଦିନ ଥିଲା ଅଧିକାଂଶ ବାଳ ଅପରାଧୀ ଅର୍ଥନୈତିକସ୍ତରରେ ପଛୁଆ ରହୁଥିଲେ। କିନ୍ତୁ ଏବେ ଅଧିକାଂଶ ଆର୍ଥିକସ୍ତରରେ ସ୍ବଚ୍ଛଳ ଥିବା ପରିଲକ୍ଷିତ ହେଉଛି। ଏହାର କାରଣ ହେଉଛି ପିଲାମାନଙ୍କୁ ପରିବାରରୁ ବିଶେଷକରି ଟଙ୍କା ଓ ମୋବାଇଲ ଆଦି ସହଜରେ ମିଳିଯାଉଛି।…
ଆଶା ଆଶଙ୍କାରେ ବିତୁଛି ଜୀବନ
କେନ୍ଦ୍ରାପଡ଼ା ଅଫିସ, ୫ା୭:କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧୀନ ଚାରିଘରିଆ ଗ୍ରାମବାସୀ ସ୍ଥାନାନ୍ତରକୁ ନେଇ ଚିନ୍ତାରେ ଅଛନ୍ତି। ବନ ବିଭାଗ ପକ୍ଷରୁ ବନାଞ୍ଚଳରୁ ହଟିଯିବା ପାଇଁ ସେମାନଙ୍କୁ ବାରମ୍ବାର ନୋଟିସ ହେଉଛି। ସେମାନଙ୍କ ଥଇଥାନ ବ୍ୟବସ୍ଥା ଜିଲା ପ୍ରଶାସନ ପକ୍ଷରୁ ହୋଇ…
ତାଳଧ୍ୱଜ, ଦର୍ପଦଳନ ରଥ ଚକରେ ଫାଟ
ପୁରୀ ଅଫିସ,୫।୭:ରଥଯାତ୍ରା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକରେ ଫାଟ ହୋଇଥିଲା। ଏବେ ବାହୁଡ଼ା ଯାତ୍ରା ପୂର୍ବରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚକରେ ଫାଟ ଦେଖିବାକୁ ମିଳିଛି। ତାଳଧ୍ୱଜ ରଥର ପଡ଼ିନାହାକା ଚକ…
‘ଜଗନ୍ନାଥ ବନ ପ୍ରକଳ୍ପର ପୁନରୁଦ୍ଧାର ଜରୁରୀ’
ପୁରୀ ଅଫିସ,୫।୭:ରଥ ନିର୍ମାଣରେ ଲାଗୁଥିବା କାଠର ଅଭାବୀ ସ୍ଥିତି ସମସ୍ୟା ବଢ଼ାଉଛି। ପ୍ରତିବର୍ଷ ଶ୍ରୀଜୀଉଙ୍କ ପାଇଁ ନୂଆ ରଥ ନିର୍ମାଣ ହେଉଛି। ଫାସୀ, ଅସନ ଓ ଧଉରା କାଠ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ପଡ଼ୁଛି। ଧୀରେ ଧୀରେ ଏସବୁ କାଠ ଦୁର୍ଲଭ…
ଏନ୍ଆଇଏନ୍ଏଲ୍ ଅଧିଗ୍ରହଣ ସମ୍ପନ୍ନ
ଯାଜପୁର ଅଫିସ/କଳିଙ୍ଗନଗର,୫ା୭ (ଡି.ଏନ.ଏ.):ଟାଟା ଷ୍ଟିଲ ଲଙ୍ଗ୍ ପ୍ରଡକ୍ଟସ୍ ଲିମିଟେଡ୍(ଟିଏସ୍ଏଲ୍ପିଏଲ୍) ପକ୍ଷରୁ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍ (ଏନ୍ଆଇଏନ୍ଏଲ୍)ର ୯୩.୭୧ ପ୍ରତିଶତ ଅଂଶଧନ ଅଧିଗ୍ରହଣ ସମ୍ପନ୍ନ ହୋଇଛି। ଟାଟା ଷ୍ଟିଲ ଲିମିଟେଡ୍ ପକ୍ଷରୁ ସୋମବାର ଏନେଇ ଘୋଷଣା କରାଯାଇଛି। ଘୋଷଣା ଅନୁସାରେ ଅର୍ଥ…
ଅନ୍ଲାଇନ୍ ଗେମ୍ରେ ଟଙ୍କା ହରାଇ ୨ ଯୁବକଙ୍କ ଆତ୍ମହତ୍ୟା
ବାଲିକୁଦା/ଆଳି,୫ା୭(ସ୍ବ.ପ୍ର./ଡି.ଏନ୍.ଏ.):ଅନ୍ଲାଇନ୍ ଗେମ୍ରେ ଟଙ୍କା ରୋଜଗାର ନିଶାରେ ପଢ଼ିଯାଉଛନ୍ତି ଯୁବପିଢ଼ି। ଏହି ନିଶା କେବଳ ସହର ନୁହେଁ, ଗ୍ରାମାଞ୍ଚଳର ଯୁବକମାନଙ୍କୁ ମଧ୍ୟ ଗ୍ରାସିଛି। ପ୍ରଥମେ ମିଳୁଥିବା ଲାଭକୁ ଦେଖି ପରିବାର ଅଜାଣତରେ ବିପୁଳ ଟଙ୍କା ସେଥିରେ ବିନିଯୋଗ କରି ହରାଇ ଦେଉଛନ୍ତି। ଶେଷରେ…
ଅର୍ଦ୍ଧେନ୍ଦୁଙ୍କ ଗିରଫ ଘଟଣା ନିରପେକ୍ଷ ତଦନ୍ତ ଦାବିକଲା ଦାରିଙ୍ଗବାଡ଼ି ପ୍ରେସ୍ କ୍ଲବ
ଦାରିଙ୍ଗବାଡ଼ି,୪ା୭(ଡି.ଏନ୍.ଏ.)- ଏକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିବାର ପ୍ରତିବାଦ ଏବଂ ଉକ୍ତ ମାମଲାର ନିରପେକ୍ଷ ତଦନ୍ତ ଦାବିକରି ସୋମବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପ୍ରେସ୍ କ୍ଲବର କର୍ମକର୍ତ୍ତା ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କୁ ଏକ…
୬ ଥାନାଧିକାରୀଙ୍କ ଅଦଳବଦଳ
ଭଦ୍ରକ ଅଫିସ,୪।୭: ଭଦ୍ରକ ଜିଲା ପୋଲିସ ବିଭାଗର ନିର୍ଦ୍ଦେଶ ନଂ.୧୦୦୧/୨୦୨୨ ଅନୁଯାୟୀ ଜିଲାରେ ୬ ଥାନାଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଧାମନଗର ଥାନାଧିକାରୀ ଶ୍ରୀବଲ୍ଲଭ ସାହୁଙ୍କୁ ଚୁଡ଼ାମଣି ମେରାଇନ ଥାନାଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି। ତିହିଡ଼ି ଥାନାର ସବ୍ ଇନ୍ସପେକ୍ଟର ବନମାଳୀ ବାରିକଙ୍କୁ…

