‘ସୁସ୍ଥ ସମାଜ ଗଠନରେ ନେହେରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ଭଞ୍ଜନଗର,୧୬ା୧୧: ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ‘ନେହେରୁଙ୍କ ପରିକଳ୍ପିତ ଭାରତ, କେତେ ବାସ୍ତବ’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ସଭାପତି ନିରଞ୍ଜନ ପ୍ରଧାନ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ପୂର୍ବତନ ପ୍ରଧାନମନ୍ତ୍ରୀ…
ହାତୀ ଆକ୍ରମଣରେ ଶିଶୁ ମୃତ୍ୟୁ ଘଟଣା ସହାୟତାର ହାତ ବଢ଼ାଇଲା ଟ୍ରକ୍ ୟୁନିୟନ
ଲାଞ୍ଜିଗଡ଼, ୧୬ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡ଼ାଗଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଶିଶୁ ମୃତ୍ୟୁ ଘଟଣାରେ ସହାୟତାର ହାତ ବଢ଼ାଇଛି ମା’ ଭୈରବୀ ଟ୍ରକ୍ ୟୁନିୟନ। ସୂଚନାନୁସାରେ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ…
ଦୀର୍ଘ ବର୍ଷର ମାଟି ରାସ୍ତା ପିଚୁ ହେଲା
କେସିଙ୍ଗା,୧୬ା୧୧(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ପଡିଥିବା ମାଟିରାସ୍ତା ଦୀର୍ଘବର୍ଷ ପରେ ପିଚୁ ହୋଇଛି। ଆଦର୍ଶ ବିଦ୍ୟାଳୟକୁ ଯାଇଥିବା ୪୦୦ ମିଟର ମାଟିରାସ୍ତା ବର୍ଷାଦିନରେ କାଦୁଅ ପଚ ପଚ ଯୋଗୁ ଛାତ୍ରୀଛାତ୍ର ଅସୁବିଧାର ସମ୍ମୁଖୀନ ହେଉଥିଲେ।…
ଆଇନମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ…
କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମୀକ୍ଷା ପରେ ଆଇନମନ୍ତ୍ରୀଙ୍କ ଏହି ସୂଚନା ଦେଇଛନ୍ତି।…
୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ସ୍ତ୍ରୀଙ୍କୁ ସ୍ବାମୀଙ୍କ ଅକଥନୀୟ ନିର୍ଯାତନା, ସହି ନ ପାରି…
ଭୁବନ,୧୬ା୧୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଚମ୍ପାନାଳିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହି ଗ୍ରାମର ବାବୁଲି ନାଏକଙ୍କ ଝିଅ ସୁଲୋଚନା ୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ତାଙ୍କ ସ୍ବାମୀ ଅକଥନୀୟ ନିର୍ଯାତନା ଦେଉଥିଲେ।…
ପୋଲିସ ସହାୟତାର ଆପ “ସାଥି” ଏବେ ବେସାହାରା: ଲୁଚି ଯାଇଛି …
ଦାରିଙ୍ଗବାଡି,୧୬।୧୧ (ଅରୁଣ ସାହୁ): କନ୍ଧମାଳ ପୋଲିସ ପକ୍ଷରୁ ଲୋକଙ୍କ ପାଇଁ ଏକ ଆପର ପ୍ରଚଳନ କରାଯାଇଥିଲା । ଯାହାର ନାମ ରହିଛି “ସାଥି” । କନ୍ଧମାଳ ଏସ୍ପି ହରିଶ ବିସିଙ୍କ ତତ୍ତ୍ୱାବଧାନରେ ଏହି ଆପ ପ୍ରସ୍ତୁତ କରାଯାଇ ଜିଲାର ବିଭିନ୍ନ ଜନଗହଳି…
ଏମିତି ବି ଆସେ ମୃତ୍ୟୁ: ରୋଗୀ ଦେଖୁଦେଖୁ ଚାଲିଗଲା ଡାକ୍ତରଙ୍କ ଜୀବନ
ନୀଳଗିରି,୧୬ା୧୧: ଓପିଡିରେ ରୋଗୀ ଦେଖୁଦେଖୁ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ନୀଳଗିରି ଉପଖଣ୍ଡ ଡାକ୍ତରଖାନାରେ। ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ତ୍ରିନାଥ ପାଲ ରୋଗୀ ଦେଖିବା ସମୟରେ ହଠାତ୍ ଛାତିରେ ଯନ୍ତ୍ରଣା…
ଶୋଇଥିବାବେଳେ ଘରେ ଲାଗିଗଲା ନିଆଁ, ଜଳିଗଲା ନଗଦ ୮ ଲକ୍ଷ ଟଙ୍କା ସହ…
ଖଲ୍ଲିକୋଟ,୧୬ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଟାଉନସ୍ଥିତ ଧରାକୋଟ ସାହିରେ ଶନିବାର ବିଳମ୍ବିତ ରାତିରେ ଦିଲୀପ ଖୁଣ୍ଟିଆଙ୍କ ପରିବାର ଖାଇ ପିଇ ଶୋଇଥିବାବେଳେ ଶଟ୍ସର୍କିଟ୍ରୁ ନିଆଁ ଲାଗିଯାଇଥିଲା। ହଠାତ୍ ପଛଘର ପଟୁ ନିଆଁ ବାହାରିବା ଦେଖି ଦିଲ୍ଲୀପ ପରିବାରର ସମସ୍ତ…
ହାଡ଼ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି:ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ
ଜି.ଉଦୟଗିରି,୧୬।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ପ୍ରତିଦିନ ଶୀତ କ୍ରମଶଃ ବୃଦ୍ଧି ପାଉଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସା ହେଲା ମାତ୍ରେ ଲୋକେ ଶୀତ ଦାଉରୁ ରକ୍ଷା ପାଇବାକୁ ନିଆଁର ସାହାରା ନେଉଛନ୍ତି। ସକାଳ…
ବିଦ୍ୟୁତ୍ ଫାଶ ପକାଇ ବନ୍ୟଜନ୍ତୁ ଶିକାର: ୨ ଗିରଫ
ଦେବଗଡ,୧୬।୧୧(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ କପାଗୋଳା ଗ୍ରାମ ନିକଟସ୍ଥ ଜଙ୍ଗଲରେ ବିଦ୍ୟୁତ୍ ଫାଶ ପକାଇ ବନ୍ୟଜନ୍ତୁ ଶିକାର ପାଇଁ ଉଦ୍ୟମ କରୁଥିବା ବେଳେ ବନ ବିଭାଗ ଦ୍ୱାରା ୨ ଶିକାରୀ ଗିରଫ ହୋଇଛନ୍ତି । ସୂଚନା ଅନୁଯାୟୀ, …
ଦାଉ ସାଧିଲା ଦଇବ: ଅଧା ରାସ୍ତାରେ ଲିଭିଗଲା ତିତିତିନି ଜଣଙ୍କ ଜୀବନ ଦୀପ
ପରଜଙ୍ଗ,୧୬।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ ନଂ ଜାତୀୟ ରାଜପଥର କୁଲେଇ ଗ୍ରାମ ନିକଟସ୍ଥ ଜିଏମ ଆଣ୍ଡ ଆଇରନ ଷ୍ଟିଲ ପ୍ଲାଣ୍ଟ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…
ମୁଖ୍ୟ ରାସ୍ତାରେ ପଡି ଗୁରୁତର ସାଇକେଲ ଆରୋହିଙ୍କୁ ମିଳିଲାନି ଆମ୍ବୁଲାନ୍ସ: ଡାକ୍ତରଖାନାରେ ମୃତ୍ୟୁ
ଲାଞ୍ଜିଗଡ଼,୧୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବିଜେପୁର-ବିଶ୍ୱନାଥପୁର ମୁଖ୍ୟ ରାସ୍ତାର ଖଜୁରଗୁଡା ଗାଁ ମାଣ୍ଡିଆ ରୁଚା ନିକଟରେ ଏକ ସାଇକେଲ ଆରୋହି ମୁଖ୍ୟ ରାସ୍ତାରେ ପଡି ଗୁରୁତର ହୋଇ ପ ବେଳେ ଆରୋହିଙ୍କୁ ମିଳିନଥିଲା ଆମ୍ବୁଲାନ୍ସ। ଯାହା…
Archives


