ଆମ ଜିଲା ଖବର

କମୁଛି ବନ୍ୟାପାଣି, ବଢୁଛି ଦୁର୍ଦ୍ଦଶା

ଯାଜପୁର ଅଫିସ/ଝୁମ୍ପୁରୀ (ଡି.ଏନ.ଏ.),୧୯ା୮: ବୈତରଣୀ ନଦୀର ଜଳ ପତ୍ତନ ହ୍ରାସ ହେବା ପରେ ଯାଜପୁର ଜିଲା ଦଶରଥପୁର ବ୍ଲକରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ଏହାସହ ଜଳସମ୍ପଦ ବିଭାଗ ପକ୍ଷରୁ କାଣୀ ନଦୀର ବ୍ରହ୍ମଚାରୀପାଟଣା ଗ୍ରାମଠାରେ ସୃଷ୍ଟି ହୋଇଥିବା ଘାଇର ମରାମତି…

ଭିତରକାଠ ଦର୍ଶନରୁ ଭକ୍ତ ବଞ୍ଚିତ

ପୁରୀ ଅଫିସ,୧୯।୮:ଶ୍ରୀମନ୍ଦିରରେ ଭକ୍ତଙ୍କୁ ଭିତରକାଠ ଦର୍ଶନ ମିଳିପାରୁନାହିଁ। ଦୂରଦୂରାନ୍ତରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ସବୁ ସମୟରେ ଭିତରକାଠ ଦର୍ଶନ ପାଉନାହାନ୍ତି। ଫଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ସାଧାରଣତଃ ବାହାରକାଠରୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସ୍ପଷ୍ଟ ଭାବେ ଦେଖିବା ସମ୍ଭବପର ହୋଇ…

ଭାଇ ମୁହଁରେ ମୁଖାଗ୍ନି ଦେଲେ ଭଉଣୀ

କଟକ ଅଫିସ,୧୯ା୮:ପୋଲିସ ଓ ଡାକ୍ତରଙ୍କ ମଣିଷପଣିଆ ପାଇଁ କର୍କଟ ରୋଗରେ ମୃତ୍ୟୁ ଘଟିଥିବା ଭାଇ ମୁହଁରେ ମୁଖାଗ୍ନି ଦେଇଛନ୍ତି ଭଉଣୀ। ଗୁରୁବାର କଟକ ଖାନ୍‌ନଗର ସ୍ବର୍ଗଧାମଠାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ଝାରସୁଗୁଡା ଜିଲା ବେଲପାହାଡ ଅଞ୍ଚଳର ଫଗୁଲାଲ ମାଝି(୨୫) କର୍କଟ…

ବନ୍ୟାପାଣିରେ ପହଁରି ଅଟ୍ରି ଗଲେ ବିଧାୟକ

ଖୋର୍ଦ୍ଧା ଅଫିସ,୧୯ା୮:ମହାନଦୀର ଜଳସ୍ତର ବଢ଼ିବା ଯୋଗୁ ଏହାର ଶାଖା ନଦୀ ରଣନଦୀରେ ବନ୍ୟାଜଳ ପ୍ରଭାବିତ ହେଉଛି। ଫଳରେ ଖୋର୍ଦ୍ଧା ଜିଲା ଅଟ୍ରି ସ୍ଥିତ ଉଷ୍ଣ ପ୍ରସ୍ରବଣରେ ୫ରୁ ୬ ଫୁଟର ବନ୍ୟାପାଣି ଲହଡି ମାରୁଛି। ଉଷ୍ମ ପ୍ରସ୍ରବଣ ସମ୍ପୂର୍ଣ୍ଣ ଭାବେ ବୁଡି…

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ

ପୁରୀ ଅଫିସ, ୧୮ା୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲେ। ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ…

ଝିଅକୁ ସାଙ୍ଗରେ ଆଣିବାକୁ ଯାଇ ମା’ ହଟହଟା

ନୀଳଗିରି, ୧୯।୮(ସ୍ବ.ପ୍ର):ସ୍ବାମୀଙ୍କ ପାଖରେ ରହୁଥିବା ବଡ଼ଝିଅକୁ ସାଙ୍ଗରେ ଆଣିବାକୁ ଉଦ୍ୟମ କରି ଜଣେ ମହିଳା, ତାଙ୍କ ବାପା, ଭଉଣୀ ଓ ଭାଇଙ୍କୁ ହଟହଟା ହେବାକୁ ପଡ଼ିଛି। ଝିଅକୁ ସାଙ୍ଗରେ ନେଇ ଯାଉଥିବା ସମ୍ପର୍କରେ ପରିବାର ଏବଂ ସମ୍ପର୍କୀୟ ଲୋକେ ଜାଣିପାରି ସେମାନଙ୍କୁ…

ରୋଗଣା ମା’ଙ୍କୁ ନଦୀକୂଳରେ ଛାଡ଼ିଲେ ପୁଅ

ସୋନପୁର,୧୯।୮(ନି.ପ୍ର.):ସମାଜରୁ କୁସଂସ୍କାର ଏବେ ବି ଦୂର ହୋଇନି। ରୋଗ ଭଲ ନ ହେଲେ ଗ୍ରାମାଞ୍ଚଳରେ ଜାତିଭାଇଙ୍କ ସାମାଜିକ ବାସନ୍ଦର ଭୟ ରହୁଛି। ଏଭଳି ବାସନ୍ଦ ଭୟରେ ଜଣେ ରୋଗଣା ବୃଦ୍ଧାଙ୍କୁ ମହାନଦୀ କୂଳ ଶ୍ମଶାନରେ ଏକୁଟିଆ ରହିବାକୁ ପଡ଼ିଥିଲା। ଘଟଣାଟି ପ୍ରଚାରିତ…

କଟକରେ ଡେଙ୍ଗୁ ମୃତ୍ୟୁ ଅଭିଯୋଗ

କଟକ ଅଫିସ,୧୯/୮: କଟକ ମହାନଗର ନିଗମ ଅନ୍ତର୍ଗତ ଓ୍ବାର୍ଡ ନଂ. ୨୬ ଭଗତପୁର ଅଞ୍ଚଳର ଡେଙ୍ଗୁରେ ଆକ୍ରାନ୍ତ ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ଦୀପକ ମୁଦୁଲି (୩୬)। ପରିବାର ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଗତ…

କାର୍ଯ୍ୟରେ ଅବହେଳା: ଫାଣ୍ଡି ଅଧିକାରୀ ସମେତ ୪ କନଷ୍ଟେବଳ ନିଲମ୍ବିତ

ମାଲକାନଗିରି/କୁଡୁମୁଲୁଗୁମ୍ମା,୧୮ା୮(ଡି.ଏନ.ଏ.): କାର୍ଯ୍ୟରେ ଅବହେଳା ଯୋଗୁ ମାଲକାନଗିରି ଜିଲା ଓର୍କେଲ ଥାନା ଅଧୀନରେ ଥିବା କୁଡୁମୁଲୁଗୁମ୍ମା ଫାଣ୍ଡିର ଫାଣ୍ଡି ଅଧିକାରୀ କମଳ ଲୋଚନ ନାୟକ ଓ ୪ ଜଣ କନଷ୍ଟେବଳଙ୍କୁ ଗୁରୁବାର ନିଲମ୍ବିତ କରାଯାଇଛି। ଏ ସମ୍ପର୍କରେ ଓର୍କେଲ ଥାନା ଭାରପ୍ରାପ୍ତ ଅଧିକାରୀ…

ପାହାଡ଼ରୁ ଖସିଲା ପଥର, ଯାତାୟାତ ବାଧାପ୍ରାପ୍ତ

କୋରୁକୋଣ୍ଡା,୧୮।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ କୋରୁକୋଣ୍ଡା ବ୍ଲକ ତର୍ଲାକୋଟ ପାହାଡ଼ରୁ ପଥର ଖସି ରାସ୍ତାରେ ପଡିଥିବା ଦେଖିବାକୁ ମିଳିଛି। ସୂଚନାନୁସାରେ, ତର୍ଲାକୋଟା ପାହାଡ଼ରୁ ଗୁରୁବାର ପଥର ଖସି ମାଲକାନଗିରି ଜିଲା ସଦର-ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଉପରେ…

ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ

କେନ୍ଦୁଝର,୧୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାରିଆ ଥାନା ଅଧୀନ ପାହାଡ଼ପୁର ଗ୍ରାମର ସ୍ବର୍ଗତ ଭୀମସେନ ନାୟକଙ୍କ ପୁଅ ବନମାଳୀ ନାୟକ(୪୦) ବୁଧବାର ନିଜ ବାଇକ ଯୋଗେ ବଡ଼ନେଉଳିରୁ ଖୁଦପଶି ଯାଉଥିବା ବେଳେ ଅନ୍ୟ ଏକ ବାଇକ ସହ ଧକ୍କା…

ବଳାତ୍କାର ଉଦ୍ୟମ କରି ବନ୍ଧା ହେଲେ ଯୁବକ

କୋକସରା,୧୮।୮(ଡି.ଏନ୍‌.ଏ.): ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ପୋଲିସ ଜୟନ୍ତପୁର ପଞ୍ଚାୟତ ଅଞ୍ଚଳର ଜଣେ ଯୁବକଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ନୀଳକଣ୍ଠ ବାରିକ(୨୭)। ଅଭିଯୋଗ ମୁତାବକ, ଗତ ୧୪ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?